ରାଜଧାନୀରେ ଡବଲ ମର୍ଡର: ସ୍ତ୍ରୀ ଓ ଶାଳୀକୁ ହତ୍ୟା କଲା ସ୍ବାମୀ

The Sakala Picture
Published On

ଭୁବନେଶ୍ୱର: ରାଜଧାନୀରେ ଡବଲ ମର୍ଡର। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ କଲୋନୀରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସ୍ତ୍ରୀ ଓ ଶାଳୀକୁ ହତ୍ୟା କରିଛି ସ୍ୱାମୀ। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚିି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଅଭିଯୁକ୍ତ ସ୍ୱାମୀ ବିଜୟ ସେଠୀକୁ ଅଟକ ରଖିଛି ପୁଲିସ। ହତ୍ୟାକାରୀ ବିଜୟ ସିଟିଡିସି ମେକାନିକାଲ୍‌ରେ ବିଭାଗରେ କାମ କରୁଥିବା ସୂଚନା ମିଳିିିଛି। ତେବେ ଏଭଳି […]

ଭୁବନେଶ୍ୱର: ରାଜଧାନୀରେ ଡବଲ ମର୍ଡର। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ କଲୋନୀରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସ୍ତ୍ରୀ ଓ ଶାଳୀକୁ ହତ୍ୟା କରିଛି ସ୍ୱାମୀ। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚିି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଅଭିଯୁକ୍ତ ସ୍ୱାମୀ ବିଜୟ ସେଠୀକୁ ଅଟକ ରଖିଛି ପୁଲିସ। ହତ୍ୟାକାରୀ ବିଜୟ ସିଟିଡିସି ମେକାନିକାଲ୍‌ରେ ବିଭାଗରେ କାମ କରୁଥିବା ସୂଚନା ମିଳିିିଛି। ତେବେ ଏଭଳି ହତ୍ୟା କାଣ୍ଡ କାହିଁକି ଘଟିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ଜଣାପଡ଼ି ନାହିଁ।

ଆହୁରି ପଢ଼ନ୍ତୁ: ଗୋରଖପୁରରେ ନୃଶଂସ କାଣ୍ଡ: କୁରାଢ଼ିରେ ସ୍ତ୍ରୀକୁ ହାଣି ହତ୍ୟା କଲା ସ୍ୱାମୀ, ପୁଅକୁ ମାରିବାକୁ ଗୋଡ଼ାଇ ନିଜେ ପୋଲିସକୁ କଲା ଫୋନ୍

ସୂଚନା ଅନୁଯାୟୀ, ମୃତକ ଦ୍ବୟ ହେଉଛନ୍ତି ସରସ୍ୱତୀ ସେଠୀ ଓ ଗାୟତ୍ରୀ ସେଠୀ ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

24 Apr 2022 By The Sakala

ରାଜଧାନୀରେ ଡବଲ ମର୍ଡର: ସ୍ତ୍ରୀ ଓ ଶାଳୀକୁ ହତ୍ୟା କଲା ସ୍ବାମୀ

ଭୁବନେଶ୍ୱର: ରାଜଧାନୀରେ ଡବଲ ମର୍ଡର। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ କଲୋନୀରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସ୍ତ୍ରୀ ଓ ଶାଳୀକୁ ହତ୍ୟା କରିଛି ସ୍ୱାମୀ। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚିି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଅଭିଯୁକ୍ତ ସ୍ୱାମୀ ବିଜୟ ସେଠୀକୁ ଅଟକ ରଖିଛି ପୁଲିସ। ହତ୍ୟାକାରୀ ବିଜୟ ସିଟିଡିସି ମେକାନିକାଲ୍‌ରେ ବିଭାଗରେ କାମ କରୁଥିବା ସୂଚନା ମିଳିିିଛି। ତେବେ ଏଭଳି ହତ୍ୟା କାଣ୍ଡ କାହିଁକି ଘଟିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ଜଣାପଡ଼ି ନାହିଁ।

ସୂଚନା ଅନୁଯାୟୀ, ମୃତକ ଦ୍ବୟ ହେଉଛନ୍ତି ସରସ୍ୱତୀ ସେଠୀ ଓ ଗାୟତ୍ରୀ ସେଠୀ ।

https://www.thesakala.in/crime/double-murder-in-bbsr-chandrasekharpur/article-11012
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର