ଗିରଫ ହେଲେ ଓବିସିସିର କଟକ ସର୍କଲ ଅତିରିକ୍ତ ଯନ୍ତ୍ରୀ: ଠାବ ହୋଇଛି ୪୨ଟି ପ୍ଲଟ, ୨ ବହୁତଳ କୋଠା ଓ ୨ଟି ଫ୍ଲାଟ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ ବା ଓବିସିସିର କଟକ ସର୍କଲ ଅତିରିକ୍ତ ମୁଖ୍ଯଯନ୍ତ୍ରୀ ପ୍ରଦୀପ ରଥ ଗିରଫ। ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ । ଯାଞ୍ଚ ବେଳେ ବିପୁଳ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ । ୪୨ ପ୍ଲଟ ଓ ଫ୍ଲାଟର ମାଲିକ ହେଉଛନ୍ତି ପ୍ରଦୀପ ରଥ । ତାଙ୍କ ପ୍ଲଟର ଆନୁମାନିକ ମୂଲ୍ଯ ୧ କୋଟିରୁ  ୬୨ ଲକ୍ଷ ଟଙ୍କା ହେବ । ଭୁବନେଶ୍ବରରେ ରହିଛି ଦୁଇଟି ଦାମୀ ପ୍ଲଟ । […]

ଭୁବନେଶ୍ବର: ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ ବା ଓବିସିସିର କଟକ ସର୍କଲ ଅତିରିକ୍ତ ମୁଖ୍ଯଯନ୍ତ୍ରୀ ପ୍ରଦୀପ ରଥ ଗିରଫ। ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ । ଯାଞ୍ଚ ବେଳେ ବିପୁଳ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ । ୪୨ ପ୍ଲଟ ଓ ଫ୍ଲାଟର ମାଲିକ ହେଉଛନ୍ତି ପ୍ରଦୀପ ରଥ । ତାଙ୍କ ପ୍ଲଟର ଆନୁମାନିକ ମୂଲ୍ଯ ୧ କୋଟିରୁ  ୬୨ ଲକ୍ଷ ଟଙ୍କା ହେବ । ଭୁବନେଶ୍ବରରେ ରହିଛି ଦୁଇଟି ଦାମୀ ପ୍ଲଟ । ପ୍ରଦୀପଙ୍କର ଗୋଟିଏ ମେଡିସିନ ଦୋକାନ , ଗୋଟିଏ କ୍ରସର ୟୁନିଟ ରହିଛି । ଏହାସହିତ  ୮୮ ଲକ୍ଷ ଟଙ୍କାର ସ୍ଥାୟୀ ଜମା ଠାବ କରାଯାଇଛି । ଗୋଟିଏ କାର, ୨ଟି ଜେସିବି, ଗୋଟିଏ ଏସ୍କାଭେଟର ମଧ୍ଯ ଠାବ କରିଛି ଭିଜିଲାନ୍ସ ।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାସାଙ୍ଗେ ୧୨ ସ୍ଥାନରେ କରାଯାଇଛି ଚଡାଉ କରାଯାଇଥିଲା। ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶ କ୍ରମେ ପ୍ରଦୀପଙ୍କ ରସୁଲଗଡ଼ ସ୍ଥିତ ସତ୍ୟବିହାର ଘର, ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଜଗନ୍ନାଥପୁରରେ ଥିବା ଆପର୍ଟମେଣ୍ଟ, କଟକ ବାରବାଟୀ ଷ୍ଟାଡିୟମ ନିକଟରେ ଥିବା କାର୍ଯ୍ୟାଳୟ, ଆଗରପଡା ସ୍ଥିତପୈତୃକ ଘର, ଭଦ୍ରକ ରହଣ୍ଡିଆ ଶାସନ ସ୍ଥିତ ଘର, ଯାଜପୁରରେ ନିର୍ମାଣାଧୀନ ଘର, ଖୋର୍ଦ୍ଧାରେ ଥିବା ଘର, କଟକରେ ବିଭିନ୍ନ ସ୍ଥାନ, ଯାଜପୁର ସ୍ଥିତ ସମ୍ପର୍କୀୟଙ୍କ ଘର, ଶାସ୍ତ୍ରୀ ନଗର ସ୍ଥିତ ଅନ୍ୟ ସମ୍ପର୍କୀୟଙ୍କ ଘର, ନୟାପଲ୍ଲୀ ଇନ୍ଦ୍ରଧନୁ ମାର୍କେଟରେ ଥିବା ପୈତୃକ ଘରେ ଏକକାଳୀନ ରେଡ଼ କରିଥିଲା ଭିଜିଲାନ୍ସ ।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ 'ରୁଷିଆନ୍ ଗ୍ରାଣ୍ଡ୍ ସ୍ୟାଣ୍ଡ ମାଷ୍ଟର କପ୍-୨୦୨୬'

06 Aug 2024 By The Sakala

ଗିରଫ ହେଲେ ଓବିସିସିର କଟକ ସର୍କଲ ଅତିରିକ୍ତ ଯନ୍ତ୍ରୀ: ଠାବ ହୋଇଛି ୪୨ଟି ପ୍ଲଟ, ୨ ବହୁତଳ କୋଠା ଓ ୨ଟି ଫ୍ଲାଟ

ଭୁବନେଶ୍ବର: ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ ବା ଓବିସିସିର କଟକ ସର୍କଲ ଅତିରିକ୍ତ ମୁଖ୍ଯଯନ୍ତ୍ରୀ ପ୍ରଦୀପ ରଥ ଗିରଫ। ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ । ଯାଞ୍ଚ ବେଳେ ବିପୁଳ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ । ୪୨ ପ୍ଲଟ ଓ ଫ୍ଲାଟର ମାଲିକ ହେଉଛନ୍ତି ପ୍ରଦୀପ ରଥ । ତାଙ୍କ ପ୍ଲଟର ଆନୁମାନିକ ମୂଲ୍ଯ ୧ କୋଟିରୁ  ୬୨ ଲକ୍ଷ ଟଙ୍କା ହେବ । ଭୁବନେଶ୍ବରରେ ରହିଛି ଦୁଇଟି ଦାମୀ ପ୍ଲଟ । ପ୍ରଦୀପଙ୍କର ଗୋଟିଏ ମେଡିସିନ ଦୋକାନ , ଗୋଟିଏ କ୍ରସର ୟୁନିଟ ରହିଛି । ଏହାସହିତ  ୮୮ ଲକ୍ଷ ଟଙ୍କାର ସ୍ଥାୟୀ ଜମା ଠାବ କରାଯାଇଛି । ଗୋଟିଏ କାର, ୨ଟି ଜେସିବି, ଗୋଟିଏ ଏସ୍କାଭେଟର ମଧ୍ଯ ଠାବ କରିଛି ଭିଜିଲାନ୍ସ ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାସାଙ୍ଗେ ୧୨ ସ୍ଥାନରେ କରାଯାଇଛି ଚଡାଉ କରାଯାଇଥିଲା। ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶ କ୍ରମେ ପ୍ରଦୀପଙ୍କ ରସୁଲଗଡ଼ ସ୍ଥିତ ସତ୍ୟବିହାର ଘର, ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଜଗନ୍ନାଥପୁରରେ ଥିବା ଆପର୍ଟମେଣ୍ଟ, କଟକ ବାରବାଟୀ ଷ୍ଟାଡିୟମ ନିକଟରେ ଥିବା କାର୍ଯ୍ୟାଳୟ, ଆଗରପଡା ସ୍ଥିତପୈତୃକ ଘର, ଭଦ୍ରକ ରହଣ୍ଡିଆ ଶାସନ ସ୍ଥିତ ଘର, ଯାଜପୁରରେ ନିର୍ମାଣାଧୀନ ଘର, ଖୋର୍ଦ୍ଧାରେ ଥିବା ଘର, କଟକରେ ବିଭିନ୍ନ ସ୍ଥାନ, ଯାଜପୁର ସ୍ଥିତ ସମ୍ପର୍କୀୟଙ୍କ ଘର, ଶାସ୍ତ୍ରୀ ନଗର ସ୍ଥିତ ଅନ୍ୟ ସମ୍ପର୍କୀୟଙ୍କ ଘର, ନୟାପଲ୍ଲୀ ଇନ୍ଦ୍ରଧନୁ ମାର୍କେଟରେ ଥିବା ପୈତୃକ ଘରେ ଏକକାଳୀନ ରେଡ଼ କରିଥିଲା ଭିଜିଲାନ୍ସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର