କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ଘଟଣା: ଦୟାଲ ଆଶ୍ରମ ସିଲ୍‌ କଲା କ୍ରାଇମ୍‌ବ୍ରାଞ୍ଚ ଟିମ୍‌

The Sakala Picture
Published On

ଭୁବନେଶ୍ୱର: କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ଘଟଣାରେ ରବିବାର ଦୟାଲ ଆଶ୍ରମକୁ ସିଲ୍‌ କରିଛି କ୍ରାଇମ୍‌ବ୍ରାଞ୍ଚ ଟିମ୍‌ । ଏଥିସହିତ ଆଶ୍ରମର ଘର ଭିତରୁ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ କ୍ରାଇମ୍‌ବ୍ରାଞ୍ଚକୁ ମିଳିଥିବା ସୂଚନା ମିଳିଛି । ସୂଚନା ଅନଯାୟୀ,  ମାନସ ସ୍ୱାଇଁ ହତ୍ୟା ଘଟଣାରେ ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚ ପାଖକୁ ଯାଇଛି । ଏହି ତ୍ୟା ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏକ ଟିମ୍‌ ଭୁବନେଶ୍ୱର ସ୍ଥିତ ଦୟାଲ ଆଶ୍ରମକୁ ଯାଇ ତଦନ୍ତ ଆରମ୍ଭ କରିଥିଲେ । କ୍ୟାମେରାମ୍ୟାନ୍ ମାନସ […]

ଭୁବନେଶ୍ୱର: କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ଘଟଣାରେ ରବିବାର ଦୟାଲ ଆଶ୍ରମକୁ ସିଲ୍‌ କରିଛି କ୍ରାଇମ୍‌ବ୍ରାଞ୍ଚ ଟିମ୍‌ । ଏଥିସହିତ ଆଶ୍ରମର ଘର ଭିତରୁ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ କ୍ରାଇମ୍‌ବ୍ରାଞ୍ଚକୁ ମିଳିଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ସୂଚନା ଅନଯାୟୀ,  ମାନସ ସ୍ୱାଇଁ ହତ୍ୟା ଘଟଣାରେ ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚ ପାଖକୁ ଯାଇଛି । ଏହି ତ୍ୟା ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏକ ଟିମ୍‌ ଭୁବନେଶ୍ୱର ସ୍ଥିତ ଦୟାଲ ଆଶ୍ରମକୁ ଯାଇ ତଦନ୍ତ ଆରମ୍ଭ କରିଥିଲେ । କ୍ୟାମେରାମ୍ୟାନ୍ ମାନସ ସ୍ବାଇଁଙ୍କୁ କେମିତି ହତ୍ୟା କରାଯାଇଥିଲା । ମୃତଦେହକୁ କିଭଳି କାର ପର୍ଯ୍ଯନ୍ତ ନେଇଥିଲେ ହତ୍ୟାକାରୀ । ଯେଉଁ ରୁମରେ ମାନସଙ୍କୁ ମାଡ ମରାଯାଇଥିଲା ଏବଂ ହତ୍ୟା କରାଯାଇଥିଲା ସେଠାରେ ଛାନଭିନ୍ କରିଛି ତଦନ୍ତକାରୀ ଟିମ୍ । ମାନସ ମୃତଦେହକୁ କାର୍ ପର୍ୟ୍ୟନ୍ତ କେମିତି ନେଇଥିଲେ ସମସ୍ତ ଦିଗକୁ କ୍ରାଇମ୍‌ବ୍ରାଞ୍ଚ ତନତନ କରୁ ଯାଞ୍ଚ କରୁଛି।  ତେବେ ଏହି ଯାଞ୍ଚ ସମୟରେ କ୍ରାଇମ୍‌ବ୍ରାଞ୍ଚ ଅନେକ ଗୁରୁତ୍ୱପୂର୍ଣ୍ଣ ସୁରାକ ମିଳିଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

27 Mar 2022 By The Sakala

କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ଘଟଣା: ଦୟାଲ ଆଶ୍ରମ ସିଲ୍‌ କଲା କ୍ରାଇମ୍‌ବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର: କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ଘଟଣାରେ ରବିବାର ଦୟାଲ ଆଶ୍ରମକୁ ସିଲ୍‌ କରିଛି କ୍ରାଇମ୍‌ବ୍ରାଞ୍ଚ ଟିମ୍‌ । ଏଥିସହିତ ଆଶ୍ରମର ଘର ଭିତରୁ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ କ୍ରାଇମ୍‌ବ୍ରାଞ୍ଚକୁ ମିଳିଥିବା ସୂଚନା ମିଳିଛି ।

ସୂଚନା ଅନଯାୟୀ,  ମାନସ ସ୍ୱାଇଁ ହତ୍ୟା ଘଟଣାରେ ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚ ପାଖକୁ ଯାଇଛି । ଏହି ତ୍ୟା ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏକ ଟିମ୍‌ ଭୁବନେଶ୍ୱର ସ୍ଥିତ ଦୟାଲ ଆଶ୍ରମକୁ ଯାଇ ତଦନ୍ତ ଆରମ୍ଭ କରିଥିଲେ । କ୍ୟାମେରାମ୍ୟାନ୍ ମାନସ ସ୍ବାଇଁଙ୍କୁ କେମିତି ହତ୍ୟା କରାଯାଇଥିଲା । ମୃତଦେହକୁ କିଭଳି କାର ପର୍ଯ୍ଯନ୍ତ ନେଇଥିଲେ ହତ୍ୟାକାରୀ । ଯେଉଁ ରୁମରେ ମାନସଙ୍କୁ ମାଡ ମରାଯାଇଥିଲା ଏବଂ ହତ୍ୟା କରାଯାଇଥିଲା ସେଠାରେ ଛାନଭିନ୍ କରିଛି ତଦନ୍ତକାରୀ ଟିମ୍ । ମାନସ ମୃତଦେହକୁ କାର୍ ପର୍ୟ୍ୟନ୍ତ କେମିତି ନେଇଥିଲେ ସମସ୍ତ ଦିଗକୁ କ୍ରାଇମ୍‌ବ୍ରାଞ୍ଚ ତନତନ କରୁ ଯାଞ୍ଚ କରୁଛି।  ତେବେ ଏହି ଯାଞ୍ଚ ସମୟରେ କ୍ରାଇମ୍‌ବ୍ରାଞ୍ଚ ଅନେକ ଗୁରୁତ୍ୱପୂର୍ଣ୍ଣ ସୁରାକ ମିଳିଥିବା ଜଣାପଡ଼ିଛି ।

https://www.thesakala.in/crime/manas-swain-murder-case-dayal-ashram-seal/article-10293
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର