ରାଜଧାନୀରେ ଯୁବତୀଙ୍କୁ ଛୁରା ମାଡ଼ କରି ଲୁଟ୍ ଉଦ୍ୟମ, ସିସିଟିଭିରେ କଏଦ ହେଲା ସମ୍ପୂର୍ଣ୍ଣ ଦୃଶ୍ୟ

The Sakala Picture
Published On

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରସ୍ଥିତ ନୟାପଲ୍ଲୀ ଭିଆଇପି କଲୋନୀରେ ମାତିଲେ ଲୁଟେରା। ପରିବା ଆଣିବାକୁ ଯାଉଥିବା ବେଳେ ଜଣେ ମହିଳାଙ୍କୁ ଆକ୍ରମଣ କରି ଲୁଟ୍ ଉଦ୍ୟମ କରିଛନ୍ତି ଦୁର୍ବୃତ୍ତ । ମହିଳାଙ୍କ ବେକକୁ ଧାରୁଆ ଅସ୍ତ୍ରରେ କାଟି ଦେଇଛନ୍ତି । ଏ ସମସ୍ତ ଲାଇଭ୍ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ସୂଚନା ଅନୁଯାୟୀ, ମହିଳା ଜଣକ ପରିବା ଆଣିବା ପାଇଁ ଯାଉଥିବା ସମୟରେ ଜଣେ ଦୁର୍ବୃତ୍ତ ତାଙ୍କୁ ଏକୁଟିଆ ଦେଖି ଲୁଟ୍ ଉଦ୍ୟମ କରିଥିଲା । ଧାରୁଆ ଛୁରୀରେ […]

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରସ୍ଥିତ ନୟାପଲ୍ଲୀ ଭିଆଇପି କଲୋନୀରେ ମାତିଲେ ଲୁଟେରା। ପରିବା ଆଣିବାକୁ ଯାଉଥିବା ବେଳେ ଜଣେ ମହିଳାଙ୍କୁ ଆକ୍ରମଣ କରି ଲୁଟ୍ ଉଦ୍ୟମ କରିଛନ୍ତି ଦୁର୍ବୃତ୍ତ । ମହିଳାଙ୍କ ବେକକୁ ଧାରୁଆ ଅସ୍ତ୍ରରେ କାଟି ଦେଇଛନ୍ତି । ଏ ସମସ୍ତ ଲାଇଭ୍ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।

ଆହୁରି ପଢ଼ନ୍ତୁ: ଶାଢ଼ୀ ପାଇଁ ସ୍ୱାମୀକୁ ହତ୍ୟା କଲା ପତ୍ନୀ: ପ୍ରେସର କୁକର ଢାଙ୍କୁଣିରେ ପିଟିବା ପରେ ତଣ୍ଟି ଚିପି ନେଲା ଜୀବନ

ସୂଚନା ଅନୁଯାୟୀ, ମହିଳା ଜଣକ ପରିବା ଆଣିବା ପାଇଁ ଯାଉଥିବା ସମୟରେ ଜଣେ ଦୁର୍ବୃତ୍ତ ତାଙ୍କୁ ଏକୁଟିଆ ଦେଖି ଲୁଟ୍ ଉଦ୍ୟମ କରିଥିଲା । ଧାରୁଆ ଛୁରୀରେ ଆକ୍ରମଣ କରି ଲୁଟ କରିବା ପାଇଁ ଚେଷ୍ଟା କରିଥିଲା । ସେପଟେ ମହିଳା ଜଣଙ୍କ ଗୁରୁତର ଅବସ୍ଥାରେ ନୟାପଲ୍ଲୀର ଉସ୍ତି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଖବରା ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ସୋନମ ରଘୁବଂଶୀଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା: ଜାମିନ ଖାରଜ, ୩ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ ପାଇଁ ନିର୍ଦ୍ଦେଶ

31 May 2021 By The Sakala

ରାଜଧାନୀରେ ଯୁବତୀଙ୍କୁ ଛୁରା ମାଡ଼ କରି ଲୁଟ୍ ଉଦ୍ୟମ, ସିସିଟିଭିରେ କଏଦ ହେଲା ସମ୍ପୂର୍ଣ୍ଣ ଦୃଶ୍ୟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରସ୍ଥିତ ନୟାପଲ୍ଲୀ ଭିଆଇପି କଲୋନୀରେ ମାତିଲେ ଲୁଟେରା। ପରିବା ଆଣିବାକୁ ଯାଉଥିବା ବେଳେ ଜଣେ ମହିଳାଙ୍କୁ ଆକ୍ରମଣ କରି ଲୁଟ୍ ଉଦ୍ୟମ କରିଛନ୍ତି ଦୁର୍ବୃତ୍ତ । ମହିଳାଙ୍କ ବେକକୁ ଧାରୁଆ ଅସ୍ତ୍ରରେ କାଟି ଦେଇଛନ୍ତି । ଏ ସମସ୍ତ ଲାଇଭ୍ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।

ସୂଚନା ଅନୁଯାୟୀ, ମହିଳା ଜଣକ ପରିବା ଆଣିବା ପାଇଁ ଯାଉଥିବା ସମୟରେ ଜଣେ ଦୁର୍ବୃତ୍ତ ତାଙ୍କୁ ଏକୁଟିଆ ଦେଖି ଲୁଟ୍ ଉଦ୍ୟମ କରିଥିଲା । ଧାରୁଆ ଛୁରୀରେ ଆକ୍ରମଣ କରି ଲୁଟ କରିବା ପାଇଁ ଚେଷ୍ଟା କରିଥିଲା । ସେପଟେ ମହିଳା ଜଣଙ୍କ ଗୁରୁତର ଅବସ୍ଥାରେ ନୟାପଲ୍ଲୀର ଉସ୍ତି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଖବରା ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର