ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୧୬ ନକ୍ସଲ, ୬ଜଣଙ୍କ ନାଁରେ ଥିଲା ୨୫ ଲକ୍ଷ ଟଙ୍କାର ପୁରସ୍କାର …

The Sakala Picture
Published On

ମାଲକାନଗିରି:ମା ଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ପୁଲିସ ନିକଟରେ ୧୬ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ପିଏଲଜିଏ ବାଟାଲିୟନର ୨ ହାର୍ଡକୋର ନକ୍ସଲ ମଧ୍ୟ ରହିଛନ୍ତି। ସୁକମା ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏସପି କିରଣ ଚୌହାନଙ୍କ ସମ୍ମୁଖରେ ଏହି ୧୬ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ମହିଳା ଓ ପୁରୁଷ ନକ୍ସଲ ନାମରେ ୮ ଲକ୍ଷ ଲେଖାଏଁ ପୁରସ୍କାର ରହିଥିଲା। ଏଥିସହ ୬ ଜଣ ନକ୍ସଲ ନାମରେ ୨୫ […]

ମାଲକାନଗିରି:ମା ଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ପୁଲିସ ନିକଟରେ ୧୬ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ପିଏଲଜିଏ ବାଟାଲିୟନର ୨ ହାର୍ଡକୋର ନକ୍ସଲ ମଧ୍ୟ ରହିଛନ୍ତି। ସୁକମା ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏସପି କିରଣ ଚୌହାନଙ୍କ ସମ୍ମୁଖରେ ଏହି ୧୬ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ମହିଳା ଓ ପୁରୁଷ ନକ୍ସଲ ନାମରେ ୮ ଲକ୍ଷ ଲେଖାଏଁ ପୁରସ୍କାର ରହିଥିଲା। ଏଥିସହ ୬ ଜଣ ନକ୍ସଲ ନାମରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

 

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର