କଣ୍ଠଶିଳ୍ପୀ ସୌରୀନ ଭଟଙ୍କ ପାଇଁ ବଢ଼ିଲା ଅଡୁଆ, ଜାମିନବିହୀନ ୱାରେଣ୍ଟ ପାଇଁ କୋର୍ଟ ଗଲା ପୁଲିସ

କଟକ: କଣ୍ଠଶିଳ୍ପୀ ସୌରୀନ ଭଟଙ୍କ ପାଇଁ ବଢ଼ିଲା ଅଡ଼ୁଆ । ସୌରୀନ ଭଟଙ୍କ ବିରୁଦ୍ଧରେ ଜାମିନବିହୀନ ୱାରେଣ୍ଟ( NBW ) ପାଇଁ କୋର୍ଟ ଗଲା ପୁଲିସ । NBW ପାଇଁ JMFC କୋର୍ଟରେ ଆବେଦନ କଲା କମିଶନରେଟ ପୁଲିସ। ସୌରୀନ ଦୀର୍ଘ ଦିନ ଧରି ଧରା ଛୁଆଁ ନେଦେବାରୁ ଏହି ପଦକ୍ଷେପ ଗ୍ରହଣ କଲା ପୁଲିସ । ଜୈନିକ ଯୁବତୀ ସୌରୀନ ବିରୁଦ୍ଧରେ ଯୌନ ଶୋଷଣ ଅଭିଯୋଗ ଆଣି ମହିଳା ଥାନାରେ ଅଭିଯୋଗ କରିଛନ୍ତି। ପୂର୍ବରୁ ସୌରୀନ […]

କଟକ: କଣ୍ଠଶିଳ୍ପୀ ସୌରୀନ ଭଟଙ୍କ ପାଇଁ ବଢ଼ିଲା ଅଡ଼ୁଆ । ସୌରୀନ ଭଟଙ୍କ ବିରୁଦ୍ଧରେ ଜାମିନବିହୀନ ୱାରେଣ୍ଟ( NBW ) ପାଇଁ କୋର୍ଟ ଗଲା ପୁଲିସ । NBW ପାଇଁ JMFC କୋର୍ଟରେ ଆବେଦନ କଲା କମିଶନରେଟ ପୁଲିସ। ସୌରୀନ ଦୀର୍ଘ ଦିନ ଧରି ଧରା ଛୁଆଁ ନେଦେବାରୁ ଏହି ପଦକ୍ଷେପ ଗ୍ରହଣ କଲା ପୁଲିସ । ଜୈନିକ ଯୁବତୀ ସୌରୀନ ବିରୁଦ୍ଧରେ ଯୌନ ଶୋଷଣ ଅଭିଯୋଗ ଆଣି ମହିଳା ଥାନାରେ ଅଭିଯୋଗ କରିଛନ୍ତି। ପୂର୍ବରୁ ସୌରୀନ ଦୁଇଟି ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ କରିଛି ପୁଲିସ। ସୌରୀନଙ୍କ ବିରୁଦ୍ଧରେ ଲୁକ ଆଉଟ ସାରକୁଲାର ମଧ୍ୟ ଜାରି ହୋଇଛି ।

About The Author: The Sakala