ଝାରପଡା ଗୁଳିମାଡ଼ ଘଟଣା, ମୁଖ୍ୟ ଅଭିଯୁକ୍ତ ବିଜେପି ନେତା ପ୍ରଭାତ ମାର୍ଥା ଗିରଫ

The Sakala Picture
Published On

ଭୁବନେଶ୍ବର: ଝାରପଡା କର୍ପୋରେଟର ଭାଇଙ୍କୁ ଗୁଳିମାଡ଼ ଘଟଣାରେ ପୁଲିସ ମୁଖ୍ୟ ଅଭିଯୁକ୍ତ ବିଜେପି ନେତା ପ୍ରଭାତ ମାର୍ଥାକୁ ଗିରିଫ କରିଛି। ପ୍ରଭାତକୁ ପଚରାଉଚାରା କରୁଛି ଲଷ୍ମୀସାଗର ଥାନା ପୁଲିସ । ଗତ ବୁଧବାର ରାତିରେ ଗାଡି ସାଇଡ ମରାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥିଲା ।  ଏହି ଘଟଣାରେ ପୂର୍ବରୁ ଦୁଇଜଣଙ୍କୁ ଗିରଫ କରିଥିଲା ପୁଲିସ । ସେମାନଙ୍କ ଠାରୁ ଦୁଇଟି ବନ୍ଧୁକ, ଗୁଳି ଜବତ କରାଯାଇଛି । ଜବତ ବନ୍ଧୁକକୁ ଫୋରେନସିକ ଲ୍ୟାବକୁ ପଠାଯାଇଛି । […]

ଭୁବନେଶ୍ବର: ଝାରପଡା କର୍ପୋରେଟର ଭାଇଙ୍କୁ ଗୁଳିମାଡ଼ ଘଟଣାରେ ପୁଲିସ ମୁଖ୍ୟ ଅଭିଯୁକ୍ତ ବିଜେପି ନେତା ପ୍ରଭାତ ମାର୍ଥାକୁ ଗିରିଫ କରିଛି। ପ୍ରଭାତକୁ ପଚରାଉଚାରା କରୁଛି ଲଷ୍ମୀସାଗର ଥାନା ପୁଲିସ । ଗତ ବୁଧବାର ରାତିରେ ଗାଡି ସାଇଡ ମରାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥିଲା ।  ଏହି ଘଟଣାରେ ପୂର୍ବରୁ ଦୁଇଜଣଙ୍କୁ ଗିରଫ କରିଥିଲା ପୁଲିସ । ସେମାନଙ୍କ ଠାରୁ ଦୁଇଟି ବନ୍ଧୁକ, ଗୁଳି ଜବତ କରାଯାଇଛି । ଜବତ ବନ୍ଧୁକକୁ ଫୋରେନସିକ ଲ୍ୟାବକୁ ପଠାଯାଇଛି । ଉଭୟ ପକ୍ଷର ବୟାନ ରେକର୍ଡ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ଶାଢ଼ୀ ପାଇଁ ସ୍ୱାମୀକୁ ହତ୍ୟା କଲା ପତ୍ନୀ: ପ୍ରେସର କୁକର ଢାଙ୍କୁଣିରେ ପିଟିବା ପରେ ତଣ୍ଟି ଚିପି ନେଲା ଜୀବନ

01 Jul 2023 By The Sakala

ଝାରପଡା ଗୁଳିମାଡ଼ ଘଟଣା, ମୁଖ୍ୟ ଅଭିଯୁକ୍ତ ବିଜେପି ନେତା ପ୍ରଭାତ ମାର୍ଥା ଗିରଫ

ଭୁବନେଶ୍ବର: ଝାରପଡା କର୍ପୋରେଟର ଭାଇଙ୍କୁ ଗୁଳିମାଡ଼ ଘଟଣାରେ ପୁଲିସ ମୁଖ୍ୟ ଅଭିଯୁକ୍ତ ବିଜେପି ନେତା ପ୍ରଭାତ ମାର୍ଥାକୁ ଗିରିଫ କରିଛି। ପ୍ରଭାତକୁ ପଚରାଉଚାରା କରୁଛି ଲଷ୍ମୀସାଗର ଥାନା ପୁଲିସ । ଗତ ବୁଧବାର ରାତିରେ ଗାଡି ସାଇଡ ମରାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥିଲା ।  ଏହି ଘଟଣାରେ ପୂର୍ବରୁ ଦୁଇଜଣଙ୍କୁ ଗିରଫ କରିଥିଲା ପୁଲିସ । ସେମାନଙ୍କ ଠାରୁ ଦୁଇଟି ବନ୍ଧୁକ, ଗୁଳି ଜବତ କରାଯାଇଛି । ଜବତ ବନ୍ଧୁକକୁ ଫୋରେନସିକ ଲ୍ୟାବକୁ ପଠାଯାଇଛି । ଉଭୟ ପକ୍ଷର ବୟାନ ରେକର୍ଡ କରାଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର