ଭିଜିଲାନ୍ସ ଜାଲରେ ଲ୍ୟାମ୍ପସ ପରିଚାଳନା ନିର୍ଦ୍ଦେଶକ

The Sakala Picture
Published On

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ଲ୍ୟାମ୍ପସ ପରିଚାଳନା ନିର୍ଦ୍ଦେଶକ । ରାଜଗାଙ୍ଗପୁର ବ୍ଲକ କୁକୁଡ଼ା ସମବାୟ ସମିତି ପରିଚାଳନା ନିର୍ଦ୍ଦେଶକ ପରୀକ୍ଷିତ ସାହୁଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଡାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାସଭବନ ସମେତ ଅଫିସରେ ଚାଲିଛି ଏକକାଳୀନ ଚଢ଼ାଉ ଜାରି ରହିଛି। ସୁନ୍ଦରଗଡ଼ ଭିଜିଲାନ୍ସ ଡିଏସପିଙ୍କ ନେତୃତ୍ୱରେ ଟିମ୍ ଚଢ଼ାଉ ଜାରି ରହିଛି । ଏହି ଚଡାଉରେ କୋଡିଏ ଜଣିଆ ଟିମ ସାମିଲ ହୋଇଛନ୍ତି। ତାଙ୍କ ଘରୁ କିଛି ଗୁରୁତ୍ୱପୂର୍ଣ୍ଣ […]

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ଲ୍ୟାମ୍ପସ ପରିଚାଳନା ନିର୍ଦ୍ଦେଶକ । ରାଜଗାଙ୍ଗପୁର ବ୍ଲକ କୁକୁଡ଼ା ସମବାୟ ସମିତି ପରିଚାଳନା ନିର୍ଦ୍ଦେଶକ ପରୀକ୍ଷିତ ସାହୁଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଡାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାସଭବନ ସମେତ ଅଫିସରେ ଚାଲିଛି ଏକକାଳୀନ ଚଢ଼ାଉ ଜାରି ରହିଛି। ସୁନ୍ଦରଗଡ଼ ଭିଜିଲାନ୍ସ ଡିଏସପିଙ୍କ ନେତୃତ୍ୱରେ ଟିମ୍ ଚଢ଼ାଉ ଜାରି ରହିଛି । ଏହି ଚଡାଉରେ କୋଡିଏ ଜଣିଆ ଟିମ ସାମିଲ ହୋଇଛନ୍ତି। ତାଙ୍କ ଘରୁ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି । ସେ ଦୀର୍ଘ ୧୫ ବର୍ଷ ହେବ ସେ ରାଜଗାଙ୍ଗପୁର ଲ୍ୟାମ୍ପସରେ କାର୍ଯ୍ଯରତ ଅଛନ୍ତି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

28 Jan 2022 By The Sakala

ଭିଜିଲାନ୍ସ ଜାଲରେ ଲ୍ୟାମ୍ପସ ପରିଚାଳନା ନିର୍ଦ୍ଦେଶକ

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ଲ୍ୟାମ୍ପସ ପରିଚାଳନା ନିର୍ଦ୍ଦେଶକ । ରାଜଗାଙ୍ଗପୁର ବ୍ଲକ କୁକୁଡ଼ା ସମବାୟ ସମିତି ପରିଚାଳନା ନିର୍ଦ୍ଦେଶକ ପରୀକ୍ଷିତ ସାହୁଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଡାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାସଭବନ ସମେତ ଅଫିସରେ ଚାଲିଛି ଏକକାଳୀନ ଚଢ଼ାଉ ଜାରି ରହିଛି। ସୁନ୍ଦରଗଡ଼ ଭିଜିଲାନ୍ସ ଡିଏସପିଙ୍କ ନେତୃତ୍ୱରେ ଟିମ୍ ଚଢ଼ାଉ ଜାରି ରହିଛି । ଏହି ଚଡାଉରେ କୋଡିଏ ଜଣିଆ ଟିମ ସାମିଲ ହୋଇଛନ୍ତି। ତାଙ୍କ ଘରୁ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି । ସେ ଦୀର୍ଘ ୧୫ ବର୍ଷ ହେବ ସେ ରାଜଗାଙ୍ଗପୁର ଲ୍ୟାମ୍ପସରେ କାର୍ଯ୍ଯରତ ଅଛନ୍ତି ।

https://www.thesakala.in/crime/vigilance-raid-rajgangpur-lamps-md/article-8798
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର