ପୁଣି ରାଜଧାନୀରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ପୁଣି ରାଜଧାନୀ ଭୁବନେଶ୍ୱରରୁ ଆଉ ଜଣେ ଛାତ୍ରୀଙ୍କ ମୃତଦେହ ଆଜି ଉଦ୍ଧାର ହୋଇଛି। ମୃତ ଛାତ୍ରୀ  ଜଣଙ୍କ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଏମସିଏ ପଢୁଥିବା ଜଣାପଡ଼ିଛି। ଆଚାର୍ଯ୍ଯ ବିହାରରେ ଥିବା ଏକ ଭଡା ଘରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ବେକରେ ଫାଶି ଲଗାଇଥିବା ଅବସ୍ଥାରେ ମୃତଦେହ ମିଳିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।

About The Author: The Sakala