ରାଜଧାନୀରୁ ୨୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଯୁବତୀ ଗିରଫ

The Sakala Picture
Published On

ଭୁବନେଶ୍ବର: ରାଜଧାନୀରୁ ୨୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ । ଏହା ଘଟଣାରେ ୨ ଯୁବତୀ ଗିରଫ ହୋଇଥିବା ଜଣାପଡ଼ିଛି। ଭୁବନେଶ୍ବରରେ ଘର ଭଡ଼ା ନେଇ ଚଳାଉଥିଲେ ନିଶା କାରବାର। କାକଟପୁର ଓ ବାଲେଶ୍ବରର ୨ ଯୁବତୀ ଆଇଟି ସେକ୍ଟରରେ କାର୍ଯ୍ୟରତ ବୋଲି ଜଣାପଡ଼ିଛି। ୨ ଯୁବତୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି କମିଶନରେଟ ପୁଲିସ ।

ଆହୁରି ପଢ଼ନ୍ତୁ: ଗୁଆହାଟୀରେ ଚାଞ୍ଚଲ୍ୟ: ସ୍ତ୍ରୀକୁ ନିର୍ମମ ହତ୍ୟା କରି ଫ୍ରିଜ୍‌ରେ କଟାମୁଣ୍ଡ ରଖିଲା ସ୍ୱାମୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର