ପାରିବାରିକ କଳହରୁ ବିଭତ୍ସ ହତ୍ୟାକାଣ୍ଡ: ବାପାକୁ ହାଣି ହତ୍ୟାକଲେ ଦୁଇ ପୁଅ ଓ ମା’

The Sakala Picture
Published On

ଗଞ୍ଜାମ: ପାରିବାରିକ କଳହରୁ ବିଭତ୍ସ ହତ୍ୟାକାଣ୍ଡ । ବାପାକୁ ହାଣିଲେ ଦୁଇ ପୁଅ ଏବଂ ମା’। ସ୍ତ୍ରୀ ସାଜିଲା ସ୍ବାମୀର ହତ୍ୟାକାରି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଖଲ୍ଲିକୋଟ ଥାନା ଅନ୍ତର୍ଗତ ତୋଟାଗାଁରେ। ମୃତ ବ୍ୟକ୍ତିଙ୍କ ନାମ ସୂର୍ଯ୍ଯ ପାହାନ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ତୋଟାଗାଁ ଶ୍ମଶାନ ନିକଟରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା କୌଣସି ଏକ ସୁତ୍ରରୁ ଖବର ପାଇ […]

ଗଞ୍ଜାମ: ପାରିବାରିକ କଳହରୁ ବିଭତ୍ସ ହତ୍ୟାକାଣ୍ଡ । ବାପାକୁ ହାଣିଲେ ଦୁଇ ପୁଅ ଏବଂ ମା’। ସ୍ତ୍ରୀ ସାଜିଲା ସ୍ବାମୀର ହତ୍ୟାକାରି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଖଲ୍ଲିକୋଟ ଥାନା ଅନ୍ତର୍ଗତ ତୋଟାଗାଁରେ। ମୃତ ବ୍ୟକ୍ତିଙ୍କ ନାମ ସୂର୍ଯ୍ଯ ପାହାନ ବୋଲି ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ହାଇପ୍ରୋଫାଇଲ୍ ହତ୍ୟାକାଣ୍ଡ: ଆଇଆରଏସ୍ ଅଫିସରଙ୍କ ଝିଅକୁ ଦୁଷ୍କର୍ମ ପରେ ହତ୍ୟା, ଗିରଫ ହେଲା ପୂର୍ବତନ ଚାକର

ସୂଚନା ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ତୋଟାଗାଁ ଶ୍ମଶାନ ନିକଟରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା କୌଣସି ଏକ ସୁତ୍ରରୁ ଖବର ପାଇ ଖଲ୍ଲିକୋଟ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା। ଉକ୍ତ ମୃତଦେକୁ ପୁଲିସ ଜବତ କରି ଥିବାବେଳେ ଦୁଇ ପୁଅ ଏବଂ ସ୍ତ୍ରୀ କୁ ଅଟକ ରଖିଛି । ଘଟଣା ସ୍ଥଳରେ ପୁଲିସ ଏବଂ ସାଇଣ୍ଟିଫିକ୍ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସ୍ତ୍ରୀଙ୍କ କହିବା ଅନୁୟୀ, ତାଙ୍କ ସ୍ବାମୀ ଦୁଇ ପୁଅଙ୍କୁ ଏବଂ ତାଙ୍କୁ  ୧୫ବର୍ଷ ହେଲା ଅତ୍ୟାଚାର କରୁଥିଲେ। ସେହି କାରଣକୁ ନେଇ ଏଭଳି ଏକ କରୁଣ ପରିଣତି ଘଟିଛି।

ଆହୁରି ପଢ଼ନ୍ତୁ: "ମୋ ପାଖରେ ଅଲୌକିକ ଶକ୍ତି ଅଛି...": ନାସିକରେ 'ଭଣ୍ଡ ବାବା' ମହେଶଗିରିର କଳାକାରନାମା, ଯୁବତୀଙ୍କୁ ଦୁଷ୍କର୍ମ ପରେ କରୁଥିଲା ବ୍ଲାକମେଲ୍

09 Nov 2022 By The Sakala

ପାରିବାରିକ କଳହରୁ ବିଭତ୍ସ ହତ୍ୟାକାଣ୍ଡ: ବାପାକୁ ହାଣି ହତ୍ୟାକଲେ ଦୁଇ ପୁଅ ଓ ମା’

ଗଞ୍ଜାମ: ପାରିବାରିକ କଳହରୁ ବିଭତ୍ସ ହତ୍ୟାକାଣ୍ଡ । ବାପାକୁ ହାଣିଲେ ଦୁଇ ପୁଅ ଏବଂ ମା’। ସ୍ତ୍ରୀ ସାଜିଲା ସ୍ବାମୀର ହତ୍ୟାକାରି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଖଲ୍ଲିକୋଟ ଥାନା ଅନ୍ତର୍ଗତ ତୋଟାଗାଁରେ। ମୃତ ବ୍ୟକ୍ତିଙ୍କ ନାମ ସୂର୍ଯ୍ଯ ପାହାନ ବୋଲି ଜଣାପଡ଼ିଛି ।

ସୂଚନା ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ତୋଟାଗାଁ ଶ୍ମଶାନ ନିକଟରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା କୌଣସି ଏକ ସୁତ୍ରରୁ ଖବର ପାଇ ଖଲ୍ଲିକୋଟ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା। ଉକ୍ତ ମୃତଦେକୁ ପୁଲିସ ଜବତ କରି ଥିବାବେଳେ ଦୁଇ ପୁଅ ଏବଂ ସ୍ତ୍ରୀ କୁ ଅଟକ ରଖିଛି । ଘଟଣା ସ୍ଥଳରେ ପୁଲିସ ଏବଂ ସାଇଣ୍ଟିଫିକ୍ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସ୍ତ୍ରୀଙ୍କ କହିବା ଅନୁୟୀ, ତାଙ୍କ ସ୍ବାମୀ ଦୁଇ ପୁଅଙ୍କୁ ଏବଂ ତାଙ୍କୁ  ୧୫ବର୍ଷ ହେଲା ଅତ୍ୟାଚାର କରୁଥିଲେ। ସେହି କାରଣକୁ ନେଇ ଏଭଳି ଏକ କରୁଣ ପରିଣତି ଘଟିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର