ଅବକାରୀ ଟିମ୍‌କୁ ବଡ଼ ସଫଳତା: ୨ କେଜି ବ୍ରାଉନସୁଗର ଜବତ, ଜଣେ ଗିରଫ

The Sakala Picture
Published On

ବାଲେଶ୍ଵର: ବାଲେଶ୍ବର ଜିଲ୍ଲା  ଅରଡ ବଜାରରୁ ୨ କିଲୋ ବ୍ରାଉନସୁଗର ଜବତ କରିଛି ଅବକାରୀ ବିଭାଗ। ବ୍ରାଉନସୁଗାର କାରବାର କରୁଥିବା ଜଣେ ଅଭିଯୁକ୍ତକୁ ଗରିଫ କରାଯାଇଥିବାବେଳେ ଅନ୍ୟଜଣେ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଗିରଫ ଅଭିଯୁକ୍ତରା ନାଁ ଅମଜାଦ ଖାଁ ବୋଲି ଜଣାପଡ଼ିଛି। ପଶ୍ଚିମବଙ୍ଗରୁ ବ୍ରାଉନସୁଗର ଆଣି ଅରଡ ବଜାରରେ ଗଚ୍ଛିତ ରଖିଥିଲେ। ଅରଡବ ଜାରରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ଚାଲାଣ କରାଯାଉଥିଲା। ଗୁଇନ୍ଦା ସୂଚନା ଆଧାରରେ ଅବକାରୀ ବିଭାଗ ଏହି ଚଢାଉ କରି ବ୍ରାଉନସୁଗାର ଜବତ କରିଛି। […]

ବାଲେଶ୍ଵର: ବାଲେଶ୍ବର ଜିଲ୍ଲା  ଅରଡ ବଜାରରୁ ୨ କିଲୋ ବ୍ରାଉନସୁଗର ଜବତ କରିଛି ଅବକାରୀ ବିଭାଗ। ବ୍ରାଉନସୁଗାର କାରବାର କରୁଥିବା ଜଣେ ଅଭିଯୁକ୍ତକୁ ଗରିଫ କରାଯାଇଥିବାବେଳେ ଅନ୍ୟଜଣେ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଗିରଫ ଅଭିଯୁକ୍ତରା ନାଁ ଅମଜାଦ ଖାଁ ବୋଲି ଜଣାପଡ଼ିଛି। ପଶ୍ଚିମବଙ୍ଗରୁ ବ୍ରାଉନସୁଗର ଆଣି ଅରଡ ବଜାରରେ ଗଚ୍ଛିତ ରଖିଥିଲେ। ଅରଡବ ଜାରରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ଚାଲାଣ କରାଯାଉଥିଲା। ଗୁଇନ୍ଦା ସୂଚନା ଆଧାରରେ ଅବକାରୀ ବିଭାଗ ଏହି ଚଢାଉ କରି ବ୍ରାଉନସୁଗାର ଜବତ କରିଛି। ଜବତ ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କା ସୂଚନା।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର