ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ବ ସହାୟକ, ଲାଞ୍ଚ ନେବାବେଳେ ମାଡ଼ି ବସିଲା ଭିଜିଲାନ୍ସ

The Sakala Picture
Published On

ବୌଦ୍ଧ: ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା କନିଷ୍ଠ ରାଜସ୍ବ ସହାୟକ ଚୌଧୁରୀ ପପୁନ କୁମାର ଦାସ । ବୌଦ୍ଧ ଜିଲ୍ଲା ସଂଗ୍ରହାଳୟରେ ଏକ ଆକ୍ୱାରିୟମ୍ ପ୍ରୋଜେକ୍ଟ ପ୍ରତିଷ୍ଠା କରିବାକୁ ଦୀର୍ଘ ଦିନ ଧରି ପଡିରହିଥିବା ବିଲକୁ ମଞ୍ଜୁରୀ କରିବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୨୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ । ସମସ୍ତ ଲାଞ୍ଚ ତାଙ୍କ ଜବତ କରିବା ସହ ତାଙ୍କ ବାସଭବନ ସମେତ ୨ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ। […]

ବୌଦ୍ଧ: ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା କନିଷ୍ଠ ରାଜସ୍ବ ସହାୟକ ଚୌଧୁରୀ ପପୁନ କୁମାର ଦାସ । ବୌଦ୍ଧ ଜିଲ୍ଲା ସଂଗ୍ରହାଳୟରେ ଏକ ଆକ୍ୱାରିୟମ୍ ପ୍ରୋଜେକ୍ଟ ପ୍ରତିଷ୍ଠା କରିବାକୁ ଦୀର୍ଘ ଦିନ ଧରି ପଡିରହିଥିବା ବିଲକୁ ମଞ୍ଜୁରୀ କରିବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୨୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ । ସମସ୍ତ ଲାଞ୍ଚ ତାଙ୍କ ଜବତ କରିବା ସହ ତାଙ୍କ ବାସଭବନ ସମେତ ୨ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ।

ଆହୁରି ପଢ଼ନ୍ତୁ: ଯାଜପୁରରେ ଅଘଟଣ: ନଦୀ ପାର ସମୟରେ ବୁଡିଗଲା ଡଙ୍ଗା; ଦୁଇ ନିଖୋଜ, ଦୁଇ ଉଦ୍ଧାର

ସୂଚନା ଅନୁଯାୟୀ, ବୌଦ୍ଧ ଜିଲ୍ଲା ସଂଗ୍ରହାଳୟରେ ଏକ ଆକ୍ୱାରିୟମ୍ ପ୍ରୋଜେକ୍ଟ ପ୍ରତିଷ୍ଠା କରିବାକୁ ଦୀର୍ଘ ଦିନ ଧରି ପଡିରହିଥିବା ବିଲକୁ ମଞ୍ଜୁରୀ କରିବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୨୫,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ କନିଷ୍ଠ ରାଜସ୍ବ ସହାୟକ ଚୌଧୁରୀ ପପୁନ କୁମାର ଦାସ । ଏନେଇ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ ଉକ୍ତ ବ୍ୟକ୍ତି ଜଣଙ୍କ। ଯୋଜନା ମୁତାବକ ଆଜି ଉକ୍ତ ବ୍ୟକ୍ତି ଜଣଙ୍କ ଶ୍ରୀ ଦାସଙ୍କୁ ୨୫,୦୦୦ ଟଙ୍କା ଲାଞ୍ଚ ଦେଉଥିବା ବେଳେ ପୂର୍ବରୁ ଲୁଚି ରହିଥିବା ଭିଜିଲାନ୍ସ ଟିମ ତାଙ୍କୁ ମାଡି ବସିଥିଲା।

ଆହୁରି ପଢ଼ନ୍ତୁ: କୋଟିଆ ବିବାଦ ନେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ଭକ୍ତ ଦାସ, ଆଲୋଚନା ମାଧ୍ୟମରେ ସମାଧାନ ପାଇଁ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର