ନିଲମ୍ବିତ ହେଲେ କୁବେର ପିଏସ୍ ବିରଞ୍ଚି ସାହୁ, ନିଲମ୍ବନ କଲେ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ

The Sakala Picture
Published On

ଭୁବନେଶ୍ୱର: ନିଲମ୍ବିତ ହେଲେ କୁବେର ପିଏସ୍ ବିରଞ୍ଚି ସାହୁ । ବିରଞ୍ଚିଙ୍କୁ ସସପେଣ୍ଡ କଲେ ଷ୍ଟାଫ ସିଲେକସନ କମିଶନ । ବିପୁଳ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି ଏହି କୁବେର ପିଏସ୍ । ଚଢ଼ାଉ ବେଳେ ତାଙ୍କ ନିକଟରୁ ମୋଟ୍ ୩ କୋଟି ୭୯ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ ହୋଇଛି । ସେଥିମଧ୍ୟରୁ ୩ କୋଟି ୫୧ ଲକ୍ଷରୁ ଅଧିକ ଟଙ୍କା ଆୟ ବହିର୍ଭୂତ ସମ୍ପତ୍ତି । ଯାହା ତାଙ୍କ […]

ଭୁବନେଶ୍ୱର: ନିଲମ୍ବିତ ହେଲେ କୁବେର ପିଏସ୍ ବିରଞ୍ଚି ସାହୁ । ବିରଞ୍ଚିଙ୍କୁ ସସପେଣ୍ଡ କଲେ ଷ୍ଟାଫ ସିଲେକସନ କମିଶନ । ବିପୁଳ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି ଏହି କୁବେର ପିଏସ୍ । ଚଢ଼ାଉ ବେଳେ ତାଙ୍କ ନିକଟରୁ ମୋଟ୍ ୩ କୋଟି ୭୯ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ ହୋଇଛି । ସେଥିମଧ୍ୟରୁ ୩ କୋଟି ୫୧ ଲକ୍ଷରୁ ଅଧିକ ଟଙ୍କା ଆୟ ବହିର୍ଭୂତ ସମ୍ପତ୍ତି । ଯାହା ତାଙ୍କ ପ୍ରକୃତ ଆୟଠାରୁ ୨୬୮ ପ୍ରତିଶତ ଅଧିକ । ଗତ ୩୧ ତାରିଖରେ ବିରଞ୍ଚିଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ଜାମିନ ଆବେଦନ ପରେ ଖାରଜ ପରେ ଏବେ ୧୪ ଦିନିଆ ବିଚାରବିଭାଗୀୟ ହାଜତରେ ଅଛନ୍ତି ବିରଞ୍ଚି । ବିରଞ୍ଚିଙ୍କ ପତ୍ନୀ ଓ ଶାଳକଙ୍କ ନାଁରେ ମାମଲା ରୁଜୁ କରିଛି ଭିଜିଲାନ୍ସ । ରେଡ୍ ବେଳେ ଶାଳକଙ୍କ ଘରୁ ନଗଦ ୧୩ଲକ୍ଷ ଟଙ୍କା ମିଳିଥିଲା। ଏତେ ଟଙ୍କା କାହାର ଓ କେଉଁଠୁ ଆଣିଲେ, ସେନେଇ ଖୋଳତାଡ଼ ଚାଲିଛି ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

02 Aug 2021 By The Sakala

ନିଲମ୍ବିତ ହେଲେ କୁବେର ପିଏସ୍ ବିରଞ୍ଚି ସାହୁ, ନିଲମ୍ବନ କଲେ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ

ଭୁବନେଶ୍ୱର: ନିଲମ୍ବିତ ହେଲେ କୁବେର ପିଏସ୍ ବିରଞ୍ଚି ସାହୁ । ବିରଞ୍ଚିଙ୍କୁ ସସପେଣ୍ଡ କଲେ ଷ୍ଟାଫ ସିଲେକସନ କମିଶନ । ବିପୁଳ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି ଏହି କୁବେର ପିଏସ୍ । ଚଢ଼ାଉ ବେଳେ ତାଙ୍କ ନିକଟରୁ ମୋଟ୍ ୩ କୋଟି ୭୯ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ ହୋଇଛି । ସେଥିମଧ୍ୟରୁ ୩ କୋଟି ୫୧ ଲକ୍ଷରୁ ଅଧିକ ଟଙ୍କା ଆୟ ବହିର୍ଭୂତ ସମ୍ପତ୍ତି । ଯାହା ତାଙ୍କ ପ୍ରକୃତ ଆୟଠାରୁ ୨୬୮ ପ୍ରତିଶତ ଅଧିକ । ଗତ ୩୧ ତାରିଖରେ ବିରଞ୍ଚିଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ଜାମିନ ଆବେଦନ ପରେ ଖାରଜ ପରେ ଏବେ ୧୪ ଦିନିଆ ବିଚାରବିଭାଗୀୟ ହାଜତରେ ଅଛନ୍ତି ବିରଞ୍ଚି । ବିରଞ୍ଚିଙ୍କ ପତ୍ନୀ ଓ ଶାଳକଙ୍କ ନାଁରେ ମାମଲା ରୁଜୁ କରିଛି ଭିଜିଲାନ୍ସ । ରେଡ୍ ବେଳେ ଶାଳକଙ୍କ ଘରୁ ନଗଦ ୧୩ଲକ୍ଷ ଟଙ୍କା ମିଳିଥିଲା। ଏତେ ଟଙ୍କା କାହାର ଓ କେଉଁଠୁ ଆଣିଲେ, ସେନେଇ ଖୋଳତାଡ଼ ଚାଲିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର