ଭିଜିଲାନ୍ସ ପଞ୍ଝାରେ ପାଟଣାଗଡ ଫରେଷ୍ଟ ରେଞ୍ଚର ଫରେଷ୍ଟ ଗାର୍ଡ

The Sakala Picture
Published On

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଫରେଷ୍ଟ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ରଶ୍ମିରଞ୍ଜନ ସ୍ୱାଇଁ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଜଣେ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଫରେଷ୍ଟ ଗାର୍ଡ ରଶ୍ମିରଞ୍ଜନ ସ୍ୱାଇଁ ଶ୍ରମିକଙ୍କ ପେମେଣ୍ଟ ଟଙ୍କା ଆକାଉଣ୍ଟରେ ପକାଇବା ପାଇଁ ୧୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏହି ସମୟରେ ଭିଜିଲାନ୍ସ ତାଙ୍କୁ ଧରିଥିଲା । ଲାଞ୍ଚ ନେଉଥିବା ଟଙ୍କା ଜବତ […]

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଫରେଷ୍ଟ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ରଶ୍ମିରଞ୍ଜନ ସ୍ୱାଇଁ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଜଣେ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ମେଟ୍ରୋ ବାତିଲ ନିଷ୍ପତ୍ତି ବିଜେପି ସରକାରଙ୍କ ହୀନମନ୍ୟତାର ପରିଚୟ: ବିଜେଡି

ସୂଚନା ଅନୁଯାୟୀ, ଫରେଷ୍ଟ ଗାର୍ଡ ରଶ୍ମିରଞ୍ଜନ ସ୍ୱାଇଁ ଶ୍ରମିକଙ୍କ ପେମେଣ୍ଟ ଟଙ୍କା ଆକାଉଣ୍ଟରେ ପକାଇବା ପାଇଁ ୧୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏହି ସମୟରେ ଭିଜିଲାନ୍ସ ତାଙ୍କୁ ଧରିଥିଲା । ଲାଞ୍ଚ ନେଉଥିବା ଟଙ୍କା ଜବତ କରିବା ସହ ଏକକାଳୀନ ତିନୋଟି ସ୍ଥାନରେ ଚଢାଉ ଚାଲିଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଦଲାଲଙ୍କ ଜାଲରେ ଉଜ୍ଜ୍ୱଳା ଉପଭୋକ୍ତା, ନିରବଦ୍ରଷ୍ଟା ସାଜିଛି ଯୋଗାଣ ବିଭାଗ

29 Sep 2022 By The Sakala

ଭିଜିଲାନ୍ସ ପଞ୍ଝାରେ ପାଟଣାଗଡ ଫରେଷ୍ଟ ରେଞ୍ଚର ଫରେଷ୍ଟ ଗାର୍ଡ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଫରେଷ୍ଟ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ରଶ୍ମିରଞ୍ଜନ ସ୍ୱାଇଁ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଜଣେ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଥିବା ଜଣାପଡିଛି ।

ସୂଚନା ଅନୁଯାୟୀ, ଫରେଷ୍ଟ ଗାର୍ଡ ରଶ୍ମିରଞ୍ଜନ ସ୍ୱାଇଁ ଶ୍ରମିକଙ୍କ ପେମେଣ୍ଟ ଟଙ୍କା ଆକାଉଣ୍ଟରେ ପକାଇବା ପାଇଁ ୧୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏହି ସମୟରେ ଭିଜିଲାନ୍ସ ତାଙ୍କୁ ଧରିଥିଲା । ଲାଞ୍ଚ ନେଉଥିବା ଟଙ୍କା ଜବତ କରିବା ସହ ଏକକାଳୀନ ତିନୋଟି ସ୍ଥାନରେ ଚଢାଉ ଚାଲିଥିବା ଜଣାପଡିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର