STF ପଞ୍ଝାରେ ବଜ୍ରକାପ୍ତା ଚୋରାଚାଲାଣକାରୀ, ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର

The Sakala Picture
Published On

ବରଗଡ: ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚୋରାଚାଲାଣକାରୀ । ଡିଲ୍ ଚାଲିଥିବା ବେଳେ ମାଡିବସିଲା ଏସଟିଏଫ । ବଜ୍ରକାପ୍ତା ଚାଲାଣକାରୀଙ୍କୁ ବରଗଡ଼ ବନବିଭାଗ ସହାୟତାରେ ଗିରଫ କଲା ଏସଟିଏଫ । ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ଆମ୍ବଭୋଣା-ଡୁଙ୍ଗୁରୀ ରାସ୍ତା ବୁଢିପାଲି ଛକ ନିକଟରେ ଡିଲ ଚାଲିଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇଁ ଘଟଣା ସ୍ଥଳରେ ପହଞ୍ଚିଥିଲା ଏସଟିଏଫ । ଚଢାଉ କରି ସେଠାରୁ ଏକ ଜୀବନ୍ତ ବଜ୍ରକାପ୍ତା ଓ ଅନ୍ୟାନ୍ୟ ଅପରାଧିକ ସାମଗ୍ରୀ ଜବତ କରିବା ସହ […]

ବରଗଡ: ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚୋରାଚାଲାଣକାରୀ । ଡିଲ୍ ଚାଲିଥିବା ବେଳେ ମାଡିବସିଲା ଏସଟିଏଫ । ବଜ୍ରକାପ୍ତା ଚାଲାଣକାରୀଙ୍କୁ ବରଗଡ଼ ବନବିଭାଗ ସହାୟତାରେ ଗିରଫ କଲା ଏସଟିଏଫ ।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ଆମ୍ବଭୋଣା-ଡୁଙ୍ଗୁରୀ ରାସ୍ତା ବୁଢିପାଲି ଛକ ନିକଟରେ ଡିଲ ଚାଲିଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇଁ ଘଟଣା ସ୍ଥଳରେ ପହଞ୍ଚିଥିଲା ଏସଟିଏଫ । ଚଢାଉ କରି ସେଠାରୁ ଏକ ଜୀବନ୍ତ ବଜ୍ରକାପ୍ତା ଓ ଅନ୍ୟାନ୍ୟ ଅପରାଧିକ ସାମଗ୍ରୀ ଜବତ କରିବା ସହ ଜଣେ ଚୋରା ଚାଲାଣକାରୀକୁ ଗିରଫ କରିଛି ଏସଟିଏଫ । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ଡୁଙ୍ଗୁରୀ ଅଞ୍ଚଳର ମିଲୁ ମିଞ୍ଜଙ୍କ ପୁଅ ଜଗଦିସ୍ ମିଞ୍ଜ । ଏସଟିଏଫ୍ ତାକୁ ଗିରଫ କରି ବରଗଡ ବନ ବିଭାଗକୁ ହସ୍ତାନ୍ତର କରିଛି। ବନ ବିଭାଗ ଏହାକୁ ନେଇ ଏକ ମାମଲା ରୁଜୁ କରିବା ସହ ଦଫା ୩୭୯/୪୧୧ ଆଇପିସିଆରଡବ୍ଲୁ ୫୧ ବନ୍ୟ ଜନ୍ତୁ ସଂରକ୍ଷଣ ଆଇନ ୧୯୭୨ ରେ ଅଭିଯୁକ୍ତକୁ ଗିରଫ କରି ବରଗଡ ଏସଡିଜେମ୍ କୋର୍ଟରେ ହାଜର କରାଯିବ ।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

13 Feb 2024 By The Sakala

STF ପଞ୍ଝାରେ ବଜ୍ରକାପ୍ତା ଚୋରାଚାଲାଣକାରୀ, ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର

ବରଗଡ: ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚୋରାଚାଲାଣକାରୀ । ଡିଲ୍ ଚାଲିଥିବା ବେଳେ ମାଡିବସିଲା ଏସଟିଏଫ । ବଜ୍ରକାପ୍ତା ଚାଲାଣକାରୀଙ୍କୁ ବରଗଡ଼ ବନବିଭାଗ ସହାୟତାରେ ଗିରଫ କଲା ଏସଟିଏଫ ।

ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ଆମ୍ବଭୋଣା-ଡୁଙ୍ଗୁରୀ ରାସ୍ତା ବୁଢିପାଲି ଛକ ନିକଟରେ ଡିଲ ଚାଲିଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇଁ ଘଟଣା ସ୍ଥଳରେ ପହଞ୍ଚିଥିଲା ଏସଟିଏଫ । ଚଢାଉ କରି ସେଠାରୁ ଏକ ଜୀବନ୍ତ ବଜ୍ରକାପ୍ତା ଓ ଅନ୍ୟାନ୍ୟ ଅପରାଧିକ ସାମଗ୍ରୀ ଜବତ କରିବା ସହ ଜଣେ ଚୋରା ଚାଲାଣକାରୀକୁ ଗିରଫ କରିଛି ଏସଟିଏଫ । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ଡୁଙ୍ଗୁରୀ ଅଞ୍ଚଳର ମିଲୁ ମିଞ୍ଜଙ୍କ ପୁଅ ଜଗଦିସ୍ ମିଞ୍ଜ । ଏସଟିଏଫ୍ ତାକୁ ଗିରଫ କରି ବରଗଡ ବନ ବିଭାଗକୁ ହସ୍ତାନ୍ତର କରିଛି। ବନ ବିଭାଗ ଏହାକୁ ନେଇ ଏକ ମାମଲା ରୁଜୁ କରିବା ସହ ଦଫା ୩୭୯/୪୧୧ ଆଇପିସିଆରଡବ୍ଲୁ ୫୧ ବନ୍ୟ ଜନ୍ତୁ ସଂରକ୍ଷଣ ଆଇନ ୧୯୭୨ ରେ ଅଭିଯୁକ୍ତକୁ ଗିରଫ କରି ବରଗଡ ଏସଡିଜେମ୍ କୋର୍ଟରେ ହାଜର କରାଯିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର