ଭୁବନେଶ୍ବର ଲିଙ୍ଗିପୁର ଏଟିଏମ ଲୁଟ୍ ଘଟଣା: ଡେମୋ ଦେଖାଇଲା ଲୁଟେରା

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ବର ଲିଙ୍ଗିପୁର ଏଟିଏମ ଲୁଟ୍ ଘଟଣାରେ କ୍ରାଇମ୍ ସିନ୍ ରିକ୍ରିଏଟ କରିଛି ପୁଲିସ । ୨ ଲୁଟେରାଙ୍କୁ ନେଇ ଲୁଟର ଡେମୋ କରିଛି ପୁଲିସ । ଏଟିଏମ୍ ସ୍ଥଳ, ଶିଶୁଭବନ, ଲିଙ୍ଗିପୁର ପେଟ୍ରୋଲ ପମ୍ପ, ଦୟାନଦୀ କୂଳକୁ ନେଇ ଡେମୋ କରିଛି ପୁଲିସ । ଏଟିଏମ୍ ଭାଙ୍ଗିଥିବା ସ୍ଥାନରୁ ଶାବଳ, ହାମର, ସ୍କ୍ରୁ ଡାଇଭର ମିଳିଛି । ଏହି ମାମଲାରେ ୨ ଲୁଟେରାଙ୍କଠାରୁ ଅଧିକ ତଥ୍ୟ ହାସଲ ପାଇଁ ୭ ଦିନ ରିମାଣ୍ଡ ଆବେଦନ କରିବ […]

ଭୁବନେଶ୍ୱର: ଭୁବନେଶ୍ବର ଲିଙ୍ଗିପୁର ଏଟିଏମ ଲୁଟ୍ ଘଟଣାରେ କ୍ରାଇମ୍ ସିନ୍ ରିକ୍ରିଏଟ କରିଛି ପୁଲିସ । ୨ ଲୁଟେରାଙ୍କୁ ନେଇ ଲୁଟର ଡେମୋ କରିଛି ପୁଲିସ । ଏଟିଏମ୍ ସ୍ଥଳ, ଶିଶୁଭବନ, ଲିଙ୍ଗିପୁର ପେଟ୍ରୋଲ ପମ୍ପ, ଦୟାନଦୀ କୂଳକୁ ନେଇ ଡେମୋ କରିଛି ପୁଲିସ । ଏଟିଏମ୍ ଭାଙ୍ଗିଥିବା ସ୍ଥାନରୁ ଶାବଳ, ହାମର, ସ୍କ୍ରୁ ଡାଇଭର ମିଳିଛି । ଏହି ମାମଲାରେ ୨ ଲୁଟେରାଙ୍କଠାରୁ ଅଧିକ ତଥ୍ୟ ହାସଲ ପାଇଁ ୭ ଦିନ ରିମାଣ୍ଡ ଆବେଦନ କରିବ ପୁଲିସ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ହାଇପ୍ରୋଫାଇଲ୍ ହତ୍ୟାକାଣ୍ଡ: ଆଇଆରଏସ୍ ଅଫିସରଙ୍କ ଝିଅକୁ ଦୁଷ୍କର୍ମ ପରେ ହତ୍ୟା, ଗିରଫ ହେଲା ପୂର୍ବତନ ଚାକର

ସୂଚନା ଅନୁଯାୟୀ, ଗତକାଲି ୨ ଅନ୍ତର୍ଜାତୀୟ ଲୁଟେରାଙ୍କୁ ଗିରଫ କରିଥିଲା ପୁଲିସ । ଟଙ୍କା ଲୁଟ କରି କୋରିୟରରେ ବାଂଲାଦେଶ ପଠାଉଥିଲେ ଏହି ଲୁଟେରା । ଏଟିଏମ ଲୁଟ କରି ଭୁବନେଶ୍ବରରୁ ବସ୍‌ ଯୋଗେ ବିଶାଖାପାଟନମ୍ ଦେଇ ବାଙ୍ଗାଲୋର ଖସି ପଳାଇଥିଲେ ଏହି ଲୁଟେରାମାନେ । ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ବେଳେ ଲୁଟ୍ ପଛରେ ଅଣ ଓଡିଆ ଲୁଟେରା ଥିବା ସନ୍ଦେହ କରିଥିଲା ପୋଲିସ । ଏହି ଗ୍ୟାଙ୍ଗ ବାଙ୍ଗାଲୋରର ଏକ ଏଟିଏମକୁ ଟାର୍ଗେଟ କରୁଥିବା ବେଳେ ମାଡ଼ି ବସିଥିଲା ପୋଲିସ । କମିଶନରେଟ୍ ପୁଲିସର ମିଶନ ଅମ୍ପସିବଲ ହୋଇଛି ପସିବୁଲ । ଘଟଣାରେ ସମ୍ପୃକ୍ତ ଆଉ ୪ ଜଣଙ୍କୁ ଖୁବଶୀଘ୍ର ଧରିବ ବୋଲି ପୁଲିସ କହିଛି ।

ଆହୁରି ପଢ଼ନ୍ତୁ: "ମୋ ପାଖରେ ଅଲୌକିକ ଶକ୍ତି ଅଛି...": ନାସିକରେ 'ଭଣ୍ଡ ବାବା' ମହେଶଗିରିର କଳାକାରନାମା, ଯୁବତୀଙ୍କୁ ଦୁଷ୍କର୍ମ ପରେ କରୁଥିଲା ବ୍ଲାକମେଲ୍

17 Apr 2022 By The Sakala

ଭୁବନେଶ୍ବର ଲିଙ୍ଗିପୁର ଏଟିଏମ ଲୁଟ୍ ଘଟଣା: ଡେମୋ ଦେଖାଇଲା ଲୁଟେରା

ଭୁବନେଶ୍ୱର: ଭୁବନେଶ୍ବର ଲିଙ୍ଗିପୁର ଏଟିଏମ ଲୁଟ୍ ଘଟଣାରେ କ୍ରାଇମ୍ ସିନ୍ ରିକ୍ରିଏଟ କରିଛି ପୁଲିସ । ୨ ଲୁଟେରାଙ୍କୁ ନେଇ ଲୁଟର ଡେମୋ କରିଛି ପୁଲିସ । ଏଟିଏମ୍ ସ୍ଥଳ, ଶିଶୁଭବନ, ଲିଙ୍ଗିପୁର ପେଟ୍ରୋଲ ପମ୍ପ, ଦୟାନଦୀ କୂଳକୁ ନେଇ ଡେମୋ କରିଛି ପୁଲିସ । ଏଟିଏମ୍ ଭାଙ୍ଗିଥିବା ସ୍ଥାନରୁ ଶାବଳ, ହାମର, ସ୍କ୍ରୁ ଡାଇଭର ମିଳିଛି । ଏହି ମାମଲାରେ ୨ ଲୁଟେରାଙ୍କଠାରୁ ଅଧିକ ତଥ୍ୟ ହାସଲ ପାଇଁ ୭ ଦିନ ରିମାଣ୍ଡ ଆବେଦନ କରିବ ପୁଲିସ ।

ସୂଚନା ଅନୁଯାୟୀ, ଗତକାଲି ୨ ଅନ୍ତର୍ଜାତୀୟ ଲୁଟେରାଙ୍କୁ ଗିରଫ କରିଥିଲା ପୁଲିସ । ଟଙ୍କା ଲୁଟ କରି କୋରିୟରରେ ବାଂଲାଦେଶ ପଠାଉଥିଲେ ଏହି ଲୁଟେରା । ଏଟିଏମ ଲୁଟ କରି ଭୁବନେଶ୍ବରରୁ ବସ୍‌ ଯୋଗେ ବିଶାଖାପାଟନମ୍ ଦେଇ ବାଙ୍ଗାଲୋର ଖସି ପଳାଇଥିଲେ ଏହି ଲୁଟେରାମାନେ । ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ବେଳେ ଲୁଟ୍ ପଛରେ ଅଣ ଓଡିଆ ଲୁଟେରା ଥିବା ସନ୍ଦେହ କରିଥିଲା ପୋଲିସ । ଏହି ଗ୍ୟାଙ୍ଗ ବାଙ୍ଗାଲୋରର ଏକ ଏଟିଏମକୁ ଟାର୍ଗେଟ କରୁଥିବା ବେଳେ ମାଡ଼ି ବସିଥିଲା ପୋଲିସ । କମିଶନରେଟ୍ ପୁଲିସର ମିଶନ ଅମ୍ପସିବଲ ହୋଇଛି ପସିବୁଲ । ଘଟଣାରେ ସମ୍ପୃକ୍ତ ଆଉ ୪ ଜଣଙ୍କୁ ଖୁବଶୀଘ୍ର ଧରିବ ବୋଲି ପୁଲିସ କହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର