ପୁଅ ହତ୍ୟାକାରୀ ବାପାକୁ ଆଜୀବନ କାରାଦଣ୍ଡ

The Sakala Picture
Published On

ଭୁବନେଶ୍ବର: ପୁଅକୁ ହତ୍ୟାକାରୀ ବାପାକୁ ଆଜୀବନ କାରାଦଣ୍ଡ । ଭୁବନେଶ୍ୱର ଏଡିଜେ ୨ କୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ। ଅଭିଯୁକ୍ତ ଦାସରଥୀ ଟୁଡୁ ନିଜ ପୁଅକୁ ହତ୍ୟା କରିଥିଲା । ୧୧ ମାର୍ଚ୍ଚ ୨୦୧୯ ରେ ଏହି ହତ୍ୟାକାଣ୍ଡ ଘଟିଥିଲା । ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ମୁଣ୍ଡାସାହିରେ ଘଟିଥିଲା ହତ୍ୟାକାଣ୍ଡ । ନିଜ ସାବତ ପୁଅକୁ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଥିଲା ଅଭିଯୁକ୍ତ। ପ୍ରଥମେ ଅପମୃତ୍ୟୁ ମାମଲା ରୁଜୁ କରିଥିଲା ପୁଲିସ ଓ ପରେ ହତ୍ୟାକାଣ୍ଡ ମାମଲା […]

ଭୁବନେଶ୍ବର: ପୁଅକୁ ହତ୍ୟାକାରୀ ବାପାକୁ ଆଜୀବନ କାରାଦଣ୍ଡ । ଭୁବନେଶ୍ୱର ଏଡିଜେ ୨ କୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ। ଅଭିଯୁକ୍ତ ଦାସରଥୀ ଟୁଡୁ ନିଜ ପୁଅକୁ ହତ୍ୟା କରିଥିଲା । ୧୧ ମାର୍ଚ୍ଚ ୨୦୧୯ ରେ ଏହି ହତ୍ୟାକାଣ୍ଡ ଘଟିଥିଲା । ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ମୁଣ୍ଡାସାହିରେ ଘଟିଥିଲା ହତ୍ୟାକାଣ୍ଡ । ନିଜ ସାବତ ପୁଅକୁ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଥିଲା ଅଭିଯୁକ୍ତ। ପ୍ରଥମେ ଅପମୃତ୍ୟୁ ମାମଲା ରୁଜୁ କରିଥିଲା ପୁଲିସ ଓ ପରେ ହତ୍ୟାକାଣ୍ଡ ମାମଲା ରୁଜୁ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

02 Sep 2024 By The Sakala

ପୁଅ ହତ୍ୟାକାରୀ ବାପାକୁ ଆଜୀବନ କାରାଦଣ୍ଡ

ଭୁବନେଶ୍ବର: ପୁଅକୁ ହତ୍ୟାକାରୀ ବାପାକୁ ଆଜୀବନ କାରାଦଣ୍ଡ । ଭୁବନେଶ୍ୱର ଏଡିଜେ ୨ କୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ। ଅଭିଯୁକ୍ତ ଦାସରଥୀ ଟୁଡୁ ନିଜ ପୁଅକୁ ହତ୍ୟା କରିଥିଲା । ୧୧ ମାର୍ଚ୍ଚ ୨୦୧୯ ରେ ଏହି ହତ୍ୟାକାଣ୍ଡ ଘଟିଥିଲା । ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ମୁଣ୍ଡାସାହିରେ ଘଟିଥିଲା ହତ୍ୟାକାଣ୍ଡ । ନିଜ ସାବତ ପୁଅକୁ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଥିଲା ଅଭିଯୁକ୍ତ। ପ୍ରଥମେ ଅପମୃତ୍ୟୁ ମାମଲା ରୁଜୁ କରିଥିଲା ପୁଲିସ ଓ ପରେ ହତ୍ୟାକାଣ୍ଡ ମାମଲା ରୁଜୁ କରାଯାଇଥିଲା ।

https://www.thesakala.in/crime/life-sentence-for-father-who-killed-son/article-34876
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର