ନିଟ୍ ପରୀକ୍ଷା ପୂର୍ବରୁ ୪ ଦଲାଲ ଗିରଫ, ମେଡ଼ିକାଲ କଲେଜରେ ଆଡ଼ମିଶନ କରାଇଦେବାକୁ କହି ଠକୁଥିବା ଅଭିଯୋଗ

The Sakala Picture
Published On

ଭୁବନେଶ୍ୱର: ସ୍ପେଶାଲ କ୍ରାଇମ ୟୁନିଟ ପଞ୍ଝାରେ ମେଡିକାଲ ସିଟ ବିକ୍ରି କରୁଥିବା ଦଲାଲ ଗ୍ୟାଙ୍ଗ।  ମେଡିକାଲ କଲେଜରେ ଆଡମିସନ କରାଇଦେବାକୁ କହି ଠକେଇ କରିଥିବା ଅଭିଯୋଗରେ ସ୍ପେଶାଲ କ୍ରାଇମ୍ ୟୁନିଟ ଦ୍ୱାରା ୪ ଆନ୍ତ ରାଜ୍ୟ ଠକ ଗିରଫ ହୋଇଥିବା ଜଣାଯାଇଛି। ନିଟ୍ ପରୀକ୍ଷା ପୂର୍ବରୁ ଚାରି ଜଣଙ୍କୁ ଗିରଫ କରିଛି ସ୍ପେଶାଲ୍ କ୍ରାଇମ୍ ୟୁନିଟ। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୁଲିସ କମିସନର ଏସ ଦେବଦତ୍ତ ସିଂ। ଅଭିଯୁକ୍ତମାନଙ୍କ ମଧ୍ୟରେ ଦୁଇଜଣ […]

ଭୁବନେଶ୍ୱର: ସ୍ପେଶାଲ କ୍ରାଇମ ୟୁନିଟ ପଞ୍ଝାରେ ମେଡିକାଲ ସିଟ ବିକ୍ରି କରୁଥିବା ଦଲାଲ ଗ୍ୟାଙ୍ଗ।  ମେଡିକାଲ କଲେଜରେ ଆଡମିସନ କରାଇଦେବାକୁ କହି ଠକେଇ କରିଥିବା ଅଭିଯୋଗରେ ସ୍ପେଶାଲ କ୍ରାଇମ୍ ୟୁନିଟ ଦ୍ୱାରା ୪ ଆନ୍ତ ରାଜ୍ୟ ଠକ ଗିରଫ ହୋଇଥିବା ଜଣାଯାଇଛି। ନିଟ୍ ପରୀକ୍ଷା ପୂର୍ବରୁ ଚାରି ଜଣଙ୍କୁ ଗିରଫ କରିଛି ସ୍ପେଶାଲ୍ କ୍ରାଇମ୍ ୟୁନିଟ। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୁଲିସ କମିସନର ଏସ ଦେବଦତ୍ତ ସିଂ। ଅଭିଯୁକ୍ତମାନଙ୍କ ମଧ୍ୟରେ ଦୁଇଜଣ ଓଡ଼ିଶାର ଥିବା ବେଳେ ଜଣେ ଲେଖାଏଁ ଝାଡ଼ଖଣ୍ଡ ଏବଂ ବିହାରର ରହିଛନ୍ତି।

ଆହୁରି ପଢ଼ନ୍ତୁ: ସୁବର୍ଣ୍ଣପୁରର ଏକ ତେଲ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟ ଜାରି

ଅଭିଯୁକ୍ତମାନଙ୍କଠାରୁ ୯୪ ଲକ୍ଷ ଟଙ୍କାର ଚେକ୍ ଓ ଗୋଟିଏ ବ୍ଲଙ୍କ ଚେକ୍ ଜବତ ହୋଇଛି। ଏମାନେ ଘରୋଇ ମେଡିକାଲ କଲେଜରେ ଆଡମିସନ କରାଇଦେବାକୁ କହି ଆଶାୟୀ ଛାତ୍ରଛାତ୍ରୀଙ୍କଠୁ ଟଙ୍କା ନେଇଥିଲେ। ଅସଲି ପରୀକ୍ଷାର୍ଥୀ ବଦଳରେ ନକଲି ପରୀକ୍ଷାର୍ଥୀ ବସାଇବାକୁ କହି ବି ଟଙ୍କା ନେଇଥିଲେ।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଅଫିସ୍‌ରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

03 May 2025 By The Sakala

ନିଟ୍ ପରୀକ୍ଷା ପୂର୍ବରୁ ୪ ଦଲାଲ ଗିରଫ, ମେଡ଼ିକାଲ କଲେଜରେ ଆଡ଼ମିଶନ କରାଇଦେବାକୁ କହି ଠକୁଥିବା ଅଭିଯୋଗ

ଭୁବନେଶ୍ୱର: ସ୍ପେଶାଲ କ୍ରାଇମ ୟୁନିଟ ପଞ୍ଝାରେ ମେଡିକାଲ ସିଟ ବିକ୍ରି କରୁଥିବା ଦଲାଲ ଗ୍ୟାଙ୍ଗ।  ମେଡିକାଲ କଲେଜରେ ଆଡମିସନ କରାଇଦେବାକୁ କହି ଠକେଇ କରିଥିବା ଅଭିଯୋଗରେ ସ୍ପେଶାଲ କ୍ରାଇମ୍ ୟୁନିଟ ଦ୍ୱାରା ୪ ଆନ୍ତ ରାଜ୍ୟ ଠକ ଗିରଫ ହୋଇଥିବା ଜଣାଯାଇଛି। ନିଟ୍ ପରୀକ୍ଷା ପୂର୍ବରୁ ଚାରି ଜଣଙ୍କୁ ଗିରଫ କରିଛି ସ୍ପେଶାଲ୍ କ୍ରାଇମ୍ ୟୁନିଟ। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୁଲିସ କମିସନର ଏସ ଦେବଦତ୍ତ ସିଂ। ଅଭିଯୁକ୍ତମାନଙ୍କ ମଧ୍ୟରେ ଦୁଇଜଣ ଓଡ଼ିଶାର ଥିବା ବେଳେ ଜଣେ ଲେଖାଏଁ ଝାଡ଼ଖଣ୍ଡ ଏବଂ ବିହାରର ରହିଛନ୍ତି।

ଅଭିଯୁକ୍ତମାନଙ୍କଠାରୁ ୯୪ ଲକ୍ଷ ଟଙ୍କାର ଚେକ୍ ଓ ଗୋଟିଏ ବ୍ଲଙ୍କ ଚେକ୍ ଜବତ ହୋଇଛି। ଏମାନେ ଘରୋଇ ମେଡିକାଲ କଲେଜରେ ଆଡମିସନ କରାଇଦେବାକୁ କହି ଆଶାୟୀ ଛାତ୍ରଛାତ୍ରୀଙ୍କଠୁ ଟଙ୍କା ନେଇଥିଲେ। ଅସଲି ପରୀକ୍ଷାର୍ଥୀ ବଦଳରେ ନକଲି ପରୀକ୍ଷାର୍ଥୀ ବସାଇବାକୁ କହି ବି ଟଙ୍କା ନେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର