ଭିଜିଲାନ୍ସ ଜାଲରେ ଲମତାପୁଟ ଆରଆଇ ଓ ପିଅନ

The Sakala Picture
Published On

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଲମତାପୁଟ ଆରଆଇ ଓ ପିଅନ । ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଛନ୍ତି ଲମତାପୁଟ ଆରଆଇ ବିଜୟ ବାଗ ଓ ପିଅନ ରୋହିତ ପାଢୀ । ଜମି ମାପଚୁପ ପାଇଁ ଜଣଙ୍କ ଠାରୁ ଲାଞ୍ଚ ନେଉଥିବାବେଳେ ଧରାପଡିଛନ୍ତି । ଏହା ପରେ ଭିଜିଲାନ୍ସ ବିଭାଗର ୩ଟି ଟିମ୍ ଲମତାପୁଟ ଓ ମାଛକୁଣ୍ଡରେ ଯାଞ୍ଚ କରୁଛନ୍ତି । ଲମତାପୁଟ ତହସିଲ କାର୍ଯ୍ୟାଳୟ ସମେତ ବାସଭବନରେ ଜୟପୁର ଭିଜିଲାନ୍ସର ଦୁଇଟି ଟିମ ତଦନ୍ତ ଜାରି […]

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଲମତାପୁଟ ଆରଆଇ ଓ ପିଅନ । ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଛନ୍ତି ଲମତାପୁଟ ଆରଆଇ ବିଜୟ ବାଗ ଓ ପିଅନ ରୋହିତ ପାଢୀ । ଜମି ମାପଚୁପ ପାଇଁ ଜଣଙ୍କ ଠାରୁ ଲାଞ୍ଚ ନେଉଥିବାବେଳେ ଧରାପଡିଛନ୍ତି । ଏହା ପରେ ଭିଜିଲାନ୍ସ ବିଭାଗର ୩ଟି ଟିମ୍ ଲମତାପୁଟ ଓ ମାଛକୁଣ୍ଡରେ ଯାଞ୍ଚ କରୁଛନ୍ତି । ଲମତାପୁଟ ତହସିଲ କାର୍ଯ୍ୟାଳୟ ସମେତ ବାସଭବନରେ ଜୟପୁର ଭିଜିଲାନ୍ସର ଦୁଇଟି ଟିମ ତଦନ୍ତ ଜାରି ରଖିଥିବା ଜଣାପଡିଛି । ବିଜୟ ବାଗ ଓ ରୋହିତ ପାଢୀଙ୍କୁ ଅଟକ ରଖି ଅଧିକ ପଚରାଉଚରା କରୁଛି ଜୟପୁର ଭିଜିଲାନ୍ସ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ପୂର୍ବରୁ ପୁରୀରେ ସମ୍ପନ୍ନ ହେଲା ତିନି ରଥର ଦକ୍ଷିଣ ମୋଡ଼ ନୀତି

19 Dec 2023 By The Sakala

ଭିଜିଲାନ୍ସ ଜାଲରେ ଲମତାପୁଟ ଆରଆଇ ଓ ପିଅନ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଲମତାପୁଟ ଆରଆଇ ଓ ପିଅନ । ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଛନ୍ତି ଲମତାପୁଟ ଆରଆଇ ବିଜୟ ବାଗ ଓ ପିଅନ ରୋହିତ ପାଢୀ । ଜମି ମାପଚୁପ ପାଇଁ ଜଣଙ୍କ ଠାରୁ ଲାଞ୍ଚ ନେଉଥିବାବେଳେ ଧରାପଡିଛନ୍ତି । ଏହା ପରେ ଭିଜିଲାନ୍ସ ବିଭାଗର ୩ଟି ଟିମ୍ ଲମତାପୁଟ ଓ ମାଛକୁଣ୍ଡରେ ଯାଞ୍ଚ କରୁଛନ୍ତି । ଲମତାପୁଟ ତହସିଲ କାର୍ଯ୍ୟାଳୟ ସମେତ ବାସଭବନରେ ଜୟପୁର ଭିଜିଲାନ୍ସର ଦୁଇଟି ଟିମ ତଦନ୍ତ ଜାରି ରଖିଥିବା ଜଣାପଡିଛି । ବିଜୟ ବାଗ ଓ ରୋହିତ ପାଢୀଙ୍କୁ ଅଟକ ରଖି ଅଧିକ ପଚରାଉଚରା କରୁଛି ଜୟପୁର ଭିଜିଲାନ୍ସ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର