ଭିଜିଲାନ୍ସ ଜାଲରେ ଆରଆଇ, ଲାଞ୍ଚ ନେଲା ବେଳେ ଧରାପଡ଼ିଲେ

The Sakala Picture
Published On

ଖୋର୍ଦ୍ଧା: ଲାଞ୍ଚ ନେବା ବେଳେ ଧରାପଡିଲେ ବେଗୁନିଆ ତହସିଲ ସିକୋ ଆରଆଇ ବିଶ୍ଵେଶ୍ଵର ରାଏ ବେହେରା । ସେ  ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଓଡିଶା ଭିଜିଲାନ୍ସ ଟିମ ଦ୍ବାରା ଧରାପଡି ଗିରଫ ହୋଇଛନ୍ତି । ଜଣେ ଅଭିଯୋଗକାରୀଙ୍କ ଠାରୁ ସରକାରୀ ଜମିରୁ ଗଛ କାଟିବା କାରଣରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଧମକ ଦେଇ ଲାଞ୍ଚ ମାଗିଥିଲେ। ଏନେଇ ସଂପୃକ୍ତ ବ୍ଯକ୍ତି ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଆଜି ନିଜସ୍ବ କାର୍ଯ୍ଯାଳୟରେ ଲାଞ୍ଚ ନେଉଥିବା ବେଳେ […]

ଖୋର୍ଦ୍ଧା: ଲାଞ୍ଚ ନେବା ବେଳେ ଧରାପଡିଲେ ବେଗୁନିଆ ତହସିଲ ସିକୋ ଆରଆଇ ବିଶ୍ଵେଶ୍ଵର ରାଏ ବେହେରା । ସେ  ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଓଡିଶା ଭିଜିଲାନ୍ସ ଟିମ ଦ୍ବାରା ଧରାପଡି ଗିରଫ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ସୁବର୍ଣ୍ଣପୁରର ଏକ ତେଲ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟ ଜାରି

ଜଣେ ଅଭିଯୋଗକାରୀଙ୍କ ଠାରୁ ସରକାରୀ ଜମିରୁ ଗଛ କାଟିବା କାରଣରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଧମକ ଦେଇ ଲାଞ୍ଚ ମାଗିଥିଲେ। ଏନେଇ ସଂପୃକ୍ତ ବ୍ଯକ୍ତି ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଆଜି ନିଜସ୍ବ କାର୍ଯ୍ଯାଳୟରେ ଲାଞ୍ଚ ନେଉଥିବା ବେଳେ ପୂର୍ବ ଯୋଜନା ଅନୁସାରେ ଛକି ରହିଥିବା ଟିମ ମାଡି ବସିଥିଲା। ତାଙ୍କ ଠାରୁ ରଙ୍ଗ ପ୍ରଲେପ ଦିଆ ଟଙ୍କା ଜବତ କରିଛି ଭିଜିଲାନ୍ସ। ତାଙ୍କ ସରକାରୀ କାର୍ଯ୍ଯାଳୟ ସମେତ ୨ ଟି ସ୍ଥାନରେ ଚଢାଉ ଜାରି ରହିଛି। ଏନେଇ ଭୁବନେଶ୍ବର ଭିଜିଲାନ୍ସ କାର୍ଯ୍ଯାଳୟରେ ୧୩/୨୪ ରେ ଏକ ମାମଲା ରୁଜୁ ହୋଇଛି।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

05 Jul 2024 By The Sakala

ଭିଜିଲାନ୍ସ ଜାଲରେ ଆରଆଇ, ଲାଞ୍ଚ ନେଲା ବେଳେ ଧରାପଡ଼ିଲେ

ଖୋର୍ଦ୍ଧା: ଲାଞ୍ଚ ନେବା ବେଳେ ଧରାପଡିଲେ ବେଗୁନିଆ ତହସିଲ ସିକୋ ଆରଆଇ ବିଶ୍ଵେଶ୍ଵର ରାଏ ବେହେରା । ସେ  ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଓଡିଶା ଭିଜିଲାନ୍ସ ଟିମ ଦ୍ବାରା ଧରାପଡି ଗିରଫ ହୋଇଛନ୍ତି ।

ଜଣେ ଅଭିଯୋଗକାରୀଙ୍କ ଠାରୁ ସରକାରୀ ଜମିରୁ ଗଛ କାଟିବା କାରଣରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଧମକ ଦେଇ ଲାଞ୍ଚ ମାଗିଥିଲେ। ଏନେଇ ସଂପୃକ୍ତ ବ୍ଯକ୍ତି ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଆଜି ନିଜସ୍ବ କାର୍ଯ୍ଯାଳୟରେ ଲାଞ୍ଚ ନେଉଥିବା ବେଳେ ପୂର୍ବ ଯୋଜନା ଅନୁସାରେ ଛକି ରହିଥିବା ଟିମ ମାଡି ବସିଥିଲା। ତାଙ୍କ ଠାରୁ ରଙ୍ଗ ପ୍ରଲେପ ଦିଆ ଟଙ୍କା ଜବତ କରିଛି ଭିଜିଲାନ୍ସ। ତାଙ୍କ ସରକାରୀ କାର୍ଯ୍ଯାଳୟ ସମେତ ୨ ଟି ସ୍ଥାନରେ ଚଢାଉ ଜାରି ରହିଛି। ଏନେଇ ଭୁବନେଶ୍ବର ଭିଜିଲାନ୍ସ କାର୍ଯ୍ଯାଳୟରେ ୧୩/୨୪ ରେ ଏକ ମାମଲା ରୁଜୁ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର