ଭିଜିଲାନ୍ସ ଜାଲରେ ସ୍ବାମୀ-ସ୍ତ୍ରୀ, PMAY ହିତାଧିକାରୀଙ୍କ ଠାରୁ ନେଉଥିଲେ ଲାଞ୍ଚ…
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ଓ ତାଙ୍କ ସ୍ବାମୀ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY)ର ଜଣେ ହିତାଧିକାରୀଙ୍କ ଠାରୁ ଲାଞ୍ଚ ମାଗି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବରଗଡ଼ ଜିଲ୍ଲା ପଦ୍ମପୁରର ଜ୍ଞାନ ପଞ୍ଚାୟତର ପିଇଓ ନୁପୂର ସେଠୀ ଓ ତାଙ୍କ ସ୍ବାମୀ ପ୍ରକାଶ ବିଶ୍ବାଳ। ଉକ୍ତ ହିତଧିକାରୀଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସେ ୧୦ ହଜାର ଟଙ୍କା ଦେବାକୁ ରାଜି ହୋଇ ନ ଥିଲେ। ପରେ ତାଙ୍କୁ ୫ ହଜାର […]
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ଓ ତାଙ୍କ ସ୍ବାମୀ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY)ର ଜଣେ ହିତାଧିକାରୀଙ୍କ ଠାରୁ ଲାଞ୍ଚ ମାଗି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବରଗଡ଼ ଜିଲ୍ଲା ପଦ୍ମପୁରର ଜ୍ଞାନ ପଞ୍ଚାୟତର ପିଇଓ ନୁପୂର ସେଠୀ ଓ ତାଙ୍କ ସ୍ବାମୀ ପ୍ରକାଶ ବିଶ୍ବାଳ। ଉକ୍ତ ହିତଧିକାରୀଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସେ ୧୦ ହଜାର ଟଙ୍କା ଦେବାକୁ ରାଜି ହୋଇ ନ ଥିଲେ। ପରେ ତାଙ୍କୁ ୫ ହଜାର ଟଙ୍କା ଦେବା ପାଇଁ କହିଥିଲେ। ଉକ୍ତ ହିତାଧିକାରୀ ଜଣଙ୍କ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଆଜି ପିଇଓ ଏବଂ ତାଙ୍କ ସ୍ବାମୀ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ି ବସିଥିଲା ଭିଜିଲାନ୍ସ। ଲାଞ୍ଚ ଟଙ୍କାକୁ ଜବତ କରିଛି ଭିଜାଲାନ୍ସ।