ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଛି ପୁଲିସ ଏଏସଆଇ: SDPO

The Sakala Picture
Published On

ଭୁବନେଶ୍ବର: ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ଘଟଣା। ତେବେ ଏହି ଗୁଳିମାଡ ପୁଲିସ କରିଛି। ତେବେ କାହିଁକି ପୁଲିସ ଜଣଙ୍କ ଏମିତି କାଣ୍ଡ ଭିଆଇଲେ ସେ ନେଇ ତଥ୍ୟ ମିଳିପାରି ନାହିଁ। ଏନେଇ ବ୍ରଜରାଜନଗର ଏସଡିପିଓ କହିଛନ୍ତି ଯେ, ଗାନ୍ଧୀଛକ ଫାଣ୍ଡିରେ ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି। ଅଭିଯୁକ୍ତଙ୍କୁ କାବୁ କରାଯାଇଛି। ସୂଚନା ଅନୁଯାୟୀ, ନବ ଦାସ ସାଧାରଣ ସଭାରେ ଯୋଗଦେବାକୁ ଯାଇଥିବା ବେଳେ ଦୁର୍ବୃତ୍ତ ଗୁଳିମାଡ […]

ଭୁବନେଶ୍ବର: ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ଘଟଣା। ତେବେ ଏହି ଗୁଳିମାଡ ପୁଲିସ କରିଛି। ତେବେ କାହିଁକି ପୁଲିସ ଜଣଙ୍କ ଏମିତି କାଣ୍ଡ ଭିଆଇଲେ ସେ ନେଇ ତଥ୍ୟ ମିଳିପାରି ନାହିଁ। ଏନେଇ ବ୍ରଜରାଜନଗର ଏସଡିପିଓ କହିଛନ୍ତି ଯେ, ଗାନ୍ଧୀଛକ ଫାଣ୍ଡିରେ ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି। ଅଭିଯୁକ୍ତଙ୍କୁ କାବୁ କରାଯାଇଛି।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

ସୂଚନା ଅନୁଯାୟୀ, ନବ ଦାସ ସାଧାରଣ ସଭାରେ ଯୋଗଦେବାକୁ ଯାଇଥିବା ବେଳେ ଦୁର୍ବୃତ୍ତ ଗୁଳିମାଡ କରିଥିଲେ । ବ୍ରଜରାଜନଗର ଗାନ୍ଧି ଛକରେ ଏହି ଗୁଳିମାଡ ହୋଇଥିଲା । ପ୍ରାଥମିକ ଖବରରୁ ୩ ଜଣ ଦୁର୍ବୃତ୍ତ ଅତର୍କିକ ଗୁଳିମାଡ କରିଥିବା ସୂଚନା ମିଳିଥିଲା। ତାଙ୍କ ଉପରକୁ ୫ ରାଉଣ୍ଡ ଗୁଳିମାଡ କରାଯାଇଥିବା ଜଣାପଡିଥିଲା। ଗୁଳିମାଡ ପରେ ସେ ଅଚେତ ହୋଇପଡିଥିଲେ। ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଅବସ୍ଥା ଗୁରୁତର ରହିଛି।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

29 Jan 2023 By The Sakala

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଛି ପୁଲିସ ଏଏସଆଇ: SDPO

ଭୁବନେଶ୍ବର: ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ଘଟଣା। ତେବେ ଏହି ଗୁଳିମାଡ ପୁଲିସ କରିଛି। ତେବେ କାହିଁକି ପୁଲିସ ଜଣଙ୍କ ଏମିତି କାଣ୍ଡ ଭିଆଇଲେ ସେ ନେଇ ତଥ୍ୟ ମିଳିପାରି ନାହିଁ। ଏନେଇ ବ୍ରଜରାଜନଗର ଏସଡିପିଓ କହିଛନ୍ତି ଯେ, ଗାନ୍ଧୀଛକ ଫାଣ୍ଡିରେ ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି। ଅଭିଯୁକ୍ତଙ୍କୁ କାବୁ କରାଯାଇଛି।

ସୂଚନା ଅନୁଯାୟୀ, ନବ ଦାସ ସାଧାରଣ ସଭାରେ ଯୋଗଦେବାକୁ ଯାଇଥିବା ବେଳେ ଦୁର୍ବୃତ୍ତ ଗୁଳିମାଡ କରିଥିଲେ । ବ୍ରଜରାଜନଗର ଗାନ୍ଧି ଛକରେ ଏହି ଗୁଳିମାଡ ହୋଇଥିଲା । ପ୍ରାଥମିକ ଖବରରୁ ୩ ଜଣ ଦୁର୍ବୃତ୍ତ ଅତର୍କିକ ଗୁଳିମାଡ କରିଥିବା ସୂଚନା ମିଳିଥିଲା। ତାଙ୍କ ଉପରକୁ ୫ ରାଉଣ୍ଡ ଗୁଳିମାଡ କରାଯାଇଥିବା ଜଣାପଡିଥିଲା। ଗୁଳିମାଡ ପରେ ସେ ଅଚେତ ହୋଇପଡିଥିଲେ। ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଅବସ୍ଥା ଗୁରୁତର ରହିଛି।

https://www.thesakala.in/crime/health-minister-naba-das-shot-by-police-asi-sdpo-said/article-18508
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର