ରାଜଧାନୀରେ ବୁଲିଲା ଖଣ୍ଡା, ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ

The Sakala Picture
Published On

ଭୁବନେଶ୍ବର: ରାଜଧାନୀରେ ଦିନ ଦ୍ବିପ୍ରହରେେ ବୁଲିଲା ଖଣ୍ଡା । ମାଷ୍ଟରକ୍ୟାଣ୍ଟିନ ଛକରେ ୪ ଜଣ ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଖଣ୍ଡାରେ ଗୋଡାଇ ଗୋଡାଇ ଆକ୍ରମଣ କରିଛନ୍ତି। ଉକ୍ତ ଯୁବକଙ୍କୁ ଖଣ୍ଡା ଓ କଟୁରିରେ ଆକ୍ରମଣ କରି ଲହୁଲୁହାଣ କରିଛନ୍ତି ଦୁର୍ବୃତ୍ତ। ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତ ଯୁବକଙ୍କ ନାଁ ମନୋଜ ଗୌଡ଼ ହୋଇଥିବା ବେଳେ ତାଙ୍କ ଘର ଭଞ୍ଜନଗର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ କମିଶନରେଟ ପୁଲିସ ପହଞ୍ଚି ଛାନଭିନ […]

ଭୁବନେଶ୍ବର: ରାଜଧାନୀରେ ଦିନ ଦ୍ବିପ୍ରହରେେ ବୁଲିଲା ଖଣ୍ଡା । ମାଷ୍ଟରକ୍ୟାଣ୍ଟିନ ଛକରେ ୪ ଜଣ ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଖଣ୍ଡାରେ ଗୋଡାଇ ଗୋଡାଇ ଆକ୍ରମଣ କରିଛନ୍ତି। ଉକ୍ତ ଯୁବକଙ୍କୁ ଖଣ୍ଡା ଓ କଟୁରିରେ ଆକ୍ରମଣ କରି ଲହୁଲୁହାଣ କରିଛନ୍ତି ଦୁର୍ବୃତ୍ତ। ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତ ଯୁବକଙ୍କ ନାଁ ମନୋଜ ଗୌଡ଼ ହୋଇଥିବା ବେଳେ ତାଙ୍କ ଘର ଭଞ୍ଜନଗର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ କମିଶନରେଟ ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି।

12 Aug 2023 By The Sakala

ରାଜଧାନୀରେ ବୁଲିଲା ଖଣ୍ଡା, ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ବର: ରାଜଧାନୀରେ ଦିନ ଦ୍ବିପ୍ରହରେେ ବୁଲିଲା ଖଣ୍ଡା । ମାଷ୍ଟରକ୍ୟାଣ୍ଟିନ ଛକରେ ୪ ଜଣ ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଖଣ୍ଡାରେ ଗୋଡାଇ ଗୋଡାଇ ଆକ୍ରମଣ କରିଛନ୍ତି। ଉକ୍ତ ଯୁବକଙ୍କୁ ଖଣ୍ଡା ଓ କଟୁରିରେ ଆକ୍ରମଣ କରି ଲହୁଲୁହାଣ କରିଛନ୍ତି ଦୁର୍ବୃତ୍ତ। ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତ ଯୁବକଙ୍କ ନାଁ ମନୋଜ ଗୌଡ଼ ହୋଇଥିବା ବେଳେ ତାଙ୍କ ଘର ଭଞ୍ଜନଗର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ କମିଶନରେଟ ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର