ପୂର୍ବ ଶତ୍ରୁତାକୁ ନେଇ ମରଣାନ୍ତକ ଆକ୍ରମଣ

The Sakala Picture
Published On

ପୁରୀ : ପୁରୀ ରାମମନ୍ଦିର ନିକଟ ସାଲବେଗ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ମହିଳା ଓ ଯୁବକଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ ଅଭିଯୋଗ ହୋଇଛି। ଆକ୍ରମଣରେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଦୁଇ ଗୁରୁତର ଆହତ ହେଲେ ବି. ମାୟା ରେଡ୍ଡି ଓ ଆର. ମଙ୍ଗୁଳି ରେଡ୍ଡି। ଉଭୟଙ୍କ ବାମ ଓ ଡାହାଣ ହାତରେ  ଗୁରୁତର ଆଘାତ ଲାଗିଛି। ଉଭୟଙ୍କୁ ଚିକିତ୍ସା ପାଇଁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।‌ ଘଟଣା ସମ୍ପର୍କରେ ଖବର […]

ପୁରୀ : ପୁରୀ ରାମମନ୍ଦିର ନିକଟ ସାଲବେଗ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ମହିଳା ଓ ଯୁବକଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ ଅଭିଯୋଗ ହୋଇଛି। ଆକ୍ରମଣରେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଦୁଇ ଗୁରୁତର ଆହତ ହେଲେ ବି. ମାୟା ରେଡ୍ଡି ଓ ଆର. ମଙ୍ଗୁଳି ରେଡ୍ଡି। ଉଭୟଙ୍କ ବାମ ଓ ଡାହାଣ ହାତରେ  ଗୁରୁତର ଆଘାତ ଲାଗିଛି। ଉଭୟଙ୍କୁ ଚିକିତ୍ସା ପାଇଁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।‌ ଘଟଣା ସମ୍ପର୍କରେ ଖବର ପାଇ ସମୁଦ୍ର କୂଳ ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ଚାଞ୍ଚଲ୍ୟ: ବରକୁ ପାଉଥିଲା ଭଲ, ଇର୍ଷାରେ ବିବାହ ପୂର୍ବରୁ ଭାବୀ କନ୍ୟା ଉପରକୁ ଏସିଡ୍ ଫିଙ୍ଗିଲା ପଡ଼ୋଶୀ ଯୁବତୀ

21 Jan 2022 By The Sakala

ପୂର୍ବ ଶତ୍ରୁତାକୁ ନେଇ ମରଣାନ୍ତକ ଆକ୍ରମଣ

ପୁରୀ : ପୁରୀ ରାମମନ୍ଦିର ନିକଟ ସାଲବେଗ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ମହିଳା ଓ ଯୁବକଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ ଅଭିଯୋଗ ହୋଇଛି। ଆକ୍ରମଣରେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଦୁଇ ଗୁରୁତର ଆହତ ହେଲେ ବି. ମାୟା ରେଡ୍ଡି ଓ ଆର. ମଙ୍ଗୁଳି ରେଡ୍ଡି। ଉଭୟଙ୍କ ବାମ ଓ ଡାହାଣ ହାତରେ  ଗୁରୁତର ଆଘାତ ଲାଗିଛି। ଉଭୟଙ୍କୁ ଚିକିତ୍ସା ପାଇଁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।‌ ଘଟଣା ସମ୍ପର୍କରେ ଖବର ପାଇ ସମୁଦ୍ର କୂଳ ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର