ରାଜଧାନୀରେ ଚାଞ୍ଚଲ୍ୟ: ଭିଣୋଇକୁ ଖଣ୍ଡାରେ ହାଣିଲା ଶଳା

The Sakala Picture
Published On

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରସ୍ଥିତ ମଞ୍ଚେଶ୍ବର ଥାନା ଅନ୍ତର୍ଗତ ଧିରିକୁଟି ବସ୍ତିରେ ଚାଞ୍ଚଲ୍ୟକର ଘଟଣା ଘଟିଯାଇଛି। ଭିଣୋଇକୁ ଶଳା ଖଣ୍ଡାରେ ହଣି ହତ୍ୟା କରିଛି। । ଫଳରେ ଘଟଣାସ୍ଥଳରେ ଭିଣୋଇର ମୃତ୍ୟୁ ଘଟିଛି। ମୃତ ଭିଣୋଇଙ୍କ ନାମ ସୁଶାନ୍ତ ଘଡେଇ। ସେ ବିମାନବନ୍ଦରରେ ସୁଇପର ଭାବେ କାମ କରୁଥିଲା। ସୂଚନା ଅନୁଯାୟୀ, ୨୦୧୮ରେ ସୁଶାନ୍ତ ଭଲ ପାଇ ବାପୁନି ନାୟକର ଭଉଣୀକୁ ବାହା ହୋଇଥିଲା। କିନ୍ତୁ ବାହାଘର ବେଳେ ଉଭୟଙ୍କ ଭିତରେ ଗଣ୍ଡଗୋଳ ହୋଇଥିଲା। ସ୍ତ୍ରୀକୁ ବି ମାରଧର […]

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରସ୍ଥିତ ମଞ୍ଚେଶ୍ବର ଥାନା ଅନ୍ତର୍ଗତ ଧିରିକୁଟି ବସ୍ତିରେ ଚାଞ୍ଚଲ୍ୟକର ଘଟଣା ଘଟିଯାଇଛି। ଭିଣୋଇକୁ ଶଳା ଖଣ୍ଡାରେ ହଣି ହତ୍ୟା କରିଛି। । ଫଳରେ ଘଟଣାସ୍ଥଳରେ ଭିଣୋଇର ମୃତ୍ୟୁ ଘଟିଛି। ମୃତ ଭିଣୋଇଙ୍କ ନାମ ସୁଶାନ୍ତ ଘଡେଇ। ସେ ବିମାନବନ୍ଦରରେ ସୁଇପର ଭାବେ କାମ କରୁଥିଲା।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ସୂଚନା ଅନୁଯାୟୀ, ୨୦୧୮ରେ ସୁଶାନ୍ତ ଭଲ ପାଇ ବାପୁନି ନାୟକର ଭଉଣୀକୁ ବାହା ହୋଇଥିଲା। କିନ୍ତୁ ବାହାଘର ବେଳେ ଉଭୟଙ୍କ ଭିତରେ ଗଣ୍ଡଗୋଳ ହୋଇଥିଲା। ସ୍ତ୍ରୀକୁ ବି ମାରଧର କରୁଥିଲା ସୁଶାନ୍ତ। ଏହାଛଡ଼ା ଉଭୟଙ୍କ ଭିତରେ ଜମିଜମା ବିବାଦ ବି ଥିଲା। କାଲି ରାତିରେ ସେ ଶୋଇଥିବା ବେଳେ ଶଳା ବାପୁନି ନାୟକ ଧାରୁଆ ଅସ୍ତ୍ରରେ ଭିଣୋଇ ସୁଶାନ୍ତକୁ ହତ୍ୟା କରିଛି। ମଞ୍ଚେଶ୍ବର ଥାନା ପୁଲିସ ଅଭିଯୁକ୍ତ ବାପୁନି ନାୟକକୁ ଅଟକ ରଖି ପଚରାଉଚରା କରୁଥିବା ଜଣାଯାଇଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

31 Dec 2021 By The Sakala

ରାଜଧାନୀରେ ଚାଞ୍ଚଲ୍ୟ: ଭିଣୋଇକୁ ଖଣ୍ଡାରେ ହାଣିଲା ଶଳା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରସ୍ଥିତ ମଞ୍ଚେଶ୍ବର ଥାନା ଅନ୍ତର୍ଗତ ଧିରିକୁଟି ବସ୍ତିରେ ଚାଞ୍ଚଲ୍ୟକର ଘଟଣା ଘଟିଯାଇଛି। ଭିଣୋଇକୁ ଶଳା ଖଣ୍ଡାରେ ହଣି ହତ୍ୟା କରିଛି। । ଫଳରେ ଘଟଣାସ୍ଥଳରେ ଭିଣୋଇର ମୃତ୍ୟୁ ଘଟିଛି। ମୃତ ଭିଣୋଇଙ୍କ ନାମ ସୁଶାନ୍ତ ଘଡେଇ। ସେ ବିମାନବନ୍ଦରରେ ସୁଇପର ଭାବେ କାମ କରୁଥିଲା।

ସୂଚନା ଅନୁଯାୟୀ, ୨୦୧୮ରେ ସୁଶାନ୍ତ ଭଲ ପାଇ ବାପୁନି ନାୟକର ଭଉଣୀକୁ ବାହା ହୋଇଥିଲା। କିନ୍ତୁ ବାହାଘର ବେଳେ ଉଭୟଙ୍କ ଭିତରେ ଗଣ୍ଡଗୋଳ ହୋଇଥିଲା। ସ୍ତ୍ରୀକୁ ବି ମାରଧର କରୁଥିଲା ସୁଶାନ୍ତ। ଏହାଛଡ଼ା ଉଭୟଙ୍କ ଭିତରେ ଜମିଜମା ବିବାଦ ବି ଥିଲା। କାଲି ରାତିରେ ସେ ଶୋଇଥିବା ବେଳେ ଶଳା ବାପୁନି ନାୟକ ଧାରୁଆ ଅସ୍ତ୍ରରେ ଭିଣୋଇ ସୁଶାନ୍ତକୁ ହତ୍ୟା କରିଛି। ମଞ୍ଚେଶ୍ବର ଥାନା ପୁଲିସ ଅଭିଯୁକ୍ତ ବାପୁନି ନାୟକକୁ ଅଟକ ରଖି ପଚରାଉଚରା କରୁଥିବା ଜଣାଯାଇଛି।

https://www.thesakala.in/crime/murder-in-bhubaneswar-under-mancheswar-police-station/article-8021
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର