ଅଙ୍ଗନବାଡ଼ି କର୍ମୀଙ୍କ ବକେୟା ଟଙ୍କା ଦେବାକୁ ନେଉଥିଲେ ଲାଞ୍ଚ, ମାଡିବସିଲା ଭିଜିଲାନ୍ସ

The Sakala Picture
Published On

ଭୁବନେଶ୍ବର: ଲାଞ୍ଚ ନେଇ ଧରାପଡ଼ିଲେ ବଲାଙ୍ଗିର ଆଗଲପୁର ବ୍ଲକ ICDCRର ସୁପରଭାଇଜର କୁନି ନାୟକ।  ୧୯ ହଜାର ୮୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ  କୁନି ନାୟକଙ୍କୁ ଧରିଛି। ୬ ଜଣ ଅଙ୍ଗନବାଡ଼ି କର୍ମୀଙ୍କ ବକେୟା ଟଙ୍କା ଦେବାକୁ ନେଉଥିଲେ ଲାଞ୍ଚ। ଏହି ସମୟରେ ମାଡିବସିଛି ଭିଜିଲାନ୍ସ।  ତାଙ୍କ ଠାରୁ ଲାଞ୍ଚ ଅର୍ଥ ଜବତ କରାଯାଇଛି। ଏ ନେଇ ଏକ ମାମଲା ରୁଜ୍ଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଛି। ତାଙ୍କୁ ଗିରଫ କରାଯାଇଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ଗୁଆହାଟୀରେ ଚାଞ୍ଚଲ୍ୟ: ସ୍ତ୍ରୀକୁ ନିର୍ମମ ହତ୍ୟା କରି ଫ୍ରିଜ୍‌ରେ କଟାମୁଣ୍ଡ ରଖିଲା ସ୍ୱାମୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର