ଧରାପଡ଼ିଲା ହାର୍ଡକୋର୍ ମାଓବାଦୀ କୁଞ୍ଜମ ହିଡ୍‌ମା

The Sakala Picture
Published On

କୋରାପୁଟ: ଧରାପଡ଼ିଲା ହାର୍ଡକୋର୍ ମାଓବାଦୀ କୁଞ୍ଜମ ହିଡ୍‌ମା ଓରଫ ମୋହନ। କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ପେଟଗୁଡ଼ା ଜଙ୍ଗଲରୁ ଧରିଲା ପୁଲିସ। AK-47 ସମେତ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ। କୁଞ୍ଜମ ACM ଥିଲା, ୭ଟି ବଡ଼ ହିଂସାକାଣ୍ଡରେ ସମ୍ପୃକ୍ତ। ଏନେଇ କୋରାପୁଟ ଏସପି ରୋହିତ ବର୍ମା ସୂଚନା ଦେଇଛନ୍ତି। କୁଞ୍ଜମ ହିଡ୍‌ମା ଛତିଶଗଡ ରାଜ୍ୟ ବିଜାପୁର ଜିଲ୍ଲା ଉସୁରୁ ଥାନା ଜାନାଗୁଡ଼ା ଗ୍ରାମର ବୋଲି ସୂଚନା ଦେଇଛନ୍ତି କୋରାପୁଟ ଏସପି। ତାକୁ ଧରିବା ପାଇଁ […]

କୋରାପୁଟ: ଧରାପଡ଼ିଲା ହାର୍ଡକୋର୍ ମାଓବାଦୀ କୁଞ୍ଜମ ହିଡ୍‌ମା ଓରଫ ମୋହନ। କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ପେଟଗୁଡ଼ା ଜଙ୍ଗଲରୁ ଧରିଲା ପୁଲିସ। AK-47 ସମେତ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ। କୁଞ୍ଜମ ACM ଥିଲା, ୭ଟି ବଡ଼ ହିଂସାକାଣ୍ଡରେ ସମ୍ପୃକ୍ତ। ଏନେଇ କୋରାପୁଟ ଏସପି ରୋହିତ ବର୍ମା ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଗ୍ରେଟର ନୋଏଡାରେ ସ୍ଲିପର ବସ୍ ଭିତରେ ୧୬ ବର୍ଷର ନାବାଳିକାଙ୍କୁ ଗଣଦୁଷ୍କର୍ମ, ଡ୍ରାଇଭର ଓ କଣ୍ଡକ୍ଟର ଗିରଫ

କୁଞ୍ଜମ ହିଡ୍‌ମା ଛତିଶଗଡ ରାଜ୍ୟ ବିଜାପୁର ଜିଲ୍ଲା ଉସୁରୁ ଥାନା ଜାନାଗୁଡ଼ା ଗ୍ରାମର ବୋଲି ସୂଚନା ଦେଇଛନ୍ତି କୋରାପୁଟ ଏସପି। ତାକୁ ଧରିବା ପାଇଁ ୪ଲକ୍ଷ ଟଙ୍କା ପୁରସ୍କାର ରହିଥିଲା। କୋରାପୁଟ ଜିଲ୍ଲାର ୪ଟି ଓ ମାଲକାନଗିରି ଜିଲ୍ଲାର ୩ଟି ବଡ ମାଓ ହିଂସା କାଣ୍ଡରେ ଜଡ଼ିତ। ୨୦୦୭ ମସିହାରେ ମାତ୍ର ୧୪ ବର୍ଷ ବୟସରେ ମାଓ ସଙ୍ଗଠନରେ ସାମିଲ ହୋଇଥିଲା। ଏହି ଘଟଣରେ ଆନ୍ଧ୍ର ଓଡ଼ିଶା ବୋର୍ଡର ଜୋନାଲ କୋରାପୁଟ ପୁଲିସକୁ ମିଳିଛି ବଡ ସଫଳତା।

ଆହୁରି ପଢ଼ନ୍ତୁ: ସୁନା ଲୋଭରେ ସମ୍ପର୍କରେ ଲାଗିଲା ରକ୍ତର ଛିଟା, ପ୍ରେମିକ ସହ ମିଶି ମଉସାଙ୍କୁ ହତ୍ୟା କଲା ଝିଆରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର