ସାଇବର ଜାଲରେ ମହିଳା: ପାଟ ଶାଢ଼ୀ ଦେବାକୁ କହି ୩୩ ହଜାର ଟଙ୍କାର ଚୂନ ଲଗାଇଲେ ଅଦୃଶ୍ୟ ଠକ

The Sakala Picture
Published On

ଭୁବନେଶ୍ବର: ପାଟ ଶାଢ଼ୀ ଦେବାକୁ କହି ଫଶେଇ ଦେଲେ ଅଦୃଶ୍ୟ ଠକ। କେନ୍ଦୁଝର ଜିଲ୍ଲାରୁ ରହି ଅପରେଟ କରୁଥିଲେ ସାଇବର ଠକ।  ଜଣେ ମହିଳାଙ୍କୁ ପାଟ ଶାଢ଼ୀ ଦେବାକୁ କହି ୩୩ ହଜାର ଟଙ୍କା ନେଇଗଲେ ସାଇବର ଠକ। ଅନଲାଇନରେ ବିଜ୍ଞାପନ ପରେ ଶାଢ଼ୀ କିଣିବାକୁ ଯୋଗାଯୋଗ କରିଥିଲେ ମହିଳା । ଠକ ହ୍ଵାଟ୍ସଆପରେ ଶାଢୀ ଫଟୋ ପଠାଇ ମହିଳାଙ୍କ ବିଶ୍ୱାସ ଜନ୍ମାଇଥିଲେ । ପରେ କିସ୍ତି କିସ୍ତିରେ ନେଇ ଯାଇଥିଲେ ୩୩ ହଜାର ଟଙ୍କା । […]

ଭୁବନେଶ୍ବର: ପାଟ ଶାଢ଼ୀ ଦେବାକୁ କହି ଫଶେଇ ଦେଲେ ଅଦୃଶ୍ୟ ଠକ। କେନ୍ଦୁଝର ଜିଲ୍ଲାରୁ ରହି ଅପରେଟ କରୁଥିଲେ ସାଇବର ଠକ।  ଜଣେ ମହିଳାଙ୍କୁ ପାଟ ଶାଢ଼ୀ ଦେବାକୁ କହି ୩୩ ହଜାର ଟଙ୍କା ନେଇଗଲେ ସାଇବର ଠକ। ଅନଲାଇନରେ ବିଜ୍ଞାପନ ପରେ ଶାଢ଼ୀ କିଣିବାକୁ ଯୋଗାଯୋଗ କରିଥିଲେ ମହିଳା । ଠକ ହ୍ଵାଟ୍ସଆପରେ ଶାଢୀ ଫଟୋ ପଠାଇ ମହିଳାଙ୍କ ବିଶ୍ୱାସ ଜନ୍ମାଇଥିଲେ । ପରେ କିସ୍ତି କିସ୍ତିରେ ନେଇ ଯାଇଥିଲେ ୩୩ ହଜାର ଟଙ୍କା । ମହିଳା ଜଣକ ସାଇବର ଥାନାରେ ଅଭିଯୋଗ କରିବା ପରେ ତଦନ୍ତ ଆରମ୍ଭ କରିଛି ପୁଲିସ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

12 Aug 2022 By The Sakala

ସାଇବର ଜାଲରେ ମହିଳା: ପାଟ ଶାଢ଼ୀ ଦେବାକୁ କହି ୩୩ ହଜାର ଟଙ୍କାର ଚୂନ ଲଗାଇଲେ ଅଦୃଶ୍ୟ ଠକ

ଭୁବନେଶ୍ବର: ପାଟ ଶାଢ଼ୀ ଦେବାକୁ କହି ଫଶେଇ ଦେଲେ ଅଦୃଶ୍ୟ ଠକ। କେନ୍ଦୁଝର ଜିଲ୍ଲାରୁ ରହି ଅପରେଟ କରୁଥିଲେ ସାଇବର ଠକ।  ଜଣେ ମହିଳାଙ୍କୁ ପାଟ ଶାଢ଼ୀ ଦେବାକୁ କହି ୩୩ ହଜାର ଟଙ୍କା ନେଇଗଲେ ସାଇବର ଠକ। ଅନଲାଇନରେ ବିଜ୍ଞାପନ ପରେ ଶାଢ଼ୀ କିଣିବାକୁ ଯୋଗାଯୋଗ କରିଥିଲେ ମହିଳା । ଠକ ହ୍ଵାଟ୍ସଆପରେ ଶାଢୀ ଫଟୋ ପଠାଇ ମହିଳାଙ୍କ ବିଶ୍ୱାସ ଜନ୍ମାଇଥିଲେ । ପରେ କିସ୍ତି କିସ୍ତିରେ ନେଇ ଯାଇଥିଲେ ୩୩ ହଜାର ଟଙ୍କା । ମହିଳା ଜଣକ ସାଇବର ଥାନାରେ ଅଭିଯୋଗ କରିବା ପରେ ତଦନ୍ତ ଆରମ୍ଭ କରିଛି ପୁଲିସ।

https://www.thesakala.in/crime/cyber-fraud-cheated-33-thousand-rupees-by-asking-to-give-a-pata-saree/article-14076
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର