ଭିଜିଲାନ୍ସ ଜାଲରେ ଭଦ୍ରକ ସିଡିପିଓ କାର୍ଯ୍ଯାଳୟର ସୁପରଭାଇଜର

The Sakala Picture
Published On

ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ ସିଡିପିଓ କାର୍ଯ୍ଯାଳୟର ସୁପରଭାଇଜର ମଲ୍ଲିଲତା ଦାସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ତାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ଼୍‌ କରାଯାଉଛି । ବାସଭବନ ସମେତ ୪ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ । ଭଦ୍ରକ ସିଡିପିଓଙ୍କ କାର୍ଯ୍ଯାଳୟ , ଭଦ୍ରକ ସହରର ଆରଡ଼ି ଛକ ସ୍ଥିତ ବାସଭବନ, ଆମ୍ବରୋଲୀ ସ୍ଥିତ ଗାଁରେ ଘର ଆଦି ୪ଟି ସ୍ଥାନରେ ଭିଜିଲାନ୍ସ ଟିମର ଏକକାଳୀନ ଚଢ଼ାଉ ଜାରି ରହିଛି […]

ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ ସିଡିପିଓ କାର୍ଯ୍ଯାଳୟର ସୁପରଭାଇଜର ମଲ୍ଲିଲତା ଦାସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ତାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ଼୍‌ କରାଯାଉଛି । ବାସଭବନ ସମେତ ୪ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ । ଭଦ୍ରକ ସିଡିପିଓଙ୍କ କାର୍ଯ୍ଯାଳୟ , ଭଦ୍ରକ ସହରର ଆରଡ଼ି ଛକ ସ୍ଥିତ ବାସଭବନ, ଆମ୍ବରୋଲୀ ସ୍ଥିତ ଗାଁରେ ଘର ଆଦି ୪ଟି ସ୍ଥାନରେ ଭିଜିଲାନ୍ସ ଟିମର ଏକକାଳୀନ ଚଢ଼ାଉ ଜାରି ରହିଛି । ଏହି ଚଢାଉରେ ଭିଜିଲାନ୍ସର ୩ ଟି ଟିମ ସାମିଲ ରହିଛନ୍ତି । ତେବେ ଚଢାଉ ସମୟରେ ଅନେକ କାଗଜପତ୍ର ଭିଜିଲାନ୍ସ ହାତରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ୨ଟି ବିଲ୍ଡିଂ ଓ ୩ଟି କାର୍ ଜବତ ହୋଇଥିବାର ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

24 Aug 2021 By The Sakala

ଭିଜିଲାନ୍ସ ଜାଲରେ ଭଦ୍ରକ ସିଡିପିଓ କାର୍ଯ୍ଯାଳୟର ସୁପରଭାଇଜର

ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ ସିଡିପିଓ କାର୍ଯ୍ଯାଳୟର ସୁପରଭାଇଜର ମଲ୍ଲିଲତା ଦାସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ତାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ଼୍‌ କରାଯାଉଛି । ବାସଭବନ ସମେତ ୪ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ । ଭଦ୍ରକ ସିଡିପିଓଙ୍କ କାର୍ଯ୍ଯାଳୟ , ଭଦ୍ରକ ସହରର ଆରଡ଼ି ଛକ ସ୍ଥିତ ବାସଭବନ, ଆମ୍ବରୋଲୀ ସ୍ଥିତ ଗାଁରେ ଘର ଆଦି ୪ଟି ସ୍ଥାନରେ ଭିଜିଲାନ୍ସ ଟିମର ଏକକାଳୀନ ଚଢ଼ାଉ ଜାରି ରହିଛି । ଏହି ଚଢାଉରେ ଭିଜିଲାନ୍ସର ୩ ଟି ଟିମ ସାମିଲ ରହିଛନ୍ତି । ତେବେ ଚଢାଉ ସମୟରେ ଅନେକ କାଗଜପତ୍ର ଭିଜିଲାନ୍ସ ହାତରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ୨ଟି ବିଲ୍ଡିଂ ଓ ୩ଟି କାର୍ ଜବତ ହୋଇଥିବାର ସୂଚନା ମିଳିଛି ।

https://www.thesakala.in/crime/vigilance-raid-on-supervisors-home/article-4848
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର