ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହେଲେ କୋଟିପତି କିରାଣୀ

The Sakala Picture
Published On

ଭୁବନେଶ୍ବର: ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି କୋଟିପତି କିରାଣୀ । କିରାଣୀଙ୍କ ଘରେ ରେଡ୍ ମାରିଥିଲା ଭିଜିଲାନ୍ସ। ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ଚଢାଉ ପରେ ଆଜି ଗିରଫ ହୋଇଛନ୍ତି କିରାଣୀ । ସୂଚନା ଅନୁଯାୟୀ, ଗତକାଲି ବରିଷ୍ଠ କିରଣୀ ଦିଲ୍ଲୀପ କୁମାର ଜେନାଙ୍କ ଘରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ମାରିଥିଲା ଭିଜିଲାନ୍ସ । ୩କୋଟିରୁ ଅଧିକ […]

ଭୁବନେଶ୍ବର: ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି କୋଟିପତି କିରାଣୀ । କିରାଣୀଙ୍କ ଘରେ ରେଡ୍ ମାରିଥିଲା ଭିଜିଲାନ୍ସ। ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ଚଢାଉ ପରେ ଆଜି ଗିରଫ ହୋଇଛନ୍ତି କିରାଣୀ ।

ଆହୁରି ପଢ଼ନ୍ତୁ: ଭାରତର ମୋଷ୍ଟ ୱାଣ୍ଟେଡ୍ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଆମେରିକାରେ ଗିରଫ, ରହିଛି ଅନେକ ହତ୍ୟା ଏବଂ ଅପରାଧ ମାମଲା

ସୂଚନା ଅନୁଯାୟୀ, ଗତକାଲି ବରିଷ୍ଠ କିରଣୀ ଦିଲ୍ଲୀପ କୁମାର ଜେନାଙ୍କ ଘରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ମାରିଥିଲା ଭିଜିଲାନ୍ସ । ୩କୋଟିରୁ ଅଧିକ ସମ୍ପତି ଠାବ କରାଯାଇଥିଲା । ଘରୁ ସୁନା ଗହଣା ସହିତ ନଗଦ ଟଙ୍କା ଏବଂ ଜାଗମରା ମଲ୍ଲିକ କମ୍ପେ୍ଲକ୍ସରେ ଥିବା ୪ମହଲା କୋଠା, ଯାହାର ମୂଲ୍ୟ ୧କୋଟି ୮ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଇଛି । ସୁନା ଗହଣା ଏବଂ ଘର ସମେତ ଦାମୀ ଗାଡି ମଧ୍ୟ ଜବତ କରାଯାଇଥିଲା । ଏବେ କୋଟିପତି କିରାଣୀଙ୍କୁ ପୋଲିସ ଗିରଫ କରିଥିବା ବେଳେ ଆଉ କେତେ ସମ୍ପତି ଅଛି ସେ ନେଇ ତଦନ୍ତ ଜାରି ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର