ରାଜଧାନୀରୁ କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର ଜବତ, ୨ ଗିରଫ

The Sakala Picture
Published On

ଭୁବନେଶ୍ୱର: ଦିନକୁ ଦିନ ବ୍ରାଉନସୁଗର କାରବାର ବଢିବାରେ ଲାଗିଛି। ରାଜଧାନୀରୁ ପୁଣି ଆଜି ଜବତ ହୋଇଛି ବ୍ରାଉନସୁଗର। ଜବତ ବ୍ରାଉନସୁଗରର ମୂଲ୍ଯ କୋଟିଏରୁ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଜଣା ପଡ଼ିଛି। ରସୁଲଗଡ଼ ନିକଟରେ ଚଢ଼ାଉ କରି ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ପଶ୍ଚିମବଙ୍ଗ ୨୪ ପ୍ରଗଣା ଅଞ୍ଚଳର ୨ ଜଣ ବେପାରୀ ଗିରଫ ହୋଇଛନ୍ତି । ସେମାନଙ୍କ ପାଖରୁ ୧କିଲୋ ୨୫ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି । ଗିରଫ ଦୁଇ ଅଭିଯୁକ୍ତ […]

ଭୁବନେଶ୍ୱର: ଦିନକୁ ଦିନ ବ୍ରାଉନସୁଗର କାରବାର ବଢିବାରେ ଲାଗିଛି। ରାଜଧାନୀରୁ ପୁଣି ଆଜି ଜବତ ହୋଇଛି ବ୍ରାଉନସୁଗର। ଜବତ ବ୍ରାଉନସୁଗରର ମୂଲ୍ଯ କୋଟିଏରୁ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଜଣା ପଡ଼ିଛି। ରସୁଲଗଡ଼ ନିକଟରେ ଚଢ଼ାଉ କରି ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ପଶ୍ଚିମବଙ୍ଗ ୨୪ ପ୍ରଗଣା ଅଞ୍ଚଳର ୨ ଜଣ ବେପାରୀ ଗିରଫ ହୋଇଛନ୍ତି । ସେମାନଙ୍କ ପାଖରୁ ୧କିଲୋ ୨୫ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି । ଗିରଫ ଦୁଇ ଅଭିଯୁକ୍ତ ହେଲେ ରାକିବୁଲ ଲସ୍କର, ସୁଧନ୍ୟ ଗାୟନ ।  ଏସଟିଏଫ୍ ଏନେଇ ଅଧିକ ତଦନ୍ତ ଜାରି ରଖିଛି ।

14 Sep 2021 By The Sakala

ରାଜଧାନୀରୁ କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର ଜବତ, ୨ ଗିରଫ

ଭୁବନେଶ୍ୱର: ଦିନକୁ ଦିନ ବ୍ରାଉନସୁଗର କାରବାର ବଢିବାରେ ଲାଗିଛି। ରାଜଧାନୀରୁ ପୁଣି ଆଜି ଜବତ ହୋଇଛି ବ୍ରାଉନସୁଗର। ଜବତ ବ୍ରାଉନସୁଗରର ମୂଲ୍ଯ କୋଟିଏରୁ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଜଣା ପଡ଼ିଛି। ରସୁଲଗଡ଼ ନିକଟରେ ଚଢ଼ାଉ କରି ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ପଶ୍ଚିମବଙ୍ଗ ୨୪ ପ୍ରଗଣା ଅଞ୍ଚଳର ୨ ଜଣ ବେପାରୀ ଗିରଫ ହୋଇଛନ୍ତି । ସେମାନଙ୍କ ପାଖରୁ ୧କିଲୋ ୨୫ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି । ଗିରଫ ଦୁଇ ଅଭିଯୁକ୍ତ ହେଲେ ରାକିବୁଲ ଲସ୍କର, ସୁଧନ୍ୟ ଗାୟନ ।  ଏସଟିଏଫ୍ ଏନେଇ ଅଧିକ ତଦନ୍ତ ଜାରି ରଖିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର