ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଭିଜିଲାନ୍ସ ଜାଲରେ ସ୍ବାମୀ-ସ୍ତ୍ରୀ, PMAY ହିତାଧିକାରୀଙ୍କ ଠାରୁ ନେଉଥିଲେ ଲାଞ୍ଚ…

The Sakala Picture
Published On

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ)  ଓ ତାଙ୍କ ସ୍ବାମୀ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY)ର ଜଣେ ହିତାଧିକାରୀଙ୍କ ଠାରୁ ଲାଞ୍ଚ ମାଗି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବରଗଡ଼ ଜିଲ୍ଲା ପଦ୍ମପୁରର ଜ୍ଞାନ ପଞ୍ଚାୟତର ପିଇଓ ନୁପୂର ସେଠୀ ଓ ତାଙ୍କ ସ୍ବାମୀ ପ୍ରକାଶ ବିଶ୍ବାଳ। ଉକ୍ତ ହିତଧିକାରୀଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସେ ୧୦ ହଜାର ଟଙ୍କା ଦେବାକୁ ରାଜି ହୋଇ ନ ଥିଲେ। ପରେ ତାଙ୍କୁ ୫ ହଜାର […]

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ)  ଓ ତାଙ୍କ ସ୍ବାମୀ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY)ର ଜଣେ ହିତାଧିକାରୀଙ୍କ ଠାରୁ ଲାଞ୍ଚ ମାଗି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବରଗଡ଼ ଜିଲ୍ଲା ପଦ୍ମପୁରର ଜ୍ଞାନ ପଞ୍ଚାୟତର ପିଇଓ ନୁପୂର ସେଠୀ ଓ ତାଙ୍କ ସ୍ବାମୀ ପ୍ରକାଶ ବିଶ୍ବାଳ। ଉକ୍ତ ହିତଧିକାରୀଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସେ ୧୦ ହଜାର ଟଙ୍କା ଦେବାକୁ ରାଜି ହୋଇ ନ ଥିଲେ। ପରେ ତାଙ୍କୁ ୫ ହଜାର ଟଙ୍କା ଦେବା ପାଇଁ କହିଥିଲେ। ଉକ୍ତ ହିତାଧିକାରୀ ଜଣଙ୍କ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଆଜି ପିଇଓ ଏବଂ ତାଙ୍କ ସ୍ବାମୀ  ୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ି ବସିଥିଲା ଭିଜିଲାନ୍ସ। ଲାଞ୍ଚ ଟଙ୍କାକୁ ଜବତ କରିଛି ଭିଜାଲାନ୍ସ।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

25 Mar 2025 By The Sakala

ଭିଜିଲାନ୍ସ ଜାଲରେ ସ୍ବାମୀ-ସ୍ତ୍ରୀ, PMAY ହିତାଧିକାରୀଙ୍କ ଠାରୁ ନେଉଥିଲେ ଲାଞ୍ଚ…

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ)  ଓ ତାଙ୍କ ସ୍ବାମୀ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY)ର ଜଣେ ହିତାଧିକାରୀଙ୍କ ଠାରୁ ଲାଞ୍ଚ ମାଗି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବରଗଡ଼ ଜିଲ୍ଲା ପଦ୍ମପୁରର ଜ୍ଞାନ ପଞ୍ଚାୟତର ପିଇଓ ନୁପୂର ସେଠୀ ଓ ତାଙ୍କ ସ୍ବାମୀ ପ୍ରକାଶ ବିଶ୍ବାଳ। ଉକ୍ତ ହିତଧିକାରୀଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସେ ୧୦ ହଜାର ଟଙ୍କା ଦେବାକୁ ରାଜି ହୋଇ ନ ଥିଲେ। ପରେ ତାଙ୍କୁ ୫ ହଜାର ଟଙ୍କା ଦେବା ପାଇଁ କହିଥିଲେ। ଉକ୍ତ ହିତାଧିକାରୀ ଜଣଙ୍କ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଆଜି ପିଇଓ ଏବଂ ତାଙ୍କ ସ୍ବାମୀ  ୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ି ବସିଥିଲା ଭିଜିଲାନ୍ସ। ଲାଞ୍ଚ ଟଙ୍କାକୁ ଜବତ କରିଛି ଭିଜାଲାନ୍ସ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର