ଶୋଇଥିଲା ବେଳେ ପଥରରେ ଛେଚି ମାରିଦେଲେ ଦୁର୍ବୃତ୍ତ

The Sakala Picture
Published On

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚୁଙ୍ଗୁଡିଘାଇ ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି । ରାତିରେ ଶୋଇଥିବା ବେଳେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି । ମୃତ ଯୁବକ ହେଲେ ବିନାୟକ ପ୍ରଧାନ । ଗାଁ ଠାକୁରାଣୀ ମନ୍ଦିରରେ ଶୋଇଥିବା ବେଳେ ବିନାୟକଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରାଯାଇଛି । ସୂଚନା ଅନୁସାରେ, ବିନାୟକ ପ୍ରଧାନ ଗ୍ରାମର ଠାକୁରାଣୀଙ୍କ ମନ୍ଦିର ପାଖରେ ଶୋଇଥିବା ବେଳେ ତାକୁ କେହି ପଥରରେ ଛେଚି ହତ୍ୟା […]

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚୁଙ୍ଗୁଡିଘାଇ ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି । ରାତିରେ ଶୋଇଥିବା ବେଳେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି । ମୃତ ଯୁବକ ହେଲେ ବିନାୟକ ପ୍ରଧାନ । ଗାଁ ଠାକୁରାଣୀ ମନ୍ଦିରରେ ଶୋଇଥିବା ବେଳେ ବିନାୟକଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରାଯାଇଛି ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ସୂଚନା ଅନୁସାରେ, ବିନାୟକ ପ୍ରଧାନ ଗ୍ରାମର ଠାକୁରାଣୀଙ୍କ ମନ୍ଦିର ପାଖରେ ଶୋଇଥିବା ବେଳେ ତାକୁ କେହି ପଥରରେ ଛେଚି ହତ୍ୟା କରିଛି । ଖବର ପାଇ ପୁରୁଷୋତ୍ତମପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ବିନାୟକ ପ୍ରଧାନ ଜଣେ ମଦ ବ୍ୟବସାୟ କରୁଥିବା ଜଣାପଡିଛି । ସେ ଗୋଟିଏ କାଉଣ୍ଟର କରି ମଦ ବିକ୍ରି କରନ୍ତି । ହେଲେ କିଛି ଲୋକ ଚୋରା ମଦ କାରବାର କରୁଥିବାରୁ ସେ ବାରମ୍ବାର ଅଭିଯୋଗ କରୁଥିଲେ । ସେହି ରାଗରେ ଦୃର୍ବୃତ୍ତ ବିନାୟକଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ଛତିଶଗଡ଼ରେ ପଞ୍ଚାୟତର ତୋଗଲକି ଫରମାନ: ଦୁଷ୍କର୍ମ ପୀଡ଼ିତାଙ୍କ ପରିବାରକୁ ୧୨ ବର୍ଷ ପାଇଁ ଏକଘରକିଆ ନିର୍ଦ୍ଦେଶ

20 Sep 2021 By The Sakala

ଶୋଇଥିଲା ବେଳେ ପଥରରେ ଛେଚି ମାରିଦେଲେ ଦୁର୍ବୃତ୍ତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚୁଙ୍ଗୁଡିଘାଇ ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି । ରାତିରେ ଶୋଇଥିବା ବେଳେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି । ମୃତ ଯୁବକ ହେଲେ ବିନାୟକ ପ୍ରଧାନ । ଗାଁ ଠାକୁରାଣୀ ମନ୍ଦିରରେ ଶୋଇଥିବା ବେଳେ ବିନାୟକଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରାଯାଇଛି ।

ସୂଚନା ଅନୁସାରେ, ବିନାୟକ ପ୍ରଧାନ ଗ୍ରାମର ଠାକୁରାଣୀଙ୍କ ମନ୍ଦିର ପାଖରେ ଶୋଇଥିବା ବେଳେ ତାକୁ କେହି ପଥରରେ ଛେଚି ହତ୍ୟା କରିଛି । ଖବର ପାଇ ପୁରୁଷୋତ୍ତମପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ବିନାୟକ ପ୍ରଧାନ ଜଣେ ମଦ ବ୍ୟବସାୟ କରୁଥିବା ଜଣାପଡିଛି । ସେ ଗୋଟିଏ କାଉଣ୍ଟର କରି ମଦ ବିକ୍ରି କରନ୍ତି । ହେଲେ କିଛି ଲୋକ ଚୋରା ମଦ କାରବାର କରୁଥିବାରୁ ସେ ବାରମ୍ବାର ଅଭିଯୋଗ କରୁଥିଲେ । ସେହି ରାଗରେ ଦୃର୍ବୃତ୍ତ ବିନାୟକଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।

https://www.thesakala.in/crime/ganjam-news-death-while-he-was-asleep/article-5509
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର