ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହେଲେ କୋଟିପତି କିରାଣୀ

The Sakala Picture
Published On

ଭୁବନେଶ୍ବର: ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି କୋଟିପତି କିରାଣୀ । କିରାଣୀଙ୍କ ଘରେ ରେଡ୍ ମାରିଥିଲା ଭିଜିଲାନ୍ସ। ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ଚଢାଉ ପରେ ଆଜି ଗିରଫ ହୋଇଛନ୍ତି କିରାଣୀ । ସୂଚନା ଅନୁଯାୟୀ, ଗତକାଲି ବରିଷ୍ଠ କିରଣୀ ଦିଲ୍ଲୀପ କୁମାର ଜେନାଙ୍କ ଘରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ମାରିଥିଲା ଭିଜିଲାନ୍ସ । ୩କୋଟିରୁ ଅଧିକ […]

ଭୁବନେଶ୍ବର: ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି କୋଟିପତି କିରାଣୀ । କିରାଣୀଙ୍କ ଘରେ ରେଡ୍ ମାରିଥିଲା ଭିଜିଲାନ୍ସ। ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ଚଢାଉ ପରେ ଆଜି ଗିରଫ ହୋଇଛନ୍ତି କିରାଣୀ ।

ଆହୁରି ପଢ଼ନ୍ତୁ: ଶାଢ଼ୀ ପାଇଁ ସ୍ୱାମୀକୁ ହତ୍ୟା କଲା ପତ୍ନୀ: ପ୍ରେସର କୁକର ଢାଙ୍କୁଣିରେ ପିଟିବା ପରେ ତଣ୍ଟି ଚିପି ନେଲା ଜୀବନ

ସୂଚନା ଅନୁଯାୟୀ, ଗତକାଲି ବରିଷ୍ଠ କିରଣୀ ଦିଲ୍ଲୀପ କୁମାର ଜେନାଙ୍କ ଘରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ମାରିଥିଲା ଭିଜିଲାନ୍ସ । ୩କୋଟିରୁ ଅଧିକ ସମ୍ପତି ଠାବ କରାଯାଇଥିଲା । ଘରୁ ସୁନା ଗହଣା ସହିତ ନଗଦ ଟଙ୍କା ଏବଂ ଜାଗମରା ମଲ୍ଲିକ କମ୍ପେ୍ଲକ୍ସରେ ଥିବା ୪ମହଲା କୋଠା, ଯାହାର ମୂଲ୍ୟ ୧କୋଟି ୮ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଇଛି । ସୁନା ଗହଣା ଏବଂ ଘର ସମେତ ଦାମୀ ଗାଡି ମଧ୍ୟ ଜବତ କରାଯାଇଥିଲା । ଏବେ କୋଟିପତି କିରାଣୀଙ୍କୁ ପୋଲିସ ଗିରଫ କରିଥିବା ବେଳେ ଆଉ କେତେ ସମ୍ପତି ଅଛି ସେ ନେଇ ତଦନ୍ତ ଜାରି ରହିଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ OAV ପ୍ରିନ୍ସପାଲ୍, SHG ମହିଳାଙ୍କ ବିଲ୍‌ କରିବା ପାଇଁ ନେଉଥିଲେ ୧୦ ହଜାର ଲାଞ୍ଚ

10 Apr 2021 By The Sakala

ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହେଲେ କୋଟିପତି କିରାଣୀ

ଭୁବନେଶ୍ବର: ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି କୋଟିପତି କିରାଣୀ । କିରାଣୀଙ୍କ ଘରେ ରେଡ୍ ମାରିଥିଲା ଭିଜିଲାନ୍ସ। ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ଚଢାଉ ପରେ ଆଜି ଗିରଫ ହୋଇଛନ୍ତି କିରାଣୀ ।

ସୂଚନା ଅନୁଯାୟୀ, ଗତକାଲି ବରିଷ୍ଠ କିରଣୀ ଦିଲ୍ଲୀପ କୁମାର ଜେନାଙ୍କ ଘରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ମାରିଥିଲା ଭିଜିଲାନ୍ସ । ୩କୋଟିରୁ ଅଧିକ ସମ୍ପତି ଠାବ କରାଯାଇଥିଲା । ଘରୁ ସୁନା ଗହଣା ସହିତ ନଗଦ ଟଙ୍କା ଏବଂ ଜାଗମରା ମଲ୍ଲିକ କମ୍ପେ୍ଲକ୍ସରେ ଥିବା ୪ମହଲା କୋଠା, ଯାହାର ମୂଲ୍ୟ ୧କୋଟି ୮ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଇଛି । ସୁନା ଗହଣା ଏବଂ ଘର ସମେତ ଦାମୀ ଗାଡି ମଧ୍ୟ ଜବତ କରାଯାଇଥିଲା । ଏବେ କୋଟିପତି କିରାଣୀଙ୍କୁ ପୋଲିସ ଗିରଫ କରିଥିବା ବେଳେ ଆଉ କେତେ ସମ୍ପତି ଅଛି ସେ ନେଇ ତଦନ୍ତ ଜାରି ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର