ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ମାମଲା: ୨ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ ଦେଲେ ଜଗତସିଂହପୁର ସ୍ୱତନ୍ତ୍ର ପୋକ୍ସ କୋର୍ଟ

The Sakala Picture
Published On

ଜଗତସିଂହପୁର: ୨୦୧୪ କ୍ରିଷ୍ଣାନନ୍ଦପୁର ନାବାଳିକା ଗଣଦୁଷ୍କର୍ମ  ଓ ହତ୍ୟା ମାମଲାରେ ୨ ଜଣ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି ଜଗତସିଂହପୁର ସ୍ୱତନ୍ତ୍ର ପୋକ୍ସ କୋର୍ଟ । ଏହି ମାମଲାରେ ୪ ଜଣ ଅଭିଯୁକ୍ତ ଯଡ଼ିତ ଥିଲେ। ସେମାନଙ୍କ ମଧ୍ୟରେ ୨ ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡରେ ଦଣ୍ଡିତ କରାଯାଇଥିବା ବେଳେ ଅନ୍ୟ ୨ ଅଭିଯୁକ୍ତଙ୍କୁ ଅଦାଲତ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଫାଶୀ ଦଣ୍ଡାଦେଶ ଦିଆଯାଇଥିବା ୨ ଦୁଷ୍କର୍ମକାରୀ ହେଲେ ଶେଖ ଅସିଫ ଓ ଶେଖ […]

ଜଗତସିଂହପୁର: ୨୦୧୪ କ୍ରିଷ୍ଣାନନ୍ଦପୁର ନାବାଳିକା ଗଣଦୁଷ୍କର୍ମ  ଓ ହତ୍ୟା ମାମଲାରେ ୨ ଜଣ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି ଜଗତସିଂହପୁର ସ୍ୱତନ୍ତ୍ର ପୋକ୍ସ କୋର୍ଟ । ଏହି ମାମଲାରେ ୪ ଜଣ ଅଭିଯୁକ୍ତ ଯଡ଼ିତ ଥିଲେ। ସେମାନଙ୍କ ମଧ୍ୟରେ ୨ ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡରେ ଦଣ୍ଡିତ କରାଯାଇଥିବା ବେଳେ ଅନ୍ୟ ୨ ଅଭିଯୁକ୍ତଙ୍କୁ ଅଦାଲତ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଫାଶୀ ଦଣ୍ଡାଦେଶ ଦିଆଯାଇଥିବା ୨ ଦୁଷ୍କର୍ମକାରୀ ହେଲେ ଶେଖ ଅସିଫ ଓ ଶେଖ ଅକିଲ ।

ସୂଚନା ଅନୁଯାୟୀ, ତିର୍ତ୍ତୋଲ ଥାନା କ୍ରିଷ୍ଣାନନ୍ଦପୁର ଫାଣ୍ଡି ଅଞ୍ଚଳର ୨୦୧୪ ରେ ଅମାନବୀୟ ଘଟଣା ଘଟିଥିଲା। ଆଠ ବର୍ଷର ନାବାଳିକା ଚକୋଲେଟ ନେଇ ଘରକୁ ଫେରୁଥିବା ବେଳେ ଅଭିଯୁକ୍ତମାନେ ଦୁଷ୍କର୍ମ ପରେ ହତ୍ୟା କରିଥିଲେ। ଯାହାର ରାୟ ଆଜି ପ୍ରକାଶ ପାଇଛି। ଅଭିଯୁକ୍ତ ୨ ଜଣଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି ଜଗତସିଂହପୁର ସ୍ୱତନ୍ତ୍ର ପୋକ୍ସ କୋର୍ଟ ।

29 Nov 2022 By The Sakala

ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ମାମଲା: ୨ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ ଦେଲେ ଜଗତସିଂହପୁର ସ୍ୱତନ୍ତ୍ର ପୋକ୍ସ କୋର୍ଟ

ଜଗତସିଂହପୁର: ୨୦୧୪ କ୍ରିଷ୍ଣାନନ୍ଦପୁର ନାବାଳିକା ଗଣଦୁଷ୍କର୍ମ  ଓ ହତ୍ୟା ମାମଲାରେ ୨ ଜଣ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି ଜଗତସିଂହପୁର ସ୍ୱତନ୍ତ୍ର ପୋକ୍ସ କୋର୍ଟ । ଏହି ମାମଲାରେ ୪ ଜଣ ଅଭିଯୁକ୍ତ ଯଡ଼ିତ ଥିଲେ। ସେମାନଙ୍କ ମଧ୍ୟରେ ୨ ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡରେ ଦଣ୍ଡିତ କରାଯାଇଥିବା ବେଳେ ଅନ୍ୟ ୨ ଅଭିଯୁକ୍ତଙ୍କୁ ଅଦାଲତ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଫାଶୀ ଦଣ୍ଡାଦେଶ ଦିଆଯାଇଥିବା ୨ ଦୁଷ୍କର୍ମକାରୀ ହେଲେ ଶେଖ ଅସିଫ ଓ ଶେଖ ଅକିଲ ।

ସୂଚନା ଅନୁଯାୟୀ, ତିର୍ତ୍ତୋଲ ଥାନା କ୍ରିଷ୍ଣାନନ୍ଦପୁର ଫାଣ୍ଡି ଅଞ୍ଚଳର ୨୦୧୪ ରେ ଅମାନବୀୟ ଘଟଣା ଘଟିଥିଲା। ଆଠ ବର୍ଷର ନାବାଳିକା ଚକୋଲେଟ ନେଇ ଘରକୁ ଫେରୁଥିବା ବେଳେ ଅଭିଯୁକ୍ତମାନେ ଦୁଷ୍କର୍ମ ପରେ ହତ୍ୟା କରିଥିଲେ। ଯାହାର ରାୟ ଆଜି ପ୍ରକାଶ ପାଇଛି। ଅଭିଯୁକ୍ତ ୨ ଜଣଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି ଜଗତସିଂହପୁର ସ୍ୱତନ୍ତ୍ର ପୋକ୍ସ କୋର୍ଟ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର