SOG ହାବିଲଦାରଙ୍କ କଳଙ୍କିତ କାରନାମା, ଅଧ୍ୟାପିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ଅଭିଯୋଗ

The Sakala Picture
Published On

ଭୁବନେଶ୍ବର: SOG ହାବିଲଦାରଙ୍କ କଳଙ୍କିତ କାରନାମା । ଅଧ୍ୟାପିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ପ୍ରଥମେ ଶାରୀରିକ ସମ୍ପର୍କ ପରେ ବାରମ୍ବାର ଗର୍ଭପାତ ଅଭିଯୋଗ ହୋଇଛି। ଏହାପରେ ଚନ୍ଦକା SOG କ୍ୟାମ୍ପର ହାବିଲଦାର ପ୍ରେମସାଗର ବାରାଙ୍କୁ ପୁଲିସ ଗିରଫ କରିଛି। ଖବର ଅନୁଯାୟୀ, ଦୀର୍ଘ ୮ ବର୍ଷ ହେବ ଅଧ୍ୟାପିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ବାରମ୍ବାର ଶାରୀରିକ ସମ୍ପର୍କ ରଖୁଥିଲା ପ୍ରେମ ସାଗର ।  ରେଣ୍ଟାଲ କଲୋନୀ ରେ ଦୁହେଁ ୮ ବର୍ଷ ହେବ ଏକାଠି ରହି ଆସୁଥିଲେ […]

ଭୁବନେଶ୍ବର: SOG ହାବିଲଦାରଙ୍କ କଳଙ୍କିତ କାରନାମା । ଅଧ୍ୟାପିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ପ୍ରଥମେ ଶାରୀରିକ ସମ୍ପର୍କ ପରେ ବାରମ୍ବାର ଗର୍ଭପାତ ଅଭିଯୋଗ ହୋଇଛି। ଏହାପରେ ଚନ୍ଦକା SOG କ୍ୟାମ୍ପର ହାବିଲଦାର ପ୍ରେମସାଗର ବାରାଙ୍କୁ ପୁଲିସ ଗିରଫ କରିଛି।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ପୂର୍ବରୁ ପୁରୀରେ ସମ୍ପନ୍ନ ହେଲା ତିନି ରଥର ଦକ୍ଷିଣ ମୋଡ଼ ନୀତି

ଖବର ଅନୁଯାୟୀ, ଦୀର୍ଘ ୮ ବର୍ଷ ହେବ ଅଧ୍ୟାପିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ବାରମ୍ବାର ଶାରୀରିକ ସମ୍ପର୍କ ରଖୁଥିଲା ପ୍ରେମ ସାଗର ।  ରେଣ୍ଟାଲ କଲୋନୀ ରେ ଦୁହେଁ ୮ ବର୍ଷ ହେବ ଏକାଠି ରହି ଆସୁଥିଲେ ।  ଅଧ୍ୟାପିକା ଜଣଙ୍କ ବିବାହ ପାଇଁ କହିବାରୁ ପ୍ରେମ ସାଗର ତାଙ୍କୁ ମାଡ଼ ମାରିବା ସହ ହତ୍ୟା ଧମକ ଦେଇଥିଲେ ।  ପରେ ମହିଳା ଥାନାରେ ଅଭିଯୋଗ ପରେ ପ୍ରେମସାଗରଙ୍କୁ ବାନ୍ଧିଚି ମହିଳା ଥାନା ପୁଲିସ । ଖାଲି ଅଧ୍ୟାପିକା ନୁହଁନ୍ତି ଏକାଧିକ ଯୁବତୀଙ୍କ ଙ୍କ ସହ ସମ୍ପର୍କ ଥିବା ନେଇ ଥାନାରେ ଅଭିଯୋଗ ହୋଇଛି।

ଆହୁରି ପଢ଼ନ୍ତୁ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ମହାପ୍ରଭୁଙ୍କ ଶେଷ ଆଡ଼ପ ଦର୍ଶନ, ସନ୍ଧ୍ୟା ୬ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

17 Nov 2023 By The Sakala

SOG ହାବିଲଦାରଙ୍କ କଳଙ୍କିତ କାରନାମା, ଅଧ୍ୟାପିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ଅଭିଯୋଗ

ଭୁବନେଶ୍ବର: SOG ହାବିଲଦାରଙ୍କ କଳଙ୍କିତ କାରନାମା । ଅଧ୍ୟାପିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ପ୍ରଥମେ ଶାରୀରିକ ସମ୍ପର୍କ ପରେ ବାରମ୍ବାର ଗର୍ଭପାତ ଅଭିଯୋଗ ହୋଇଛି। ଏହାପରେ ଚନ୍ଦକା SOG କ୍ୟାମ୍ପର ହାବିଲଦାର ପ୍ରେମସାଗର ବାରାଙ୍କୁ ପୁଲିସ ଗିରଫ କରିଛି।

ଖବର ଅନୁଯାୟୀ, ଦୀର୍ଘ ୮ ବର୍ଷ ହେବ ଅଧ୍ୟାପିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ବାରମ୍ବାର ଶାରୀରିକ ସମ୍ପର୍କ ରଖୁଥିଲା ପ୍ରେମ ସାଗର ।  ରେଣ୍ଟାଲ କଲୋନୀ ରେ ଦୁହେଁ ୮ ବର୍ଷ ହେବ ଏକାଠି ରହି ଆସୁଥିଲେ ।  ଅଧ୍ୟାପିକା ଜଣଙ୍କ ବିବାହ ପାଇଁ କହିବାରୁ ପ୍ରେମ ସାଗର ତାଙ୍କୁ ମାଡ଼ ମାରିବା ସହ ହତ୍ୟା ଧମକ ଦେଇଥିଲେ ।  ପରେ ମହିଳା ଥାନାରେ ଅଭିଯୋଗ ପରେ ପ୍ରେମସାଗରଙ୍କୁ ବାନ୍ଧିଚି ମହିଳା ଥାନା ପୁଲିସ । ଖାଲି ଅଧ୍ୟାପିକା ନୁହଁନ୍ତି ଏକାଧିକ ଯୁବତୀଙ୍କ ଙ୍କ ସହ ସମ୍ପର୍କ ଥିବା ନେଇ ଥାନାରେ ଅଭିଯୋଗ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର