ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ‘ମୋ ଗୁହାଳ’ର ବିଲ୍ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ

The Sakala Picture
Published On

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଗଞ୍ଜାମ ଜିଲାର ବେଗୁନିଆପଡ଼ା ବ୍ଲକରେ କାର୍ଯ୍ଯରତ କନିଷ୍ଠ ଯନ୍ତ୍ରୀ ସୁଧାଂଶୁ ଶେଖର ମଲ୍ଲିକଙ୍କୁ  ବ୍ରହ୍ମପୁର ଭିଜିଲାନ୍ସ ଧରିଛି। ‘ମୋ ଗୁହାଳ’ର ବିଲ୍ କରାଇଦେବା ପାଇଁ ଜଣଙ୍କ ଠାରୁ ୭ ହାଜର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି। ସେ ଏହି ବ୍ଲକର ବୁରୁଝୁରୀ ପଞ୍ଚାୟତ ଦାୟିତ୍ବରେ ଥିଲେ। ଏହା ପରେ ଦୁଇଟି ଜାଗାରେ ଚଢାଉ ଚାଲିଛି। ଏ ନେଇ ବ୍ରହ୍ମପୁର ଭିଜିଲାନ୍ସରେ ଏକ ମାମଲା ରୁଜୁ କରାଯାଇ […]

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଗଞ୍ଜାମ ଜିଲାର ବେଗୁନିଆପଡ଼ା ବ୍ଲକରେ କାର୍ଯ୍ଯରତ କନିଷ୍ଠ ଯନ୍ତ୍ରୀ ସୁଧାଂଶୁ ଶେଖର ମଲ୍ଲିକଙ୍କୁ  ବ୍ରହ୍ମପୁର ଭିଜିଲାନ୍ସ ଧରିଛି। ‘ମୋ ଗୁହାଳ’ର ବିଲ୍ କରାଇଦେବା ପାଇଁ ଜଣଙ୍କ ଠାରୁ ୭ ହାଜର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି। ସେ ଏହି ବ୍ଲକର ବୁରୁଝୁରୀ ପଞ୍ଚାୟତ ଦାୟିତ୍ବରେ ଥିଲେ। ଏହା ପରେ ଦୁଇଟି ଜାଗାରେ ଚଢାଉ ଚାଲିଛି। ଏ ନେଇ ବ୍ରହ୍ମପୁର ଭିଜିଲାନ୍ସରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

02 Sep 2022 By The Sakala

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ‘ମୋ ଗୁହାଳ’ର ବିଲ୍ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଗଞ୍ଜାମ ଜିଲାର ବେଗୁନିଆପଡ଼ା ବ୍ଲକରେ କାର୍ଯ୍ଯରତ କନିଷ୍ଠ ଯନ୍ତ୍ରୀ ସୁଧାଂଶୁ ଶେଖର ମଲ୍ଲିକଙ୍କୁ  ବ୍ରହ୍ମପୁର ଭିଜିଲାନ୍ସ ଧରିଛି। ‘ମୋ ଗୁହାଳ’ର ବିଲ୍ କରାଇଦେବା ପାଇଁ ଜଣଙ୍କ ଠାରୁ ୭ ହାଜର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି। ସେ ଏହି ବ୍ଲକର ବୁରୁଝୁରୀ ପଞ୍ଚାୟତ ଦାୟିତ୍ବରେ ଥିଲେ। ଏହା ପରେ ଦୁଇଟି ଜାଗାରେ ଚଢାଉ ଚାଲିଛି। ଏ ନେଇ ବ୍ରହ୍ମପୁର ଭିଜିଲାନ୍ସରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର