ଓଲିଉଡ୍ ହିରୋଇନଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ ଅଭିଯୋଗ, ପୁରୁଷ ବନ୍ଧୁଙ୍କ ନାଁରେ ଦେଲେ ଏତଲା

The Sakala Picture
Published On

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ଓଲିଉଡ୍ ଇଣ୍ଡଷ୍ଟ୍ରି । ରିଲ୍ ନୁହେଁ ରିଅଲ ଲାଇଫ ଝାମେଲା ପଡ଼ିଛି ପଦାରେ । ଜଣେ ଜଣାଶୁଣା ଅଭିନେତ୍ରୀ ତାଙ୍କ ପୁରୁଷବନ୍ଧୁଙ୍କ ନାଁରେ ଆଣିଛନ୍ତି ଅଭିଯୋଗ । ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ ନେଇ ଆଣିଲେ ଅଭିଯୋଗ । ୨୦୨୧ରେ ଆସିଥିବା ଏହି ଅଭିଯୋଗ ପରେ ଥାନାରେ ଉଭୟଙ୍କ ମଧ୍ୟରେ ବୁଝାମଣା ହୋଇଥିଲା । ପୁଣିଥରେ ଠକେଇ, ନିର୍ଯାତନା, ଭିଡିଓ ଭାଇରାଲ ନେଇ ଲକ୍ଷ୍ମୀସାଗର ଥାନାରେ ଏତଲା ହେଲା । ପୁରୁଷ ବନ୍ଧୁ […]

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ଓଲିଉଡ୍ ଇଣ୍ଡଷ୍ଟ୍ରି । ରିଲ୍ ନୁହେଁ ରିଅଲ ଲାଇଫ ଝାମେଲା ପଡ଼ିଛି ପଦାରେ । ଜଣେ ଜଣାଶୁଣା ଅଭିନେତ୍ରୀ ତାଙ୍କ ପୁରୁଷବନ୍ଧୁଙ୍କ ନାଁରେ ଆଣିଛନ୍ତି ଅଭିଯୋଗ । ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ ନେଇ ଆଣିଲେ ଅଭିଯୋଗ । ୨୦୨୧ରେ ଆସିଥିବା ଏହି ଅଭିଯୋଗ ପରେ ଥାନାରେ ଉଭୟଙ୍କ ମଧ୍ୟରେ ବୁଝାମଣା ହୋଇଥିଲା ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ପୁଣିଥରେ ଠକେଇ, ନିର୍ଯାତନା, ଭିଡିଓ ଭାଇରାଲ ନେଇ ଲକ୍ଷ୍ମୀସାଗର ଥାନାରେ ଏତଲା ହେଲା । ପୁରୁଷ ବନ୍ଧୁ ମଧ୍ୟ ଜାତୀୟସ୍ତରରେ କାମ କରୁଥିବା ଜଣେ ସିନେ ନିର୍ମାତା । ୨୦୧୯ରୁ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା । ସୁଟିଂ ସେଟରେ ପୁରୁଷ ବନ୍ଧୁ ଜଣଙ୍କ ଗଣ୍ଡଗୋଳ କରୁଥିବା ନେଇ ଅଭିଯୋଗ ରହିଛି । ଫିଲ୍ମ ଓ ବଡ଼ ବଡ଼ ପ୍ରଡକ୍ସନ ହାଉସରେ କାମ ଦେବାକୁ କହି ଶାରୀରିକ ସମ୍ପର୍କ ରଖୁଥିବା ନେଇ ଅଭିଯୋଗ କରିଛନ୍ତି ଅଭିନେତ୍ରୀ ଜଣକ । କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ କେସ୍ ରୁଜୁ କରିଥିଲା ଲକ୍ଷ୍ମୀସାଗର ଥାନା ପୁଲିସ । ଦଫା ୨୬୮, ୨୯୪, ୩୪୯, ୩୫୦, ୩୫୪, ୩୫୪ ଏ, ୩୫୪ ସି, ୩୮୩, ୪୨୦, ୪୬୮, ୪୯୯, ୫୦୩, ୫୦୬ ରେ ମାମଲା ରୁଜୁ ହୋଇଛି । ଆଇଟି ଆକ୍ଟ ୨୦୦୦ର ୬୬ -ଏ, ୬୬-ଇ, ୬୭, ୬୭-ଏ ରେ ମାମଲା ରୁଜୁ ହୋଇଛି ।

ଆହୁରି ପଢ଼ନ୍ତୁ: ବିହାରର ନବଗଛିଆରେ ରକ୍ତରଞ୍ଜିତ ହୋଲି: ଗୁଳିମାଡ଼ରେ ୩ ସାଙ୍ଗଙ୍କ ମୃତ୍ୟୁ, ଅଞ୍ଚଳରେ ଚାଞ୍ଚଲ୍ୟ

28 Jul 2023 By The Sakala

ଓଲିଉଡ୍ ହିରୋଇନଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ ଅଭିଯୋଗ, ପୁରୁଷ ବନ୍ଧୁଙ୍କ ନାଁରେ ଦେଲେ ଏତଲା

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ଓଲିଉଡ୍ ଇଣ୍ଡଷ୍ଟ୍ରି । ରିଲ୍ ନୁହେଁ ରିଅଲ ଲାଇଫ ଝାମେଲା ପଡ଼ିଛି ପଦାରେ । ଜଣେ ଜଣାଶୁଣା ଅଭିନେତ୍ରୀ ତାଙ୍କ ପୁରୁଷବନ୍ଧୁଙ୍କ ନାଁରେ ଆଣିଛନ୍ତି ଅଭିଯୋଗ । ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ ନେଇ ଆଣିଲେ ଅଭିଯୋଗ । ୨୦୨୧ରେ ଆସିଥିବା ଏହି ଅଭିଯୋଗ ପରେ ଥାନାରେ ଉଭୟଙ୍କ ମଧ୍ୟରେ ବୁଝାମଣା ହୋଇଥିଲା ।

ପୁଣିଥରେ ଠକେଇ, ନିର୍ଯାତନା, ଭିଡିଓ ଭାଇରାଲ ନେଇ ଲକ୍ଷ୍ମୀସାଗର ଥାନାରେ ଏତଲା ହେଲା । ପୁରୁଷ ବନ୍ଧୁ ମଧ୍ୟ ଜାତୀୟସ୍ତରରେ କାମ କରୁଥିବା ଜଣେ ସିନେ ନିର୍ମାତା । ୨୦୧୯ରୁ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା । ସୁଟିଂ ସେଟରେ ପୁରୁଷ ବନ୍ଧୁ ଜଣଙ୍କ ଗଣ୍ଡଗୋଳ କରୁଥିବା ନେଇ ଅଭିଯୋଗ ରହିଛି । ଫିଲ୍ମ ଓ ବଡ଼ ବଡ଼ ପ୍ରଡକ୍ସନ ହାଉସରେ କାମ ଦେବାକୁ କହି ଶାରୀରିକ ସମ୍ପର୍କ ରଖୁଥିବା ନେଇ ଅଭିଯୋଗ କରିଛନ୍ତି ଅଭିନେତ୍ରୀ ଜଣକ । କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ କେସ୍ ରୁଜୁ କରିଥିଲା ଲକ୍ଷ୍ମୀସାଗର ଥାନା ପୁଲିସ । ଦଫା ୨୬୮, ୨୯୪, ୩୪୯, ୩୫୦, ୩୫୪, ୩୫୪ ଏ, ୩୫୪ ସି, ୩୮୩, ୪୨୦, ୪୬୮, ୪୯୯, ୫୦୩, ୫୦୬ ରେ ମାମଲା ରୁଜୁ ହୋଇଛି । ଆଇଟି ଆକ୍ଟ ୨୦୦୦ର ୬୬ -ଏ, ୬୬-ଇ, ୬୭, ୬୭-ଏ ରେ ମାମଲା ରୁଜୁ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର