ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ: ଡ୍ରାଇଭରକୁ ପିଟିପିଟି ହତ୍ୟା କଲା ଅନ୍ୟ ଏକ ଡ୍ରାଇଭର

The Sakala Picture
Published On

ଭୁବନେଶ୍ବର: ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ । ଖଣ୍ଡଗିରି ଥାନା ଅନ୍ତର୍ଗତ ବାହାଦଲପୁର ଠାରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକଙ୍କ ନାଁ ଅଶୋକ ସେଠୀ। ସେ ଡ୍ରାଇଭର ଭାବେ କାମ କରନ୍ତି। ଅଶୋକଙ୍କ ଘର କଳା ପଥର ହୋଇଥିବା ଜଣାପଡ଼ିଛି । ନିଶାଶକ୍ତ ଅବସ୍ଥାରେ ଦେବାଶିଷ ଧୀବର ନାମକ ଆଉ ଜଣେ ଡ୍ରାଇଭର ତାଙ୍କୁ ପିଟିପିଟି ହତ୍ୟା କରିଥିବା ଜଣାପଡିଛି। ଘଟଣା ସ୍ଥଳରେ ଖଣ୍ଡଗିରି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ହତ୍ୟାକାଣ୍ଡର କାରଣ ଜଣାପଡି […]

ଭୁବନେଶ୍ବର: ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ । ଖଣ୍ଡଗିରି ଥାନା ଅନ୍ତର୍ଗତ ବାହାଦଲପୁର ଠାରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକଙ୍କ ନାଁ ଅଶୋକ ସେଠୀ। ସେ ଡ୍ରାଇଭର ଭାବେ କାମ କରନ୍ତି। ଅଶୋକଙ୍କ ଘର କଳା ପଥର ହୋଇଥିବା ଜଣାପଡ଼ିଛି । ନିଶାଶକ୍ତ ଅବସ୍ଥାରେ ଦେବାଶିଷ ଧୀବର ନାମକ ଆଉ ଜଣେ ଡ୍ରାଇଭର ତାଙ୍କୁ ପିଟିପିଟି ହତ୍ୟା କରିଥିବା ଜଣାପଡିଛି। ଘଟଣା ସ୍ଥଳରେ ଖଣ୍ଡଗିରି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ହତ୍ୟାକାଣ୍ଡର କାରଣ ଜଣାପଡି ନ ଥିବା ବେଳେ ପୂର୍ବ ଶତ୍ରୁତାରୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ଆହୁରି ପଢ଼ନ୍ତୁ: ୫ ବର୍ଷ ପରେ ଖୋଲିଲା ସିନ୍ଧୁଦୁର୍ଗ 'ଫୋଣ୍ଡା ଘାଟ ଦୁର୍ଘଟଣା'ର ରହସ୍ୟ, ୨ ଲକ୍ଷ ଟଙ୍କା ପାଇଁ ସାଙ୍ଗକୁ ହତ୍ୟା କରିଥିଲେ ସାଙ୍ଗ

03 May 2023 By The Sakala

ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ: ଡ୍ରାଇଭରକୁ ପିଟିପିଟି ହତ୍ୟା କଲା ଅନ୍ୟ ଏକ ଡ୍ରାଇଭର

ଭୁବନେଶ୍ବର: ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ । ଖଣ୍ଡଗିରି ଥାନା ଅନ୍ତର୍ଗତ ବାହାଦଲପୁର ଠାରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକଙ୍କ ନାଁ ଅଶୋକ ସେଠୀ। ସେ ଡ୍ରାଇଭର ଭାବେ କାମ କରନ୍ତି। ଅଶୋକଙ୍କ ଘର କଳା ପଥର ହୋଇଥିବା ଜଣାପଡ଼ିଛି । ନିଶାଶକ୍ତ ଅବସ୍ଥାରେ ଦେବାଶିଷ ଧୀବର ନାମକ ଆଉ ଜଣେ ଡ୍ରାଇଭର ତାଙ୍କୁ ପିଟିପିଟି ହତ୍ୟା କରିଥିବା ଜଣାପଡିଛି। ଘଟଣା ସ୍ଥଳରେ ଖଣ୍ଡଗିରି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ହତ୍ୟାକାଣ୍ଡର କାରଣ ଜଣାପଡି ନ ଥିବା ବେଳେ ପୂର୍ବ ଶତ୍ରୁତାରୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର