ରାଜଧାନୀରେ ଡବଲ ମର୍ଡର: ସ୍ତ୍ରୀ ଓ ଶାଳୀକୁ ହତ୍ୟା କଲା ସ୍ବାମୀ
ଭୁବନେଶ୍ୱର: ରାଜଧାନୀରେ ଡବଲ ମର୍ଡର। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ କଲୋନୀରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସ୍ତ୍ରୀ ଓ ଶାଳୀକୁ ହତ୍ୟା କରିଛି ସ୍ୱାମୀ। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚିି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଅଭିଯୁକ୍ତ ସ୍ୱାମୀ ବିଜୟ ସେଠୀକୁ ଅଟକ ରଖିଛି ପୁଲିସ। ହତ୍ୟାକାରୀ ବିଜୟ ସିଟିଡିସି ମେକାନିକାଲ୍ରେ ବିଭାଗରେ କାମ କରୁଥିବା ସୂଚନା ମିଳିିିଛି। ତେବେ ଏଭଳି […]
ଭୁବନେଶ୍ୱର: ରାଜଧାନୀରେ ଡବଲ ମର୍ଡର। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ କଲୋନୀରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସ୍ତ୍ରୀ ଓ ଶାଳୀକୁ ହତ୍ୟା କରିଛି ସ୍ୱାମୀ। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚିି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଅଭିଯୁକ୍ତ ସ୍ୱାମୀ ବିଜୟ ସେଠୀକୁ ଅଟକ ରଖିଛି ପୁଲିସ। ହତ୍ୟାକାରୀ ବିଜୟ ସିଟିଡିସି ମେକାନିକାଲ୍ରେ ବିଭାଗରେ କାମ କରୁଥିବା ସୂଚନା ମିଳିିିଛି। ତେବେ ଏଭଳି ହତ୍ୟା କାଣ୍ଡ କାହିଁକି ଘଟିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ଜଣାପଡ଼ି ନାହିଁ।
ଆହୁରି ପଢ଼ନ୍ତୁ: ଭାରତର ମୋଷ୍ଟ ୱାଣ୍ଟେଡ୍ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଆମେରିକାରେ ଗିରଫ, ରହିଛି ଅନେକ ହତ୍ୟା ଏବଂ ଅପରାଧ ମାମଲା
ସୂଚନା ଅନୁଯାୟୀ, ମୃତକ ଦ୍ବୟ ହେଉଛନ୍ତି ସରସ୍ୱତୀ ସେଠୀ ଓ ଗାୟତ୍ରୀ ସେଠୀ ।






