ରାଜଧାନୀରେ କେବିଏନ ଗ୍ରୁପ ଆତଙ୍କରାଜ ମାମଲା, ଭାଇରାଲ୍ ଭିଡିଓରେ ବ୍ୟବହୃତ ମାରଣାସ୍ତ୍ର ସହ ଗାଡ଼ି ଜବତ

The Sakala Picture
Published On

ଭୁବନେଶ୍ୱର: ରାଜଧାନୀରେ ଭିଡିଓ ଭାଇରାଲ୍ କରି ଆତଙ୍କ ସୃଷ୍ଟି କରିଥିବା କେବିଏନ୍ ଗ୍ରୁପର ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ଜେରା କରୁଛି କମିଶନରେଟ୍ ପୁଲିସ । ଜବତ ହେଉଛି ଭାଇରାଲ୍ ଭିଡିଓରେ ବ୍ୟବହୃତ ମାରଣାସ୍ତ୍ର ସହ ଗାଡ଼ି । ନୟାପଲ୍ଲୀ ଥାନା ପୋଲିସ ମାରଣାସ୍ତ୍ର ସହ ଖେଳନା ବନ୍ଧୁକ ଜବତ କରିଛି । ପୂର୍ବରୁ ଗୋଟିଏ ଅସଲି ବନ୍ଧୁକ ମଧ୍ୟ ଜବତ ହୋଇଥିଲା । ଭିଡିଓ ଭାଇରାଲ୍ କରି ଆତଙ୍କ ସୃଷ୍ଟି କରିଥିବା କେବିଏନ୍ ଗ୍ରୁପର ୫ […]

ଭୁବନେଶ୍ୱର: ରାଜଧାନୀରେ ଭିଡିଓ ଭାଇରାଲ୍ କରି ଆତଙ୍କ ସୃଷ୍ଟି କରିଥିବା କେବିଏନ୍ ଗ୍ରୁପର ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ଜେରା କରୁଛି କମିଶନରେଟ୍ ପୁଲିସ । ଜବତ ହେଉଛି ଭାଇରାଲ୍ ଭିଡିଓରେ ବ୍ୟବହୃତ ମାରଣାସ୍ତ୍ର ସହ ଗାଡ଼ି । ନୟାପଲ୍ଲୀ ଥାନା ପୋଲିସ ମାରଣାସ୍ତ୍ର ସହ ଖେଳନା ବନ୍ଧୁକ ଜବତ କରିଛି । ପୂର୍ବରୁ ଗୋଟିଏ ଅସଲି ବନ୍ଧୁକ ମଧ୍ୟ ଜବତ ହୋଇଥିଲା ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ହାଇପ୍ରୋଫାଇଲ୍ ହତ୍ୟାକାଣ୍ଡ: ଆଇଆରଏସ୍ ଅଫିସରଙ୍କ ଝିଅକୁ ଦୁଷ୍କର୍ମ ପରେ ହତ୍ୟା, ଗିରଫ ହେଲା ପୂର୍ବତନ ଚାକର

ଭିଡିଓ ଭାଇରାଲ୍ କରି ଆତଙ୍କ ସୃଷ୍ଟି କରିଥିବା କେବିଏନ୍ ଗ୍ରୁପର ୫ ଅଭିଯୁକ୍ତଙ୍କୁ ଶନିବାର ଦୁଇ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରୁଛି ପୁଲିସ । ଭିଡିଓରେ ଅଭିଯୁକ୍ତ ବ୍ୟବହାର କରିଥିବା ଗାଡ଼ିକୁ ମଧ୍ୟ କମିଶନରେଟ ପୁଲିସ ଜବତ କରିଛି । ଫେରାର୍ ଥିବା କେବିଏନ୍ ଗ୍ୟାଙ୍ଗର ମୁଖ୍ୟ ବୁବୁ ଜେନା ସମେତ ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ଚଢ଼ାଉ ଜାରି ରହିଥିବା କହିଛନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ । କେବିଏନ୍ ଗ୍ୟାଙ୍ଗର ଭିଡିଓ ଭାଇରାଲ ହେବା ପରେ ମୋଟ ୨୯ ଜଣକ ନାଁରେ ମାମଲା ରୁଜୁ କରିଛି ପୁଲିସ ।

ଆହୁରି ପଢ଼ନ୍ତୁ: "ମୋ ପାଖରେ ଅଲୌକିକ ଶକ୍ତି ଅଛି...": ନାସିକରେ 'ଭଣ୍ଡ ବାବା' ମହେଶଗିରିର କଳାକାରନାମା, ଯୁବତୀଙ୍କୁ ଦୁଷ୍କର୍ମ ପରେ କରୁଥିଲା ବ୍ଲାକମେଲ୍

14 Nov 2021 By The Sakala

ରାଜଧାନୀରେ କେବିଏନ ଗ୍ରୁପ ଆତଙ୍କରାଜ ମାମଲା, ଭାଇରାଲ୍ ଭିଡିଓରେ ବ୍ୟବହୃତ ମାରଣାସ୍ତ୍ର ସହ ଗାଡ଼ି ଜବତ

ଭୁବନେଶ୍ୱର: ରାଜଧାନୀରେ ଭିଡିଓ ଭାଇରାଲ୍ କରି ଆତଙ୍କ ସୃଷ୍ଟି କରିଥିବା କେବିଏନ୍ ଗ୍ରୁପର ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ଜେରା କରୁଛି କମିଶନରେଟ୍ ପୁଲିସ । ଜବତ ହେଉଛି ଭାଇରାଲ୍ ଭିଡିଓରେ ବ୍ୟବହୃତ ମାରଣାସ୍ତ୍ର ସହ ଗାଡ଼ି । ନୟାପଲ୍ଲୀ ଥାନା ପୋଲିସ ମାରଣାସ୍ତ୍ର ସହ ଖେଳନା ବନ୍ଧୁକ ଜବତ କରିଛି । ପୂର୍ବରୁ ଗୋଟିଏ ଅସଲି ବନ୍ଧୁକ ମଧ୍ୟ ଜବତ ହୋଇଥିଲା ।

ଭିଡିଓ ଭାଇରାଲ୍ କରି ଆତଙ୍କ ସୃଷ୍ଟି କରିଥିବା କେବିଏନ୍ ଗ୍ରୁପର ୫ ଅଭିଯୁକ୍ତଙ୍କୁ ଶନିବାର ଦୁଇ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରୁଛି ପୁଲିସ । ଭିଡିଓରେ ଅଭିଯୁକ୍ତ ବ୍ୟବହାର କରିଥିବା ଗାଡ଼ିକୁ ମଧ୍ୟ କମିଶନରେଟ ପୁଲିସ ଜବତ କରିଛି । ଫେରାର୍ ଥିବା କେବିଏନ୍ ଗ୍ୟାଙ୍ଗର ମୁଖ୍ୟ ବୁବୁ ଜେନା ସମେତ ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ଚଢ଼ାଉ ଜାରି ରହିଥିବା କହିଛନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ । କେବିଏନ୍ ଗ୍ୟାଙ୍ଗର ଭିଡିଓ ଭାଇରାଲ ହେବା ପରେ ମୋଟ ୨୯ ଜଣକ ନାଁରେ ମାମଲା ରୁଜୁ କରିଛି ପୁଲିସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର