ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ: ଶୋଇଥିବା ବେଳେ ପୂରା ପରିବାରକୁ ମରଣାନ୍ତକ ଆକ୍ରମଣ, ସ୍ବାମୀ ମୃତ

The Sakala Picture
Published On

ଭୁବନେଶ୍ୱର: ରାଜଧାନୀରେ ପିଏମଜି ଅଫିସ ସମ୍ମୁଖରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ୱାମୀ-ସ୍ତ୍ରୀ ଓ ପିଲା ଶୋଇଥିବା ବେଳେ କରାଯାଇଛି ମରଣାନ୍ତକ ଆକ୍ରମଣ । ଘଟଣାସ୍ଥଳରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଛି ସ୍ବାମୀଙ୍କ ମୃତଦେହ । ଆହତ ଅବସ୍ଥାରେ ସ୍ତ୍ରୀ ଓ ଛୋଟ ପିଲାକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ଖାରବେଳ ନଗର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗତକାଲି ବିଳମ୍ବିତ ରାତିରେ କେହି ହତ୍ୟା କରିଥିବା […]

ଭୁବନେଶ୍ୱର: ରାଜଧାନୀରେ ପିଏମଜି ଅଫିସ ସମ୍ମୁଖରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ୱାମୀ-ସ୍ତ୍ରୀ ଓ ପିଲା ଶୋଇଥିବା ବେଳେ କରାଯାଇଛି ମରଣାନ୍ତକ ଆକ୍ରମଣ । ଘଟଣାସ୍ଥଳରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଛି ସ୍ବାମୀଙ୍କ ମୃତଦେହ । ଆହତ ଅବସ୍ଥାରେ ସ୍ତ୍ରୀ ଓ ଛୋଟ ପିଲାକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ଖାରବେଳ ନଗର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗତକାଲି ବିଳମ୍ବିତ ରାତିରେ କେହି ହତ୍ୟା କରିଥିବା ସନ୍ଦେହ କରୁଛି ପୁଲିସ । ତେବେ ହତ୍ୟାକାଣ୍ଡର କାରଣ ଜଣାପଡିନାହିଁ ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

11 Apr 2022 By The Sakala

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ: ଶୋଇଥିବା ବେଳେ ପୂରା ପରିବାରକୁ ମରଣାନ୍ତକ ଆକ୍ରମଣ, ସ୍ବାମୀ ମୃତ

ଭୁବନେଶ୍ୱର: ରାଜଧାନୀରେ ପିଏମଜି ଅଫିସ ସମ୍ମୁଖରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ୱାମୀ-ସ୍ତ୍ରୀ ଓ ପିଲା ଶୋଇଥିବା ବେଳେ କରାଯାଇଛି ମରଣାନ୍ତକ ଆକ୍ରମଣ । ଘଟଣାସ୍ଥଳରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଛି ସ୍ବାମୀଙ୍କ ମୃତଦେହ । ଆହତ ଅବସ୍ଥାରେ ସ୍ତ୍ରୀ ଓ ଛୋଟ ପିଲାକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ଖାରବେଳ ନଗର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗତକାଲି ବିଳମ୍ବିତ ରାତିରେ କେହି ହତ୍ୟା କରିଥିବା ସନ୍ଦେହ କରୁଛି ପୁଲିସ । ତେବେ ହତ୍ୟାକାଣ୍ଡର କାରଣ ଜଣାପଡିନାହିଁ ।

https://www.thesakala.in/crime/bbsr-lower-pmg-murder-case/article-10679
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର