ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ବିଜେବି କଲେଜ : ଏଥର ଛାତ୍ରୀ ନୁହନ୍ତି, ଜଣେ ଛାତ୍ରଙ୍କୁ ସହପାଠୀ ରାଗିଂ କରିଥିବା ଅଭିଯୋଗ

The Sakala Picture
Published On

ଭୁବନେଶ୍ୱର: ପୁଣି ବିଜେବି କଲେଜରୁ ଆସିଲା ରାଗିଂ ଅଭିଯୋଗ । ଏଥର ଛାତ୍ରୀ ନୁହନ୍ତି, ଜଣେ ଛାତ୍ରଙ୍କୁ ରାଗିଂ ଅଭିଯୋଗ ଆସିଛି । କୌଣସି ସିନିୟର ଛାତ୍ର ନୁହନ୍ତି, ସହପାଠୀ ରାଗିଂ କରିଥିବା ଜଣେ ଛାତ୍ର ଅଭିଯୋଗ କରିଛନ୍ତି । ରାଗିଂର ଶିକାର ହୋଇଛନ୍ତି ବାଣିଜ୍ୟ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ର ରୁଦ୍ର ନାରାୟଣ ପାତ୍ର । ହଷ୍ଟେଲରେ ରହୁଥିବା ତାଙ୍କ ସହପାଠୀ ତାଙ୍କୁ ଗାଡ଼ି କାହିଁକି ଆଣୁଛୁ ବୋଲି କହି କଲେଜରେ ଉଠବସ କରାଇବା ସହ […]

ଭୁବନେଶ୍ୱର: ପୁଣି ବିଜେବି କଲେଜରୁ ଆସିଲା ରାଗିଂ ଅଭିଯୋଗ । ଏଥର ଛାତ୍ରୀ ନୁହନ୍ତି, ଜଣେ ଛାତ୍ରଙ୍କୁ ରାଗିଂ ଅଭିଯୋଗ ଆସିଛି । କୌଣସି ସିନିୟର ଛାତ୍ର ନୁହନ୍ତି, ସହପାଠୀ ରାଗିଂ କରିଥିବା ଜଣେ ଛାତ୍ର ଅଭିଯୋଗ କରିଛନ୍ତି । ରାଗିଂର ଶିକାର ହୋଇଛନ୍ତି ବାଣିଜ୍ୟ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ର ରୁଦ୍ର ନାରାୟଣ ପାତ୍ର । ହଷ୍ଟେଲରେ ରହୁଥିବା ତାଙ୍କ ସହପାଠୀ ତାଙ୍କୁ ଗାଡ଼ି କାହିଁକି ଆଣୁଛୁ ବୋଲି କହି କଲେଜରେ ଉଠବସ କରାଇବା ସହ ମାରଧର କରୁଥିବା ରୁଦ୍ର ଅଭିଯୋଗ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଟ୍ୱିଶା ଶର୍ମା ମୃତ୍ୟୁ ମାମଲା: ପୋଷ୍ଟମର୍ଟମ ରିପୋର୍ଟରେ ଖଣ୍ଡନ ହେଲା ଡ୍ରଗ୍ସ ସେବନ ଅଭିଯୋଗ, ଜିମ୍ନାଷ୍ଟିକ୍ ବେଲ୍ଟକୁ ନେଇ ବଢ଼ିଲା ସନ୍ଦେହ

ରୁଦ୍ର ଜଣେ ଡେସ୍କଲାର ହୋଇଥିବା ବେଳେ ଆମ୍ବେଦକର ହଷ୍ଟେଲ୍‌ରେ ରହୁଥିବା ତାଙ୍କ ସହପାଠୀଙ୍କ ବିରୋଧରେ ଅଭିଯୋଗ କରିଛନ୍ତି । ଅଧ୍ୟାପକଙ୍କ ସାମ୍ନାରେ ରାଗିଂ କରାଯାଉଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନଥିବା ଅଭିଯୋଗ କରିଛନ୍ତି ଛାତ୍ର ରୁଦ୍ର ନାରାୟଣ ପାତ୍ର । ବଡ଼ଗଡ଼ ଥାନାରେ ଅଭିଯୋଗ କଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଉନଥିବା ଛାତ୍ର ଜଣଙ୍କ ଅଭିଯୋଗ କରିଛନ୍ତି । ଛାତ୍ରୀ ରୁଚିକା ମହାନ୍ତି ରାଗିଂର ଶିକାର ହୋଇ ଆତ୍ମହତ୍ୟା କରିଥିବା ନେଇ ଉଦବେଗ ପ୍ରକାଶ ପାଇଥିବା ବେଳେ ଜଣେ ଛାତ୍ରୀଙ୍କୁ ରାଗିଂ ଅଭିଯୋଗ ଜଟିଳ ସ୍ଥିତି ସୃଷ୍ଟି କରିଛି ।

ଆହୁରି ପଢ଼ନ୍ତୁ: ମୁରାଦାବାଦରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ପ୍ରେମିକ ସାଜିଥିବା ପୁତୁରା ସହ ମିଶି ସ୍ୱାମୀଙ୍କୁ କରେଣ୍ଟ ଓ ବିଷ ଦେଇ ହତ୍ୟା କଲା ସ୍ତ୍ରୀ

07 Jul 2022 By The Sakala

ବିଜେବି କଲେଜ : ଏଥର ଛାତ୍ରୀ ନୁହନ୍ତି, ଜଣେ ଛାତ୍ରଙ୍କୁ ସହପାଠୀ ରାଗିଂ କରିଥିବା ଅଭିଯୋଗ

ଭୁବନେଶ୍ୱର: ପୁଣି ବିଜେବି କଲେଜରୁ ଆସିଲା ରାଗିଂ ଅଭିଯୋଗ । ଏଥର ଛାତ୍ରୀ ନୁହନ୍ତି, ଜଣେ ଛାତ୍ରଙ୍କୁ ରାଗିଂ ଅଭିଯୋଗ ଆସିଛି । କୌଣସି ସିନିୟର ଛାତ୍ର ନୁହନ୍ତି, ସହପାଠୀ ରାଗିଂ କରିଥିବା ଜଣେ ଛାତ୍ର ଅଭିଯୋଗ କରିଛନ୍ତି । ରାଗିଂର ଶିକାର ହୋଇଛନ୍ତି ବାଣିଜ୍ୟ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ର ରୁଦ୍ର ନାରାୟଣ ପାତ୍ର । ହଷ୍ଟେଲରେ ରହୁଥିବା ତାଙ୍କ ସହପାଠୀ ତାଙ୍କୁ ଗାଡ଼ି କାହିଁକି ଆଣୁଛୁ ବୋଲି କହି କଲେଜରେ ଉଠବସ କରାଇବା ସହ ମାରଧର କରୁଥିବା ରୁଦ୍ର ଅଭିଯୋଗ କରିଛନ୍ତି ।

ରୁଦ୍ର ଜଣେ ଡେସ୍କଲାର ହୋଇଥିବା ବେଳେ ଆମ୍ବେଦକର ହଷ୍ଟେଲ୍‌ରେ ରହୁଥିବା ତାଙ୍କ ସହପାଠୀଙ୍କ ବିରୋଧରେ ଅଭିଯୋଗ କରିଛନ୍ତି । ଅଧ୍ୟାପକଙ୍କ ସାମ୍ନାରେ ରାଗିଂ କରାଯାଉଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନଥିବା ଅଭିଯୋଗ କରିଛନ୍ତି ଛାତ୍ର ରୁଦ୍ର ନାରାୟଣ ପାତ୍ର । ବଡ଼ଗଡ଼ ଥାନାରେ ଅଭିଯୋଗ କଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଉନଥିବା ଛାତ୍ର ଜଣଙ୍କ ଅଭିଯୋଗ କରିଛନ୍ତି । ଛାତ୍ରୀ ରୁଚିକା ମହାନ୍ତି ରାଗିଂର ଶିକାର ହୋଇ ଆତ୍ମହତ୍ୟା କରିଥିବା ନେଇ ଉଦବେଗ ପ୍ରକାଶ ପାଇଥିବା ବେଳେ ଜଣେ ଛାତ୍ରୀଙ୍କୁ ରାଗିଂ ଅଭିଯୋଗ ଜଟିଳ ସ୍ଥିତି ସୃଷ୍ଟି କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର