ବନ୍ଧୁକ ମୁନରେ ୬ ଲକ୍ଷ ଟଙ୍କା ଲୁଟ

The Sakala Picture
Published On

ବାଲୁଗାଁ : ସ୍ପଷ୍ଟ ଦିବା ଲୋକରେ ବିଦ୍ୟୁତ କର୍ମଚାରୀ ଙ୍କ ଠାରୁ ବନ୍ଧୁକ ମୁନରେ ଝାମ୍ପି ନେଲେ 6 ଲକ୍ଷ ରୁ ଊର୍ଦ୍ଧ୍ବ ଟଙ୍କା । ଏପରି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଶକ୍ତି ସିନେମା ହଲ ନିକଟରେ । ଲୁଟ୍‌ର ଶିକାର ହୋଇଛନ୍ତି ବାଣପୁର-୧ ବିଦ୍ୟୁତ୍‌ ବିଭାଗର ସୁପରଭାଇଜର ସଂଜିତ ପ୍ରଧାନ । ଖୋର୍ଦ୍ଧା ବାଣପୁରରେ ବିଦ୍ୟୁତ ବିଭାଗ ସୁପରଭାଇଜର ସଂଜିତ ପ୍ରଧାନଙ୍କଠାରୁ ବନ୍ଧୁକ ଦେଖାଇ ଲୁଟି ନେଲେ ୬ […]

ବାଲୁଗାଁ : ସ୍ପଷ୍ଟ ଦିବା ଲୋକରେ ବିଦ୍ୟୁତ କର୍ମଚାରୀ ଙ୍କ ଠାରୁ ବନ୍ଧୁକ ମୁନରେ ଝାମ୍ପି ନେଲେ 6 ଲକ୍ଷ ରୁ ଊର୍ଦ୍ଧ୍ବ ଟଙ୍କା । ଏପରି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଶକ୍ତି ସିନେମା ହଲ ନିକଟରେ । ଲୁଟ୍‌ର ଶିକାର ହୋଇଛନ୍ତି ବାଣପୁର-୧ ବିଦ୍ୟୁତ୍‌ ବିଭାଗର ସୁପରଭାଇଜର ସଂଜିତ ପ୍ରଧାନ । ଖୋର୍ଦ୍ଧା ବାଣପୁରରେ ବିଦ୍ୟୁତ ବିଭାଗ ସୁପରଭାଇଜର ସଂଜିତ ପ୍ରଧାନଙ୍କଠାରୁ ବନ୍ଧୁକ ଦେଖାଇ ଲୁଟି ନେଲେ ୬ ଲକ୍ଷ ରୁ ଊର୍ଦ୍ଧ୍ବ ଟଙ୍କା । ବ୍ୟାଙ୍କ ଟଙ୍କା ଜମା କରିବାକୁ ଯାଉଥିବା ସମୟରେ ଗୋଟିଏ ବାଇକ୍‌ରେ ଦୁଇ ଜଣ ଦୁର୍ବୃତ୍ତ ଆସି ହଠାତ ବନ୍ଧୁକ ଦେଖାଇ ତାଙ୍କଠାରୁ ୬ ଲକ୍ଷ ଟଙ୍କା ଲୁଟି ନେଇଥିଲେ। ଲୁଟ୍ କରିବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ୨ ଦୁର୍ବୃତ୍ତ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ବିହାରର ନବଗଛିଆରେ ରକ୍ତରଞ୍ଜିତ ହୋଲି: ଗୁଳିମାଡ଼ରେ ୩ ସାଙ୍ଗଙ୍କ ମୃତ୍ୟୁ, ଅଞ୍ଚଳରେ ଚାଞ୍ଚଲ୍ୟ

10 May 2021 By The Sakala

ବନ୍ଧୁକ ମୁନରେ ୬ ଲକ୍ଷ ଟଙ୍କା ଲୁଟ

ବାଲୁଗାଁ : ସ୍ପଷ୍ଟ ଦିବା ଲୋକରେ ବିଦ୍ୟୁତ କର୍ମଚାରୀ ଙ୍କ ଠାରୁ ବନ୍ଧୁକ ମୁନରେ ଝାମ୍ପି ନେଲେ 6 ଲକ୍ଷ ରୁ ଊର୍ଦ୍ଧ୍ବ ଟଙ୍କା । ଏପରି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଶକ୍ତି ସିନେମା ହଲ ନିକଟରେ । ଲୁଟ୍‌ର ଶିକାର ହୋଇଛନ୍ତି ବାଣପୁର-୧ ବିଦ୍ୟୁତ୍‌ ବିଭାଗର ସୁପରଭାଇଜର ସଂଜିତ ପ୍ରଧାନ । ଖୋର୍ଦ୍ଧା ବାଣପୁରରେ ବିଦ୍ୟୁତ ବିଭାଗ ସୁପରଭାଇଜର ସଂଜିତ ପ୍ରଧାନଙ୍କଠାରୁ ବନ୍ଧୁକ ଦେଖାଇ ଲୁଟି ନେଲେ ୬ ଲକ୍ଷ ରୁ ଊର୍ଦ୍ଧ୍ବ ଟଙ୍କା । ବ୍ୟାଙ୍କ ଟଙ୍କା ଜମା କରିବାକୁ ଯାଉଥିବା ସମୟରେ ଗୋଟିଏ ବାଇକ୍‌ରେ ଦୁଇ ଜଣ ଦୁର୍ବୃତ୍ତ ଆସି ହଠାତ ବନ୍ଧୁକ ଦେଖାଇ ତାଙ୍କଠାରୁ ୬ ଲକ୍ଷ ଟଙ୍କା ଲୁଟି ନେଇଥିଲେ। ଲୁଟ୍ କରିବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ୨ ଦୁର୍ବୃତ୍ତ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

https://www.thesakala.in/crime/6-lakhs-looted-at-gunpoint/article-2087
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର