ନାବାଳିକାକୁ ଟେକି ନେଇ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ

The Sakala Picture
Published On

ଜଳେଶ୍ୱର: ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ଥାନା ଅଧିନସ୍ଥ ଏକ ଅଞ୍ଚଳରେ ଜଣେ ନାବାଳକଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଦୁଷ୍କର୍ମ ସମୟର ଭିଡିଓ ଏବେ ମୋବାଇଲରୁ ମୋବାଇଲକୁ ଘୁରି ବୁଲୁଛି। ଦୁଷ୍କର୍ମ ସମୟର ଭିଡିଓକୁ ଉତ୍ତୋଳନ କରାଯାଇ ସୋସିଆଲ ମିଡିଆରେ ଭାଇରାଲ କରାଯାଇଛି ବୋଲି ନାବାଳିକାଙ୍କ ମାଆ ପୁଲିସ ନିକଟରେ ଅଭିଯୋଗ କରିଛନ୍ତି। ମାଆଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କର ଏହି ୧୫ ବର୍ଷର ନାବାଳିକା ଝିଅକୁ ଦେବକୁମାର ଗ୍ରାମର ମିଥୁନ ମାଝୀ ନାମକ ଜଣେ ଯୁବକ ଏକ […]

ଜଳେଶ୍ୱର: ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ଥାନା ଅଧିନସ୍ଥ ଏକ ଅଞ୍ଚଳରେ ଜଣେ ନାବାଳକଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଦୁଷ୍କର୍ମ ସମୟର ଭିଡିଓ ଏବେ ମୋବାଇଲରୁ ମୋବାଇଲକୁ ଘୁରି ବୁଲୁଛି। ଦୁଷ୍କର୍ମ ସମୟର ଭିଡିଓକୁ ଉତ୍ତୋଳନ କରାଯାଇ ସୋସିଆଲ ମିଡିଆରେ ଭାଇରାଲ କରାଯାଇଛି ବୋଲି ନାବାଳିକାଙ୍କ ମାଆ ପୁଲିସ ନିକଟରେ ଅଭିଯୋଗ କରିଛନ୍ତି।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ମାଆଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କର ଏହି ୧୫ ବର୍ଷର ନାବାଳିକା ଝିଅକୁ ଦେବକୁମାର ଗ୍ରାମର ମିଥୁନ ମାଝୀ ନାମକ ଜଣେ ଯୁବକ ଏକ ପରିତ୍ୟକ୍ତ ଘରକୁ ଟେକି ନେଇ ଦୁଷ୍କର୍ମ କରିଥିଲେ। ଦୁଷ୍କର୍ମ ସମୟର ଭିଡ଼ିଓ ଫେସବୁକ ଜରିଆରେ ଭାଇରାଲ କରିଥିଲେ। ଏସମ୍ପର୍କରେ ନାବାଳିକାଙ୍କ ମାଆ ଜାଣିବା ପରେ ମିଥୁନଙ୍କ ଘରକୁ ଯାଇ ଘଟଣା ସମ୍ପର୍କରେ ପଚାରିବା ପରେ ମିଥୁନ ଓ ତାଙ୍କ ବାପା ରବିନ୍ଦ୍ର ଜୀବନରୁ ମାରିଦେବା ଉଦ୍ଦେଶ୍ୟରେ ଏକ କାତି ଧରି ଗୋଡ଼ାଇଥିଲେ। ଥାନାରେ ଅଭିଯୋଗ କଲେ ମାଆ।  ଝିଅକୁ ହତ୍ୟା କରିବାକୁ ଧମକ ଦେଇଥିଲେ। ଏହି ଘଟଣାକୁ ନେଇ ଜଳେଶ୍ୱର ଥାନାରେ ଏକ ଲିଖିତ ଅଭିଯୋଗ ହୋଇଛି।ପୁଲିସ ଅଭିଯୋଗ ପାଇ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

04 Jul 2023 By The Sakala

ନାବାଳିକାକୁ ଟେକି ନେଇ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ

ଜଳେଶ୍ୱର: ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ଥାନା ଅଧିନସ୍ଥ ଏକ ଅଞ୍ଚଳରେ ଜଣେ ନାବାଳକଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଦୁଷ୍କର୍ମ ସମୟର ଭିଡିଓ ଏବେ ମୋବାଇଲରୁ ମୋବାଇଲକୁ ଘୁରି ବୁଲୁଛି। ଦୁଷ୍କର୍ମ ସମୟର ଭିଡିଓକୁ ଉତ୍ତୋଳନ କରାଯାଇ ସୋସିଆଲ ମିଡିଆରେ ଭାଇରାଲ କରାଯାଇଛି ବୋଲି ନାବାଳିକାଙ୍କ ମାଆ ପୁଲିସ ନିକଟରେ ଅଭିଯୋଗ କରିଛନ୍ତି।

ମାଆଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କର ଏହି ୧୫ ବର୍ଷର ନାବାଳିକା ଝିଅକୁ ଦେବକୁମାର ଗ୍ରାମର ମିଥୁନ ମାଝୀ ନାମକ ଜଣେ ଯୁବକ ଏକ ପରିତ୍ୟକ୍ତ ଘରକୁ ଟେକି ନେଇ ଦୁଷ୍କର୍ମ କରିଥିଲେ। ଦୁଷ୍କର୍ମ ସମୟର ଭିଡ଼ିଓ ଫେସବୁକ ଜରିଆରେ ଭାଇରାଲ କରିଥିଲେ। ଏସମ୍ପର୍କରେ ନାବାଳିକାଙ୍କ ମାଆ ଜାଣିବା ପରେ ମିଥୁନଙ୍କ ଘରକୁ ଯାଇ ଘଟଣା ସମ୍ପର୍କରେ ପଚାରିବା ପରେ ମିଥୁନ ଓ ତାଙ୍କ ବାପା ରବିନ୍ଦ୍ର ଜୀବନରୁ ମାରିଦେବା ଉଦ୍ଦେଶ୍ୟରେ ଏକ କାତି ଧରି ଗୋଡ଼ାଇଥିଲେ। ଥାନାରେ ଅଭିଯୋଗ କଲେ ମାଆ।  ଝିଅକୁ ହତ୍ୟା କରିବାକୁ ଧମକ ଦେଇଥିଲେ। ଏହି ଘଟଣାକୁ ନେଇ ଜଳେଶ୍ୱର ଥାନାରେ ଏକ ଲିଖିତ ଅଭିଯୋଗ ହୋଇଛି।ପୁଲିସ ଅଭିଯୋଗ ପାଇ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।

https://www.thesakala.in/crime/allegation-of-abduction-and-rape-of-a-minor-girl/article-23198
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର