ସିଆର୍‌ପି ଛକରେ ବିଭତ୍ସ ହତ୍ୟାକାଣ୍ଡ : ବିଚ୍‌ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

The Sakala Picture
Published On

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ପୁଣି ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଦିନ ଦ୍ବିପହରେ ରାଜଧାନୀର ସିଆରପି ଛକରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଛନ୍ତି ଦୁର୍ବୃତ୍ତ। ଖବର ଅନୁଯାୟୀ, ଶନିବାର ଦିନ ପୂର୍ବାହ୍ନ ସମୟରେ ଭୁବନେଶ୍ୱରର ସିଆର୍‌ପିଏଫ୍‌ ଛକରେ ଜଣେ ଯୁବକଙ୍କୁ ଆସି କିଛି ଯୁବକ ଗୋଡେଇ ଗୋଡେଇ ହାଣିଛନ୍ତି । ଯାହାଫଳରେ ଜଣେ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ମୃତ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । […]

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ପୁଣି ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଦିନ ଦ୍ବିପହରେ ରାଜଧାନୀର ସିଆରପି ଛକରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଛନ୍ତି ଦୁର୍ବୃତ୍ତ।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ଖବର ଅନୁଯାୟୀ, ଶନିବାର ଦିନ ପୂର୍ବାହ୍ନ ସମୟରେ ଭୁବନେଶ୍ୱରର ସିଆର୍‌ପିଏଫ୍‌ ଛକରେ ଜଣେ ଯୁବକଙ୍କୁ ଆସି କିଛି ଯୁବକ ଗୋଡେଇ ଗୋଡେଇ ହାଣିଛନ୍ତି । ଯାହାଫଳରେ ଜଣେ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ମୃତ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହେଉଥିବା ବେଳେ ୨ଜଣଙ୍କୁ କାବୁ କରିଛନ୍ତି ସ୍ଥାନୀୟଲୋକେ । ଘଟଣାସଂପର୍କରେ ଖବର ପାଇ ପୁଲିସ ପହଞ୍ଚିଥିଲା  ଏବଂ ଉଭୟ ଯୁବକଙ୍କୁ ଅଟକ ରଖି ପଚାରାଉଚରା କରୁଛି ପୁଲିସ ।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

ବଟି ଆଦାୟକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ତେବେ ଏହି ଦୁର୍ବୃତ୍ତମାନେ କିଏ ଏବଂ କାହିଁକି ଏଭଳି କାଣ୍ଡ ଘଟାଇଲେ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଘଟଣାସ୍ଥଳରେ ହଣାକଟାକୁ ନେଇ ଉତ୍ତେଜନା ଲାଗି ରହିଛି ।

ଆହୁରି ପଢ଼ନ୍ତୁ: ମୋବାଇଲରେ 'ରିଲ୍ସ' ଦେଖିବାକୁ କେନ୍ଦ୍ର କରି ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର