ମାଆଝିଅଙ୍କ ମୃତ୍ୟୁ ଘଟଣା: ସାଇଡ ମରାକୁ କେନ୍ଦ୍ର କରି ମାଆଝିଅଙ୍କ ଉପରେ ଗାଡି ଚଢାଇ ଦେଲା ଟ୍ରକ ଡ୍ରାଇଭର

The Sakala Picture
Published On

ଯାଜପୁର: ଯାଜପୁରରେ ଗତକାଲି ଦୁର୍ଘଟଣାରେ ମାଆଝିଅଙ୍କ ମୃତ୍ୟୁ ଘଟଣାରେ ବଡ଼ ଖୁଲାସା ହୋଇଛି । ଏହା ଦୁର୍ଘଟଣା ନୁହେଁ, ଯୋଜନାବଦ୍ଧ ଭାବେ ମାଆଝିଅଙ୍କୁ ଗାଡ଼ି ଚଢ଼ାଇ ହତ୍ୟା କରାଯାଇଛି । ଗାଡ଼ି ସାଇଡ ମରାକୁ କେନ୍ଦ୍ର କରି ପାଟିତୁଣ୍ଡ ଓ ଏହାପରେ ମାଆଝିଅଙ୍କ ଉପରେ ଗାଡ଼ି ଚଢାଇ ଦେଇଥିଲା ଅଭିଯୁକ୍ତ । ସୂଚନା ଅନୁଯାୟୀ, ସୁକିନ୍ଦା ଅଞ୍ଚଳର ଶ୍ରୀତିକା ଚକ୍ରବର୍ତ୍ତି ଝିଅ ସୋନାଲି ଚକ୍ରବର୍ତ୍ତିଙ୍କ ସହ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ କେନ୍ଦ୍ରପଡ଼ା ଯାଇଥିଲେ । ଝିଅ […]

ଯାଜପୁର: ଯାଜପୁରରେ ଗତକାଲି ଦୁର୍ଘଟଣାରେ ମାଆଝିଅଙ୍କ ମୃତ୍ୟୁ ଘଟଣାରେ ବଡ଼ ଖୁଲାସା ହୋଇଛି । ଏହା ଦୁର୍ଘଟଣା ନୁହେଁ, ଯୋଜନାବଦ୍ଧ ଭାବେ ମାଆଝିଅଙ୍କୁ ଗାଡ଼ି ଚଢ଼ାଇ ହତ୍ୟା କରାଯାଇଛି । ଗାଡ଼ି ସାଇଡ ମରାକୁ କେନ୍ଦ୍ର କରି ପାଟିତୁଣ୍ଡ ଓ ଏହାପରେ ମାଆଝିଅଙ୍କ ଉପରେ ଗାଡ଼ି ଚଢାଇ ଦେଇଥିଲା ଅଭିଯୁକ୍ତ ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ସୂଚନା ଅନୁଯାୟୀ, ସୁକିନ୍ଦା ଅଞ୍ଚଳର ଶ୍ରୀତିକା ଚକ୍ରବର୍ତ୍ତି ଝିଅ ସୋନାଲି ଚକ୍ରବର୍ତ୍ତିଙ୍କ ସହ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ କେନ୍ଦ୍ରପଡ଼ା ଯାଇଥିଲେ । ଝିଅ ସହତ ସ୍କୁଟିରେ ଫେରିବା ବେଳେ ଯାଜପୁର ୫୩ ନମ୍ବର ଜାତୀୟ ରାଜପଥ ବରଡ଼ା ଛକ ନିକଟରେ ସାଇଡ ମରାକୁ କେନ୍ଦ୍ର କରି ଟ୍ରକ ଡ୍ରାଇଭର ଅମର ସ୍ବାଇଁଙ୍କ ସହ ପାଟିତୁଣ୍ଡ ହୋଇଥିଲା । ଏହାପରେ ଶ୍ରୀତିକା ଝିଅ ସହ ସ୍କୁଟି ଧରି ବାହାରି ଯାଇଥିଲେ । ହେଲେ ରାଗ ପଞ୍ଚମ ଅମର ହିତାହିତ ଜ୍ଞାନ ଭୁଲି ତାଙ୍କ ସ୍କୁଟି ଉପରେ ଟ୍ରକ ଚଢାଇ ଦେଇଥିଲେ । ଫଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା । ଜେନାପୁରପୁଲିସ ଅଭିଯୁକ୍ତ ଡ୍ରାଇଭରଙ୍କୁ ଗିରଫ କରିବା ସହ ଏକ ହତ୍ୟା ମାମଲା ରୁଜୁ କରିଛି ।

ଆହୁରି ପଢ଼ନ୍ତୁ: ପାଟନାରେ ଲଜ୍ଜା: ମାନେରରେ ଟ୍ୟୁସନ ଶିକ୍ଷକଙ୍କ ଦୁଷ୍କର୍ମ ଶିକାର ହେଲେ ନାବାଳିକା ଛାତ୍ରୀ, ଅଭିଯୁକ୍ତ ଫେରାର

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

04 Aug 2022 By The Sakala

ମାଆଝିଅଙ୍କ ମୃତ୍ୟୁ ଘଟଣା: ସାଇଡ ମରାକୁ କେନ୍ଦ୍ର କରି ମାଆଝିଅଙ୍କ ଉପରେ ଗାଡି ଚଢାଇ ଦେଲା ଟ୍ରକ ଡ୍ରାଇଭର

ଯାଜପୁର: ଯାଜପୁରରେ ଗତକାଲି ଦୁର୍ଘଟଣାରେ ମାଆଝିଅଙ୍କ ମୃତ୍ୟୁ ଘଟଣାରେ ବଡ଼ ଖୁଲାସା ହୋଇଛି । ଏହା ଦୁର୍ଘଟଣା ନୁହେଁ, ଯୋଜନାବଦ୍ଧ ଭାବେ ମାଆଝିଅଙ୍କୁ ଗାଡ଼ି ଚଢ଼ାଇ ହତ୍ୟା କରାଯାଇଛି । ଗାଡ଼ି ସାଇଡ ମରାକୁ କେନ୍ଦ୍ର କରି ପାଟିତୁଣ୍ଡ ଓ ଏହାପରେ ମାଆଝିଅଙ୍କ ଉପରେ ଗାଡ଼ି ଚଢାଇ ଦେଇଥିଲା ଅଭିଯୁକ୍ତ ।

ସୂଚନା ଅନୁଯାୟୀ, ସୁକିନ୍ଦା ଅଞ୍ଚଳର ଶ୍ରୀତିକା ଚକ୍ରବର୍ତ୍ତି ଝିଅ ସୋନାଲି ଚକ୍ରବର୍ତ୍ତିଙ୍କ ସହ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ କେନ୍ଦ୍ରପଡ଼ା ଯାଇଥିଲେ । ଝିଅ ସହତ ସ୍କୁଟିରେ ଫେରିବା ବେଳେ ଯାଜପୁର ୫୩ ନମ୍ବର ଜାତୀୟ ରାଜପଥ ବରଡ଼ା ଛକ ନିକଟରେ ସାଇଡ ମରାକୁ କେନ୍ଦ୍ର କରି ଟ୍ରକ ଡ୍ରାଇଭର ଅମର ସ୍ବାଇଁଙ୍କ ସହ ପାଟିତୁଣ୍ଡ ହୋଇଥିଲା । ଏହାପରେ ଶ୍ରୀତିକା ଝିଅ ସହ ସ୍କୁଟି ଧରି ବାହାରି ଯାଇଥିଲେ । ହେଲେ ରାଗ ପଞ୍ଚମ ଅମର ହିତାହିତ ଜ୍ଞାନ ଭୁଲି ତାଙ୍କ ସ୍କୁଟି ଉପରେ ଟ୍ରକ ଚଢାଇ ଦେଇଥିଲେ । ଫଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା । ଜେନାପୁରପୁଲିସ ଅଭିଯୁକ୍ତ ଡ୍ରାଇଭରଙ୍କୁ ଗିରଫ କରିବା ସହ ଏକ ହତ୍ୟା ମାମଲା ରୁଜୁ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର