ଓଟିପି ସେୟାରିଂ ମାମଲା: STF ହାତରେ ଲାଗିଲା ସାଙ୍ଘାତିକ ତଥ୍ୟ, ଭାରତରୁ ଗୁପ୍ତ ତଥ୍ୟ ପାଇବା ପାଇଁ କୋଟିକୋଟି ଟଙ୍କା ଖର୍ଚ୍ଚ କରିଥିଲା ପାକିସ୍ତାନ
ଭୁବନେଶ୍ବର: ଓଟିପି ସେୟାରିଂ ମାମଲାରେ STF ହାତରେ ଲାଗିଛି ସାଙ୍ଘାତିକ ତଥ୍ୟ । ଦେଶଦ୍ରୋହ, ମନି ଟ୍ରାଞ୍ଜାକ୍ସନ, ସନ୍ଦିଗ୍ଧ ମହିଳାଙ୍କ ସମ୍ପର୍କରେ ମିଳିଛି ସୁରାକ । ଭାରତରୁ ଗୁପ୍ତ ତଥ୍ୟ ପାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିଥିଲା ପାକିସ୍ତାନ । ରିମାଣ୍ଡ ବେଳେ ତଦନ୍ତକାରୀ ସଂସ୍ଥା ଆଗରେ ସତ କହିଛି ଅଭିଯୁକ୍ତ । ପାକିସ୍ତାନ ଏଜେଣ୍ଟଙ୍କ ଠାରୁ ଗୁପ୍ତ ସୂଚନା ଦେବାକୁ ଅଭିଯୁକ୍ତ ଆଣିଥିଲା ୮୫ ଲକ୍ଷ । ଅଭିଯୁକ୍ତ ଇକବାଲ ହୁସେନ ଆକାଉଣ୍ଟକୁ ପାକିସ୍ତାନରୁ […]
ଭୁବନେଶ୍ବର: ଓଟିପି ସେୟାରିଂ ମାମଲାରେ STF ହାତରେ ଲାଗିଛି ସାଙ୍ଘାତିକ ତଥ୍ୟ । ଦେଶଦ୍ରୋହ, ମନି ଟ୍ରାଞ୍ଜାକ୍ସନ, ସନ୍ଦିଗ୍ଧ ମହିଳାଙ୍କ ସମ୍ପର୍କରେ ମିଳିଛି ସୁରାକ । ଭାରତରୁ ଗୁପ୍ତ ତଥ୍ୟ ପାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିଥିଲା ପାକିସ୍ତାନ । ରିମାଣ୍ଡ ବେଳେ ତଦନ୍ତକାରୀ ସଂସ୍ଥା ଆଗରେ ସତ କହିଛି ଅଭିଯୁକ୍ତ ।
ପାକିସ୍ତାନ ଏଜେଣ୍ଟଙ୍କ ଠାରୁ ଗୁପ୍ତ ସୂଚନା ଦେବାକୁ ଅଭିଯୁକ୍ତ ଆଣିଥିଲା ୮୫ ଲକ୍ଷ । ଅଭିଯୁକ୍ତ ଇକବାଲ ହୁସେନ ଆକାଉଣ୍ଟକୁ ପାକିସ୍ତାନରୁ ଆସିଥିଲା ଏହି ଟଙ୍କା । STF ହାତରେ ଲାଗିଛି ଅଭିଯୁକ୍ତର ସିଡ଼ିଆର ରିପୋର୍ଟ । ଦିନକୁ ୧୦ ଥରରୁ ଉର୍ଦ୍ଧ ପାକିସ୍ତାନକୁ କଲ କରୁଥିଲା ଅଭିଯୁକ୍ତ । ଏହି କଲ ପାଇଁ ନୀତିଦିନ ଫୋନ ଓ ସିମ ବଦଳାଉଥିଲା । ଇକବାଲ ହୁସେନ ଘର ଆସମରେ ହୋଇଥିବା ବେଳେ ସେ ବେଙ୍ଗାଳୁରୁରେ ରହୁଥିଲା । ପାକିସ୍ତାନ ଇଣ୍ଟେଲିଜେନ୍ସ ଆର୍ମି ଅଫିସର ଅବଦୁଲ ହମିଦ ଖୁରମ ସହ ଲିଙ୍କ ନେଇ ସନ୍ଦେହ । ଗିରଫ ଭୟରେ ପ୍ରତେକ ଦିନ ସିମ ଓ ମୋବାଇଲ ବଦଳାଉଥିଲା ଅଭିଯୁକ୍ତ । ପଠାଣି ଓ ଅଭିଜିତ ସଂଜୟକୁ ଗିରଫ ପରେ ଅନ୍ୟତ୍ର ଫେରାର ହୋଇଯାଇଥିଲା ଇକବାଲ ।