ପୁଳାପୁଳା ଟଙ୍କାର ଜବତ ହେଉଛି ବ୍ରାଉନସୁଗର: ଜଳେଶ୍ବରରୁ ପୁଣି ୬୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ବ୍ରାଉନସୁଗର ଜବତ, ଜଣେ ମହିଳା ଗିରଫ

The Sakala Picture
Published On

ଜଳେଶ୍ବର: ବାଲେଶ୍ବର ଜିଲ୍ଲା ଜଳେଶ୍ବରରେ ପୁଣି ବ୍ରାଉନ ସୁଗାର ଜବତ ହୋଇଛି। ରାଜପୁର ବସ୍ତି ଉପରେ ପୋଲିସର ଚଢ଼ାଉ ବେଳେ ବିପୁଳ ପରିମାଣରେ ବ୍ରାଉନସୁଗର ସହିତ ଜଣେ ମହିଳାଙ୍କୁ ଗିରଫ କରିଛି ପୁଲିସ। ଗିରଫ ମହିଳା ଜଣକ ହେଲେ ସେକ ସରିଫଙ୍କ ସ୍ତ୍ରୀ ଜୟୀଗୁନ ବିବି। ସୂଚନା ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ପୋଲିସ ଗତକାଲି ବିଳମ୍ବିତ ରାତିରେ କୌଣସି ସୂତ୍ରରୁ ଖବର ପାଇ ଜଳେଶ୍ୱର ରାଜପୁର ବସ୍ତି ସେକ ସରିଫଙ୍କ ଘର ଉପରେ ଚଢ଼ାଉ କରିଥିଲା। […]

ଜଳେଶ୍ବର: ବାଲେଶ୍ବର ଜିଲ୍ଲା ଜଳେଶ୍ବରରେ ପୁଣି ବ୍ରାଉନ ସୁଗାର ଜବତ ହୋଇଛି। ରାଜପୁର ବସ୍ତି ଉପରେ ପୋଲିସର ଚଢ଼ାଉ ବେଳେ ବିପୁଳ ପରିମାଣରେ ବ୍ରାଉନସୁଗର ସହିତ ଜଣେ ମହିଳାଙ୍କୁ ଗିରଫ କରିଛି ପୁଲିସ। ଗିରଫ ମହିଳା ଜଣକ ହେଲେ ସେକ ସରିଫଙ୍କ ସ୍ତ୍ରୀ ଜୟୀଗୁନ ବିବି।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ହାଇପ୍ରୋଫାଇଲ୍ ହତ୍ୟାକାଣ୍ଡ: ଆଇଆରଏସ୍ ଅଫିସରଙ୍କ ଝିଅକୁ ଦୁଷ୍କର୍ମ ପରେ ହତ୍ୟା, ଗିରଫ ହେଲା ପୂର୍ବତନ ଚାକର

ସୂଚନା ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ପୋଲିସ ଗତକାଲି ବିଳମ୍ବିତ ରାତିରେ କୌଣସି ସୂତ୍ରରୁ ଖବର ପାଇ ଜଳେଶ୍ୱର ରାଜପୁର ବସ୍ତି ସେକ ସରିଫଙ୍କ ଘର ଉପରେ ଚଢ଼ାଉ କରିଥିଲା। ତେବେ ଚଢ଼ାଉ ବେଳେ ପାଖାପାଖି ୬୦୦ ଗ୍ରାମରୁ ଉର୍ଦ୍ଧ୍ୱ ବ୍ରାଉନସୁଗର ସହିତ ବ୍ରାଉନ ସୁଗାର ପ୍ଯାକିଙ୍ଗ ପାଇଁ ବ୍ଯବହୃତ ହେଉଥିବା ରଙ୍ଗୀନ କାଗଜ ଜବତ କରିବା ସହିତ ସେକ ସରିଫଙ୍କର ସ୍ତ୍ରୀ ଜୟୀଗୁନ ବିବିକୁ ଗିରଫ କରି ଜଳେଶ୍ୱର ଥାନାକୁ ଆଣିଛି। ଜବତ ବ୍ରାଉନସୁଗରର ବଜାରର ମୂଲ୍ୟ ୬୦ ଲକ୍ଷ ଟଙ୍କାରରୁ ଉର୍ଦ୍ଧ ହେବ ବୋଲି ଜଣା ପଡ଼ିଛି। ଏହି ଚଢ଼ାଉ ବେଳେ ଜଳେଶ୍ୱର ଏସଡିପି ଓ ଅଙ୍କିତା କୁମ୍ଭାର, ଜଳେଶ୍ୱର ଆଇଆଇସି ପ୍ରେମ ପ୍ରଜ୍ଞା ମହାନ୍ତି ସମେତ ୨୦ ଜଣିଆ ଟିମ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: "ମୋ ପାଖରେ ଅଲୌକିକ ଶକ୍ତି ଅଛି...": ନାସିକରେ 'ଭଣ୍ଡ ବାବା' ମହେଶଗିରିର କଳାକାରନାମା, ଯୁବତୀଙ୍କୁ ଦୁଷ୍କର୍ମ ପରେ କରୁଥିଲା ବ୍ଲାକମେଲ୍

24 Aug 2021 By The Sakala

ପୁଳାପୁଳା ଟଙ୍କାର ଜବତ ହେଉଛି ବ୍ରାଉନସୁଗର: ଜଳେଶ୍ବରରୁ ପୁଣି ୬୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ବ୍ରାଉନସୁଗର ଜବତ, ଜଣେ ମହିଳା ଗିରଫ

ଜଳେଶ୍ବର: ବାଲେଶ୍ବର ଜିଲ୍ଲା ଜଳେଶ୍ବରରେ ପୁଣି ବ୍ରାଉନ ସୁଗାର ଜବତ ହୋଇଛି। ରାଜପୁର ବସ୍ତି ଉପରେ ପୋଲିସର ଚଢ଼ାଉ ବେଳେ ବିପୁଳ ପରିମାଣରେ ବ୍ରାଉନସୁଗର ସହିତ ଜଣେ ମହିଳାଙ୍କୁ ଗିରଫ କରିଛି ପୁଲିସ। ଗିରଫ ମହିଳା ଜଣକ ହେଲେ ସେକ ସରିଫଙ୍କ ସ୍ତ୍ରୀ ଜୟୀଗୁନ ବିବି।

ସୂଚନା ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ପୋଲିସ ଗତକାଲି ବିଳମ୍ବିତ ରାତିରେ କୌଣସି ସୂତ୍ରରୁ ଖବର ପାଇ ଜଳେଶ୍ୱର ରାଜପୁର ବସ୍ତି ସେକ ସରିଫଙ୍କ ଘର ଉପରେ ଚଢ଼ାଉ କରିଥିଲା। ତେବେ ଚଢ଼ାଉ ବେଳେ ପାଖାପାଖି ୬୦୦ ଗ୍ରାମରୁ ଉର୍ଦ୍ଧ୍ୱ ବ୍ରାଉନସୁଗର ସହିତ ବ୍ରାଉନ ସୁଗାର ପ୍ଯାକିଙ୍ଗ ପାଇଁ ବ୍ଯବହୃତ ହେଉଥିବା ରଙ୍ଗୀନ କାଗଜ ଜବତ କରିବା ସହିତ ସେକ ସରିଫଙ୍କର ସ୍ତ୍ରୀ ଜୟୀଗୁନ ବିବିକୁ ଗିରଫ କରି ଜଳେଶ୍ୱର ଥାନାକୁ ଆଣିଛି। ଜବତ ବ୍ରାଉନସୁଗରର ବଜାରର ମୂଲ୍ୟ ୬୦ ଲକ୍ଷ ଟଙ୍କାରରୁ ଉର୍ଦ୍ଧ ହେବ ବୋଲି ଜଣା ପଡ଼ିଛି। ଏହି ଚଢ଼ାଉ ବେଳେ ଜଳେଶ୍ୱର ଏସଡିପି ଓ ଅଙ୍କିତା କୁମ୍ଭାର, ଜଳେଶ୍ୱର ଆଇଆଇସି ପ୍ରେମ ପ୍ରଜ୍ଞା ମହାନ୍ତି ସମେତ ୨୦ ଜଣିଆ ଟିମ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର